ଆଜି ଭାରତ ଆସୁଛନ୍ତି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା
ଦିଲ୍ଲୀ: ଆଜି ଭାରତ ଆସୁଛନ୍ତି ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ । ଭାରତରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ । ଏଥିରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବ । ପ୍ରତିରକ୍ଷା, ବାଣିଜ୍ୟ, ଶକ୍ତି ଓ କୂଟନୈତିକ ସହଭାଗିତା, ଉଭୟ ରଷ୍ଟ୍ର ମଧ୍ୟରେ…