୩୫୧ ପ୍ରତିରକ୍ଷା ଉପକରଣ ଆମଦାନୀ ଉପରେ ଲଗାଗଲା ପ୍ରତିବନ୍ଧକ
ନୂଆଦିଲ୍ଲୀ: ଭାରତର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି । ୩୫୧ ପ୍ରତିରକ୍ଷା ଉପକରଣ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଯାଇଛି । ଭାରତକୁ ସାମରିକ ଏବଂ ଯନ୍ତ୍ରପାତି ଉତ୍ପାଦନର କେନ୍ଦ୍ର କରିବା ଲକ୍ଷ୍ୟରେ ସରକାରଙ୍କ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ…