ଓଡ଼ିଶାରେ ଖୋଲିବ ୧୫୬୭ ନୂଆ ଅଙ୍ଗନୱାଡି କେନ୍ଦ୍ର
ଭୁବନେଶ୍ୱର: ଓଡିଶାରେ ୧୫୬୭ ନୂଆ ଅଙ୍ଗନୱାଡି କେନ୍ଦ୍ର ପ୍ରତିଷ୍ଠା କରାଯିବ ବୋଲି ଶନିବାର ଦିନ ରାଜ୍ୟସଭାରେ ସୂଚନା ଦେଇଛନ୍ତି ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ।
ବର୍ତ୍ତମାନ ଓଡିଶାରେ ୬୨,୧୭୧ ଅଙ୍ଗନୱାଡି କେନ୍ଦ୍ର ଅଛି। ଏଥିସହିତ ମନ୍ତ୍ରୀ କହିଛନ୍ତି ଯେ ୭୮୪୪…