ଭୁବନେଶ୍ୱର ଓ କଟକରେ କାଳବୈଶାଖୀ ପ୍ରଭାବ
ଭୁବନେଶ୍ୱର: ଦିନରେ ପ୍ରଚଣ୍ଡ ଖରା ଓ ଅପରାହ୍ନରେ ପବନ, ଘୂର୍ଣ୍ଣିଝଡ ସହ ବର୍ଷା । ଏହା ଥିଲା ଆଜିର ଟ୍ୱିନ ସିଟିର ଦୃଶ୍ୟ । ସନ୍ଧ୍ୟା ନ ହେଉଣୁ ଘୂର୍ଣ୍ଣିଝଡରେ ଚାରିଆଡ ଅନ୍ଧାର ହୋଇଯାଇଥିଲା ।
ହଠାତ୍ ପବନର ବେଗ ୪୦ରୁ ୬୦ କିମି ବେଗରେ ବୋହିଥିଲା । ଆଜିର କାଳବୈଶାଖୀ ସମ୍ପର୍କରେ ପୂର୍ବରୁ…