Latest Odisha News

BREAKING NEWS

Yearly Archives

2021

ବୀଭତ୍ସ ହତ୍ୟାକାଣ୍ଡ: ସ୍ତ୍ରୀର ପରକୀୟା ପ୍ରୀତି ଯୋଗୁଁ ସ୍ବାମୀ ନେଲା ୪ ଜଣଙ୍କ ମୁଣ୍ଡ, ଅଭିଯୁକ୍ତ ଗିରଫ

ବିନିକା: ଗୋଟିଏ ଦିନରେ ଟ୍ରିପଲ୍ ମର୍ଡର ମାମଲାରେ ମୁଖ୍ୟ ଅଭିଯୁକ୍ତ ପପୁ ସେନ୍ ଗିରଫ ହୋଇଛି । ସ୍ତ୍ରୀର ପରକିୟା ପ୍ରୀତି ଓ ପ୍ରେମିକ ସହ ଫେରାର ହେବାରୁ ପ୍ରତିଶୋଧ ପରାୟଣ ହୋଇ ଅଭିଯୁକ୍ତ ହତ୍ୟାକାଣ୍ଡ ଘଟାଇଥିବା ସ୍ୱୀକାର କରିଛି । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ସିଲାଟି ଗାଁରେ ନିଜ…

ରାଜଧାନୀରୁ ଦେଢ଼ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୩ ମହିଳାଙ୍କ ସମେତ ୫ ଗିରଫ

ଭୁବନେଶ୍ୱର: ରାଜଧାନୀରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । ଭୁବନେଶ୍ୱର ଘାଟିକିଆ ଅଞ୍ଚଳରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ଚଢ଼ାଉ କରି ଜବତ କରିଛି ସ୍ପେଶାଲ୍ ସ୍କ୍ୱାଡ୍ । ପ୍ୟାକେଟରେ ଗଞ୍ଜେଇ ସବୁ ଭର୍ତ୍ତି କରାଯାଇଥିଲା । ଜବତ ଗଞ୍ଜେଇର ଓଜନ ପାଖାପାଖି ଦେଢ଼ କ୍ୱିଣ୍ଟାଏଲ ହେବ । ଏହି…

ଖୁବ୍‌ ଶୀଘ୍ର ଆନିମେଟେଡ୍ ସିରିଜ୍ ପ୍ରସ୍ତୁତ କରିବାକୁ ଯାଉଛନ୍ତି ‌ଧୋନୀ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି “କ୍ୟାପଟେନ ୭” ନାମକ ଏକ ଆନିମେଟେଡ୍ ସିରିଜ୍ ପ୍ରସ୍ତୁତ କରିବାକୁ ଯାଉଛନ୍ତି। ସିରିଜର ପ୍ରଥମ ସିଜନ୍, ବର୍ତ୍ତମାନ ପ୍ରି-ପ୍ରଡକ୍ସନ୍‌ରେ ଅଛି। ଏହି ସିରିଜ୍‌ ଧୋନିଙ୍କ ଉପରେ ଆଧାରିତ ହେବ ବୋଲି ନିର୍ମାତାମାନେ ଏକ…

ରାଜ୍ୟରେ ଅଧିକ କଡ଼ାକଡ଼ି ହେବ ନାଇଟ୍ କର୍ଫ୍ୟୁ, କାମ ନଥାଇ ବାହାରିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟରେ ଆହୁରି କଡ଼ାକଡ଼ି ହେବ ନାଇଟ କର୍ଫ୍ୟୁ । ବର୍ତ୍ତମାନ ୧୦ ଜିଲ୍ଲାରେ ରାତି ୧୦ରୁ ସକାଳ ୫ଟା ଯାଏ ଏନଫୋର୍ସମେଣ୍ଟ ଅଧିକ କଡ଼ାକଡ଼ି କରାଯାଉଛି । ପଡୋଶୀ ଛତିଶଗଡ଼ରୁ ସୀମାବର୍ତ୍ତି ଜିଲ୍ଲାକୁ ଆସୁଥିବା ଲୋକଙ୍କ ବାବଦାରେ ଅନୁଧ୍ୟାନ କରାଯାଉଛି । ଏନେଇ ଜିଲ୍ଲାପାଳ ଓ ପୋଲିସ…

କରୋନା ଟିକା ନେଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ଭୁବନେଶ୍ବର: କରୋନା ଟିକା ନେଲେ ବିଜେପିର ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା। ଆଜି ବିଶ୍ୱ ସ୍ୱାସ୍ଥ୍ୟ ଦିବସ ରେ ଭାରତୀୟ ଜନତା ପାର୍ଟି ର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ନୂଆଦିଲ୍ଲୀସ୍ଥିତ ଆଶ୍ଳୋକ ହସ୍ପିଟାଲଠାରେ କରୋନା ଟିକାର ପ୍ରଥମ ଡୋଜ ନେଇଛନ୍ତି।…

ବିଜାପୁର ବର୍ବରତା: ମାଓ ସଙ୍ଗଠନ ଜାରି କଲା ବନ୍ଦୀ ଯବାନଙ୍କ ସଦ୍ୟ ଫଟୋ !

ମାଲକାନଗିରି: ବିଜାପୁର ଟେକେଲଗୁଡା ଏନକାଉଣ୍ଟର ମାମଲା । ମାଓବାଦୀଙ୍କ ଦ୍ୱାରା ଅପହୃତ ହୋଇଥିଲେ କୋବ୍ରା ଯବାନ ରାଜେଶ୍ୱର ସିଂ ମାନହାସ । ଏହି ଘଟଣାକୁ ନେଇ ସାରା ଦେଶରେ ହଟଚମଟ ସୃଷ୍ଟି ହୋଇଥିଲା । ଏପରିକି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଏହି ମାମଲାରେ ପରୋକ୍ଷ ଭାବେ ସାମିଲ ହୋଇଥିଲେ…

ଆସିଲା ଜୁନିଅର୍ ବାବୁସାନ୍‌, ବାପା ହେଲେ ଓଲିଉଡର ଲଭର ବୟ 

ଭୁବନେଶ୍ୱର: ବାପା ହେଲେ ଓଲିଉଡ ଅଭିନେତା ତଥା ସୁପରଷ୍ଟାର ବାବୁ ସାନ୍ ମହାନ୍ତି । ତାଙ୍କ ସ୍ତ୍ରୀ ତୃପ୍ତି ପଟିଆ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି । ଉଭୟେ ମା’ ଏବଂ ପୁଅ ସୁସ୍ଥ ଥିବା ଜଣାପଡିଛି । ଆସନ୍ତା ୨ଦିନ ମଧ୍ୟରେ ତୃପ୍ତିଙ୍କୁ ଡିସ୍‌ଚାର୍ଜ କରାଯିବ ।…

ପିପିଲିରେ ଭର୍ଚୁଆଲ୍ ପ୍ରଚାର କରିବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲରେ ପ୍ରଚାର କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଜିଲ୍ଲା ପରିଷଦ ଜୋନ୍ ଅନୁଯାୟୀ ପ୍ରଚାର କାର୍ଯ୍ୟକ୍ରମ ଚାଲିବ । ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ପାଇଁ ଭର୍ଚୁଆଲରେ ଭୋଟ୍ ମାଗିବେ ନବୀନ । କେଉଁ ତାରିଖରେ ପ୍ରଚାର କରିବେ…

୧୦ କୋଟି ଟଙ୍କାରେ ଉର୍ବଶୀ ସାଇନ କଲେ ତାମିଲ ଫିଲ୍ମ

ମୁମ୍ବାଇ:ବଲିଉଡରେ ନାମ କମାଇବା ପରେ ଏବେ ଉର୍ବଶୀ ରୌତଲା ସାଉଥ ଫିଲ୍ମ ଆଡେ ମୁହାଁଇଛନ୍ତି । ତାମିଲର ଏକ ଫିଲ୍ମରେ ଅଭିନୟ କରିବା ପାଇଁ ଉର୍ବଶୀଙ୍କୁ ୧୦ କୋଟି ଟଙ୍କା ମିଳିଛି । ଫିଲ୍ମର ନାମ ଘୋଷଣା ହୋଇ ନ ଥିଲେ ମଧ୍ୟ ଏହାର ଶୁଟିଂ ଆରମ୍ଭ ହୋଇଯାଇଛି । ସାଉଥର ଏହି ଫିଲ୍ମରେ ସେ ଜଣେ…

‘ଅନୱାର୍ଡ ଓଡ଼ିଶା’ ରେ ଅଂଶଗ୍ରହଣ କଲେ ୬୧ଜଣ ଚିତ୍ରଶିଳ୍ପୀ

ଭୁବନେଶ୍ୱର : ଭୋପାଳ, ମଧ୍ୟପ୍ରଦେଶରେ ଅବସ୍ଥିତ ଫାଉଣ୍ଡେସନ ଅଫ ଆର୍ଟ ଆଣ୍ଡ କଲଚର ଦ୍ୱାରା ଓଡ଼ିଶାର ଚିତ୍ର ଓ ଭାସ୍କର୍ଯ୍ୟଶିଳ୍ପୀଙ୍କ କଳାକୃତିକୁ ନେଇ 'ଅନୱାର୍ଡ ଓଡ଼ିଶା' ଶୀର୍ଷକରେ ଏକ ଅନଲାଇନ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି। ଅନୁପ କୁମାର ଚାନ୍ଦ ଓ ପୁନମ ଜୈନଙ୍କ ତତ୍ତ୍ୱାବଧାନରେ…