ଦେଶରେ ଚିନ୍ତା ବଢ଼ାଉଛି କରୋନାର ଦୈନିକ ମୃତ୍ୟୁସଂଖ୍ୟା
ନୂଆଦିଲ୍ଲୀ: ଦେଶରେ ଏବେ କରୋନାର ଦୈନିକ ମୃତ୍ୟୁସଂଖ୍ୟା ଚିନ୍ତା ବଢ଼ାଇଲାଣି । ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୩୫୪ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଗତକାଲି ଏହି ସଂଖ୍ୟା ଥିଲା ୨୭୧ । ଏହାକୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୧ଲକ୍ଷ ୬୨ହଜାର ୪୬୮କୁ ବୃଦ୍ଧି ପାଇଛି ।
ଗତ…