ଆସନ୍ତାକାଲିଠୁ ୪୫ ବର୍ଷ ବୟସରୁ ଅଧିକ ଲୋକଙ୍କୁ ଦିଆଯିବ କରୋନା ଟିକା
ନୂଆଦିଲ୍ଲୀ: ଦେଶରେ କରୋନା ବୃଦ୍ଧି ପାଉଥିବା ବେଳେ ଟିକାକରଣ ପ୍ରକ୍ରିୟା ଜାରି ରହିଛି। ଦେଶରେ ଚାଲିଥିବା କରୋନା ଟିକାକରଣ କାର୍ଯ୍ୟକ୍ରମ ଉପରେ ଏକ ପ୍ରମୁଖ ନିଷ୍ପତ୍ତି ନିଆଯାଇଛି। ଯେଉଁଥିରେ ୪୫ ବର୍ଷ ବୟସରୁ ଅଧିକ ଲୋକଙ୍କୁ ଏପ୍ରିଲ ୧ ରୁ କରୋନା ଟିକା ଦେବାକୁ କୁହାଯାଇଛି।
ଏହାପୂର୍ବରୁ,…