କରୋନା ଟିକା ନେଲେ ରେଳ ମନ୍ତ୍ରୀ ପୀୟୁଷ ଗୋୟଲ
ନୂଆଦିଲ୍ଲୀ: ଦିଲ୍ଲୀ (AIIMS) ରେ ଗୁରୁବାର ରେଳ ମନ୍ତ୍ରୀ ପୀୟୁଷ ଗୋୟଲ କରୋନା ଟିକାର ପ୍ରଥମ ଡୋଜ୍ ଗ୍ରହଣ କରିଛନ୍ତି।
୪୫ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ କରୋନା ଟିକାକରଣର ତୃତୀୟ ପର୍ଯ୍ୟାୟ ଆଜିଠାରୁ ଆରମ୍ଭ ହୋଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ମଙ୍ଗଳବାର ଘୋଷଣା…