Latest Odisha News

BREAKING NEWS

Yearly Archives

2021

‘ବେଗମ ପଶ୍ଚିମବଙ୍ଗକୁ ମିନି ପାକିସ୍ତାନ କରିଦେବେ’

କୋଲକାତା: ପଶ୍ଚିମବଙ୍ଗ ନିର୍ବାଚନରେ ମୂଖ୍ୟ କେନ୍ଦ୍ର ବିନ୍ଦୁ ସାଜିଥିବା ବିଜେପିର ଶୁଭେନ୍ଦୁ ଅଧିକାରୀ ଆଜି ଟିଏମସି ମୂଖ୍ୟ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି । ଯଦି ବେଗମଙ୍କୁ ସୁଯୋଗ ଦିଆଯାଏ ତାହାହେଲେ ସେ ପଶ୍ଚିମବଙ୍ଗକୁ ମିନି ପାକିସ୍ତାନ କରିଦେବେ । ଇଦ୍ ମୁବାରକ କହି କହି…

ରାଜ୍ୟରେ ଉପରମୁହାଁ ପାରଦ, ୪୦ ଡିଗ୍ରି ଉପରେ ୧୪ ଜିଲ୍ଲା

ଭୁବନେଶ୍ବର : ରାଜ୍ୟରେ ଉପରମୁହାଁ ପାରଦ । ପ୍ରବଳ ତାତିରେ ସିଝୁଛି ଓଡ଼ିଶା । ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ତାପମାତ୍ରା ବଢ଼ିଥିବା ବେଳେ, ଲୋକେ ହୋଇଛନ୍ତି ହନ୍ତସନ୍ତ । ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ୪୦ ଡିଗ୍ରି ଉପରେ ରହିଛି ରାଜ୍ୟର ୧୪ ଜିଲ୍ଲା । ତେବେ ଟିଟିଲାଗଡରେ…

ଭୁବନେଶ୍ବରରେ ୩୨ କରୋନା ପଜିଟିଭ୍

ଭୁବନେଶ୍ବର : ଆଜି ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୦୮ କରୋନା ଆକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩ ଜଣ ଆକ୍ରାନ୍ତ ହୋଇଛନ୍ତି । କିନ୍ତୁ ଏହି ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ଭୁବନେଶ୍ବରରୁ ଚିହ୍ନଟ ହୋଇଛନ୍ତି ୩୨ କରୋନା ପଜିଟିଭ୍ । ଏଲେନ୍ ଇନଷ୍ଟିଚ୍ୟୁଟରୁ ୭ ଜଣ ଆକ୍ରାନ୍ତ ଥିବା…

ଭବାନୀପାଟଣାର ପ୍ରଗତି କଲେଜରେ ୩୨ କରୋନା ପଜିଟିଭ୍

ଭବାନୀପାଟଣା : ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ପଜିଟିଭ୍ ସଂଖ୍ୟା ବଢୁଥିବାରୁ ଚିନ୍ତା ବି ବଢ଼ିଲାଣି । ତେବେ ବିଭିନ୍ନ ଶିକ୍ଷାନୁଷ୍ଠାନରୁ କରୋନା ଆକ୍ରାନ୍ତ ଚିହ୍ନଟ ହେବା ଚିନ୍ତା ବଢ଼ାଇ ଦେଇଛି । ପୂର୍ବରୁ ରାଜ୍ୟର ବିଭିନ୍ନ କଲେଜରୁ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ, ଆଜି…

ରାଜ୍ୟରୁ ଆଉ ୧୧୮ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଲଗାତର ପାଞ୍ଚ ଦିନ ଧରି ଦୁଇ ଶହ ଉପରେ ରହୁଛି ଆକ୍ରାନ୍ତ । କରୋନାର ଦ୍ବିତୀୟ ଲହରକୁ ନେଇ ଚିନ୍ତା ବଢ଼ିଥିବା ବେଳେ, ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ୧୧୮ ଜଣ ଆକ୍ରାନ୍ତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । କଟକରୁ ସର୍ବାଧିକ ୨୬ ଜଣ…

ହୋଲିରେ ଅଘଟଣ, ଅକାଳରେ ଚାଲିଗଲା ଜୀବନ

ସୁବର୍ଣ୍ଣପୁର: ରାଜ୍ୟରେ ହୋଲିକୁ ନେଇ ଲାଗିଥିଲା ସରକାରୀ କଟକଣା । ତଥାପି ଘରେ ହେଉ ଅବା ସାହି ପଡିଶାରେ ଜମିଥିଲା ହାଲକାଫୁଲକା ହୋଲି ଖେଳର ରଙ୍ଗିନ୍ ମାହୋଲ । ହେଲେ ଏହି ରଙ୍ଗିନ୍ ମାହୋଲରେ ସତରେ ଯେମିତି କଳାର ବାଦଲ ଘୋଟିଆସିଥିଲା ସୋନପୁର ଅଂଚଳରେ । ମହାନଦୀରେ ଘଟିଥିଲା ଅଘଟଣ । ହୋଲି…

ଚାଲୁ ରହିବ ନବମ ଓ ଦଶମ ଶ୍ରେଣୀ କ୍ଲାସ୍: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ମାମଲାରେ ବୃଦ୍ଧି ସତ୍ତ୍ୱେ ସରକାରୀ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ କ୍ଲାସ୍ ବନ୍ଦ କରିବାକୁ କୌଣସି ପ୍ରସ୍ତାବ ନାହିଁ ବୋଲି ସୋମବାର ଦିନ ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ ସୂଚନା…

ଓଡ଼ିଶା ରାଜନୀତି ବିଜ୍ଞାନ ସଂଘର ବାର୍ଷିକ ସମ୍ମିଳନୀ ପାଇଁ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: ଓଡ଼ିଶା ରାଜନୀତି ବିଜ୍ଞାନ ସଂଘର ବାର୍ଷିକ ସମ୍ମିଳନୀ ପାଇଁ କାର୍ଯ୍ୟକାରିଣୀ ବୈଠକ ମାର୍ଚ୍ଚ ୨୮ ତାରିଖରେ ଭୁବନେଶ୍ୱର ସ୍ଥିତ ପାନ୍ଥ ନିବାସରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସଂଘର ସଭାପତି ପ୍ରଫେସର ସୂର୍ଯ୍ୟ ନାରାୟଣ ମିଶ୍ର ସଭାପତିତ୍ୱ କରିଥିଲା ବେଳେ ସାଧାରଣ…

ଓଡ଼ିଶାରୁ ୨୦୮ ନୂଆ କରୋନା ରୋଗୀ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୨୦୮ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିଲା ବେଳେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଦୈନିକ କରୋନା ସଂକ୍ରମିତଙ୍କ ମଧ୍ୟରେ ୧୨୨ କ୍ବାରେଣ୍ଟାଇନ ଓ ୮୬ ଲୋକାଲ କେସ୍ ରହିଛି।…

ମଞ୍ଜୁବାଳା ପଣ୍ଡାଙ୍କ ଗଳ୍ପ ସଙ୍କଳନ ‘ବିଶ୍ୱରୂପା’ ଉନ୍ମୋଚିତ

ଆନନ୍ଦପୁର : ଆନନ୍ଦପୁର ସାହିତ୍ୟ ସଂସଦ ଆନୁକୂଲ୍ୟରେ ସେବା ଓ ସାହିତ୍ୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି  । ଏହି ସଭାରେ ବିଶିଷ୍ଟ ଲେଖିକା ଡାକ୍ତର ମଞ୍ଜୁବାଳା ପଣ୍ଡାଙ୍କ ଗଳ୍ପ ସଙ୍କଳନ 'ବିଶ୍ୱରୂପା' ଉନ୍ମୋଚିତ ହୋଇଯାଇଛି । ରଙ୍ଗନାଥ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି…