Latest Odisha News

BREAKING NEWS

Yearly Archives

2021

[ଭିଡ଼ିଓ] ମଶା ବଂଶ ବୃଦ୍ଧି ନେଇ ବଢୁଛି ଚିନ୍ତା,ଡେଙ୍ଗୁ ପାଇଁ ଆତଙ୍କିତ ସହରବାସୀ

କଟକ: ପୁତିଗନ୍ଧମୟ ପରିବେଶରେ ମଶାଙ୍କ ପ୍ରାଦୁର୍ଭାବ ବଢିଚାଲିଛି । ସଂଜ ହୋଇଗଲେ ଘରେ କି ବାହାରେ ରହିବା ମୁସ୍କିଲ ହୋଇପଡ଼ୁଛି । ନାଳନଦ୍ଦର୍ମା ପରିଷ୍କାର ହେଉନଥିବା ବେଳେ ରାସ୍ତାଘାଟ ବି ଆବର୍ଜନାମୟ । ଏହି ଦୃଶ୍ୟ ଦେଖିବାକୁ ମିଳିଛି କଟକ ସହରରେ । ଡେଙ୍ଗୁ ଆତଙ୍କ ବଢିଚାଲିଥିବା ବେଳେ ସହର…

ବିଜୟ ପାଇଁ ଭାରତକୁ ଆବଶ୍ୟକ ୫ ୱିକେଟ

ମୁମ୍ବାଇ: ଏଠାରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତ ଦୃଢ଼ ସ୍ଥିତିରେ ରହିଛି । ୪ର୍ଥ ଦିବସରେ ବିଜୟ ପାଇଁ ଟିମ ଇଣ୍ଡିଆକୁ ଆଉ ୫ଟି ୱିକେଟ ଆବଶ୍ୟକ ଥିବା ବେଳେ ନ୍ୟୁଜିଲାଣ୍ଡ ୪୦୦ ରନ ଆବଶ୍ୟକ କରୁଛି । ପୂର୍ବରୁ ଭାରତର ପ୍ରଥମ ଇନିଂସ ସ୍କୋର ୩୨୫ ରନ ଜବାବରେ…

[ଭିଡ଼ିଓ] କଳିଙ୍ଗ ଷ୍ଟାଡିୟମରେ ପାଣି

ଭୁବନେଶ୍ବର: ଜୱାଦ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ସେହିଭଳି କଳିଙ୍ଗ ଷ୍ଟାଡିୟମ୍ ରେ ମ୍ୟାଚ୍ ଚାଲଇଥିବା ବେଳେ ଏଠାରେ ମଧ୍ୟ ବର୍ଷା ପ୍ରଭାବ ଦେଖିବାକୁ ମିଳିଥିଲା । ହକି ଷ୍ଟାଡିୟମରେ ପାଣି ପଶିଯାଇଥିବା ବେଳେ ଖେଳ ବାଧା ପ୍ରାପ୍ତ ହୋଇଥିଲା । ଖେଳାଯିବାକୁ ଥିବା ପ୍ରଥମ…

ଜଓ୍ବାଦ ପ୍ରଭାବରେ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା, ଚାଷ ଜମିରେ ଲହଡି ମାରୁଛି ପାଣି

ଭଦ୍ରକ : ଟଳିଛି ବାତ୍ୟା ବିପଦ, ହେଲେ ଅବପାତ ପ୍ରଭାବରେ ଭଦ୍ରକ ଜିଲ୍ଲାରେ ତୁହାକୁ ତୁହା ବର୍ଷା ଜାରି ରହିଛି । କିନ୍ତୁ ଲଗାଣ ବର୍ଷାକୁ ନେଇ ଚିନ୍ତାରେ ପଡିଛନ୍ତି ଚାଷୀ । ବର୍ଷା ଯୋଗୁଁ ଚାଷ ଜମିରେ ଲହଡି ମାରୁଛି ପାଣି । ବର୍ତ୍ତମାନ ଧାନ ଅମଳ ସମୟ । ହେକ୍ଟର ହେକ୍ଟର ଜମିରେ ପାଚିଲା ଧାନ…

ଦୁର୍ବଳ ହେଉଛି ଜଓ୍ବାଦ୍, ପୁରୀ ଉପକୂଳ ଦେଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରୁଛି

ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ଜଓ୍ବାଦ । ଅବପାତରେ ପରିଣତ ହେଲା ବାତ୍ୟା । ବର୍ତ୍ତମାନ ଏହା ପୁରୀ ଉପକୂଳ ଦେଇ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି । ଏବେ ପୁରୀ ଉପକୂଳରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗର ୭୦ କିଲୋମିଟର ଓ ଗୋପାଳପୁର ଠାରୁ ୧୦୦ କିମି ଦୂରରେ ରହିଛି । ଘଣ୍ଟାକୁ ୧୮…

ଜ୍ୟାକଲିନଙ୍କ ଗୁମର ଖୋଲୁଛି, ସୁକେଶ ଦେଇଛନ୍ତି ୧୦ କୋଟି ଟଙ୍କାର ଉପହାର

ମୁମ୍ବାଇ: ବଲିଉଡ ଅଭିନେତ୍ରର ଜ୍ୟାକଲିନ ଫର୍ଣ୍ଣାଣ୍ଡିଜ ଗୁମର ଖୋଲିବାରେ ଲାଗିଛି । ୨୦୦ କୋଟି ଠକେଇ ମାମଲାରେ ଇଡି ସ୍କାନରକୁ ଆସିଥିବା ଜ୍ୟାକଲିନ ଏବଂ ନୋରା ଫତେହି ଏବେ ଅଡୁଆରେ ପଡି ଯାଇଛନ୍ତି । ମୁଖ୍ୟ ଅଭିଯୁକ୍ତ ସୁକେଶ ଚନ୍ଦ୍ରଶେଖରଙ୍କ ୧୦ କୋଟି ଟଙ୍କାର ଉପହାର ଜ୍ୟାକଲିନଙ୍କୁ ଦେଇଥିବା…

ନୂଆ ଦଳ ଗଢ଼ିପାରନ୍ତି ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ

ନୂଆଦିଲ୍ଲୀ : କଂଗ୍ରେସକୁ ଲାଗିପାରେ ଶକ୍ତି ଝଟକା । କାରଣ ନୂଆ ଦଳ ଗଢ଼ିପାରନ୍ତି ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବୀ ଆଜାଦ । ଏନେଇ ଖୁବଶୀଘ୍ର ଘୋଷଣା କଧ୍ୟ କରିପାରନ୍ତି । କଂଗ୍ରେସରୁ ୨୦ ଜଣ ନେତା ନିଜ ନିଜ ପଦବୀରୁ ଇସ୍ତଫା ଦେବା ନେଇ ଜାତୀୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି । ଜାମ୍ମୁ ଓ…

[ ଭିଡ଼ିଓ] ପୁରୀ ପାଖ ଦେଇ ଚାଲିଯିବ ‘ଜୱାଦ’

ଭୁବନେଶ୍ବର: ପୁରୀ ପାଖ ଦେଇ ପଶ୍ଚିମବଙ୍ଗକୁ ଚାଲିଯିବ ‘ଜୱାଦ୍’ । ସମୁଦ୍ର ଭିତରେ ଧିରେ ଧିରେ ଦୁର୍ବଳ ହେଉଛି ଜୱାଦ । ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେବ ଜୱାଦ । ଓଡ଼ିଶା ଉପକୂଳ ଦେଇ ଉତର ଓ ଉତର ପୂର୍ବ ଦିଗରେ ପଶ୍ଚିମବଙ୍ଗ ଆଡ଼କୁ ପଳାଇବା ସମ୍ଭାବନା ରହିଛି । ଏବେ ପୁରୀ ଠାରୁ ୭୦ କିଲୋମିଟର…

[ଭିଡ଼ିଓ]ଜାତୀୟ ହାର ତୁଳନାରେ ରାଜ୍ୟରେ କୋଭିଡ଼ ସ୍ଥିତି କମ୍ ରହିଛି:ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ବଢ଼ୁଥିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଚିଠି ପ୍ରସଙ୍ଗ । ଏନେଇ ପ୍ରତିକ୍ରିୟା ରଖିଲେ ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ଜାତୀୟ ହାର ତୁଳନାରେ ରାଜ୍ୟରେ କୋଭିଡ଼ ସ୍ଥିତି ଭଲ ରହିଛି । ସନ୍ଦୀଗ୍ଧ ସକ୍ରମିତଙ୍କ…

ଜୀବନ ଦର୍ଶନକୁ ବାଦ୍ ଦେଇ ସର୍ଜନା ସମ୍ଭବ ନୁହେଁ : ସତ୍ୟବତୀ ସ୍ୱାଇଁ

ଓଡ଼ିଆ ସାହିତ୍ୟର ଜଣେ ସମ୍ବେଦନଶୀଳ ଓ ପ୍ରାଣବନ୍ତ ଶିଳ୍ପୀ ସତ୍ୟବତୀ ସ୍ୱାଇଁ । ଲେଖନୀ ଚାଳନାରେ ସେ ଫୁଟେଇ ପାରନ୍ତି ଜୀବନ୍ତ ବୃତ୍ତାନ୍ତ । ତାଙ୍କ ସାଧନାର କ୍ଷେତ୍ର ଦିଗରୁ ଦିଗନ୍ତ ଯାଏଁ ପରିବ୍ୟାପ୍ତ । ତାଙ୍କର ପ୍ରତ୍ୟେକଟି ରଚନାରେ ସ୍ପଷ୍ଟ ବାରି ହୁଏ ସାମାଜିକ ଦାୟବଦ୍ଧତା , ଜୀବନ…