Latest Odisha News

BREAKING NEWS

Yearly Archives

2021

ସୋସିଆ ମିଡିଆରେ ଭାଇରାଲ ହେଉଛି ତରଳ ଲାଭା ଉପରେ ଖାଦ୍ୟ ପ୍ରସ୍ତୁତିର ବିରଳ ଦୃଶ୍ୟ

ଆଇସଲ୍ୟାଣ୍ଡ: ଆଇସଲ୍ୟାଣ୍ଡର ରାଜଧାନୀ ରେକଜାଭିକ୍ ଠାରୁ ପ୍ରାୟ ୪୦ କିଲୋମିଟର ଦୂରରେ ଅବସ୍ଥିତ ଭୋଲକାନୋ ବିସ୍ଫୋରଣ ହୋଇଛି। ଶହ ଶହ ବର୍ଷ ପରେ ପ୍ରଥମ ଥର ପାଇଁ ଏହି ବିସ୍ଫୋରଣ ଘଟିଛି ଯାହା ଲୋକଙ୍କୁ ଆକର୍ଷିତ କରିଛି। ଏହି ଅଞ୍ଚଳର ଆଗ୍ନେୟ ଉଦ୍‌ଗୀରଣକୁ ଅଧ୍ୟୟନ କରୁଥିବା ବୈଜ୍ଞାନିକମାନେ…

ଚଳଚ୍ଚିତ୍ର ‘ଗଙ୍ଗୁବାଇ କାଠିଆୱାଡି’କୁ ନେଇ ବଢିଲା ଅଡୁଆ; କୋର୍ଟରେ ହାଜର ହେଇପାରନ୍ତି ଆଲିଆ ଏବଂ…

ନୂଆଦିଲ୍ଲୀ: 'ଗଙ୍ଗୁବାଇ କାଠିଆୱାଡି' ଚଳଚ୍ଚିତ୍ର ପାଇଁ ବାବୁ ରାବଜୀ ଶାହାଙ୍କ ଦ୍ୱାରା ଦାଖଲ ହୋଇଥିବା ଅପରାଧିକ ମାନହାନୀ ମାମଲାରେ ଆଲିଆ ଭଟ୍ଟ, ସଞ୍ଜୟ ଲୀଲା ଭନସାଲୀ ଏବଂ ଦୁଇ ଲେଖକଙ୍କୁ ମୁମ୍ବାଇ କୋର୍ଟ ସମନ ପଠାଇଛନ୍ତି। ଶାହା ଗଙ୍ଗୁବାଇ କାଠିଆୱାଡିଙ୍କ ପୋଷ୍ୟପୁତ୍ର ବୋଲି ଦାବି…

ଦେଶରେ ବଢୁଛି କରୋନା ସଂକ୍ରମଣ; ୫୩ ହଜାର ନୂଆ ପଜିଟିଭ

ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଗୁରୁବାର ଦିନ ୫୩ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ସଂଖ୍ୟା ୧,୧୭,୮୭,୫୩୪କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।…

ଗଳ୍ପ : ବୋଉକୁ ନେଇ ରଚନା ଟିଏ

ମାନମୟୀ ରଥ  ଆଦୌ ସରୁ ନଥିବା ଗୋଟିଏ ଲମ୍ବା କାନ୍ଦର ରାତି ହେଉଛି ମୋର ବୋଉ । ଯେତେଥର କଲମ ଧରିଛି ତା'ଲାଗି ସେତେଥର ବସେଇ ଦେଇନି ଗୋଟିଏ କହି ନହେଲା ଭଳି ଅଥୟ ଭାବ କାଗଜ କଲମ ପାଖରେ । ଭାବି ହୁଏ ଏଇଟା ଅସ୍ଥିରତା ନା ବୋଉକୁ ବଖାଣି ନପାରିବାର ବ୍ୟାକୁଳତା ନା ବୋଉମୟତାକୁ ଛୁଇଁ…

ଆଜିଠୁ ରାଜଧାନୀର ସବୁ ହଷ୍ଟେଲରେ କୋଭିଡ୍ ଟେଷ୍ଟିଂ

ଭୁବନେଶ୍ୱର: ରାଜଧାନୀର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ଆଜିଠାରୁ ଭୁବନେଶ୍ୱରର ସବୁ ହଷ୍ଟେଲରେ ଛାତ୍ରଛାତ୍ରୀଙ୍କର ହେଉଛି କୋଭିଡ୍ ଟେଷ୍ଟ ।  ଜୋନ୍ ସ୍ତରରେ ବିଭିନ୍ନ ହଷ୍ଟେଲରେ କୋଭିଡ୍‌ ପରୀକ୍ଷା ହେବ। ଏଥିପାଇଁ ସବୁ ଜୋନ୍‌ରେ…

ଭୁବନେଶ୍ୱର କେନ୍ଦ୍ରୀୟ ବିଦ୍ୟାଳୟ-୧ରେ ଜଣେ ଛାତ୍ର କରୋନା ପଜିଟିଭ୍

ଭୁବନେଶ୍ୱର: ଶିକ୍ଷାନୁଷ୍ଠାନରେ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଭୁବନେଶ୍ୱର XIMB ପରେ କେନ୍ଦ୍ରୀୟ ବିଦ୍ୟାଳୟ-୧ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ ଛାତ୍ରଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ସେ ଗତ ଶନିବାର ଦିନ ପରୀକ୍ଷା ଦେବାକୁ ଆସିଥିଲେ ।  ବର୍ତ୍ତମାନ…

JEE ମେନ୍ ରେଜଲ୍ଟ: ୧୩ ଛାତ୍ରଛାତ୍ରୀ ରଖିଛନ୍ତି ଶତ ପ୍ରତିଶତ ନମ୍ୱର, ଦେବାଶିଷ ପଣ୍ଡା ଓଡ଼ିଶା ଟପ୍ପର

ନୂଆଦିଲ୍ଲୀ: ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ମାର୍ଚ୍ଚରେ ହୋଇଥିବା ଜେଇଇ ମେନ୍ ରେଜଲ୍ଟ ପ୍ରକାଶ ପାଇଛି । ମାତ୍ର ୬ ଦିନରେ ପ୍ରକାଶ ପାଇଛି ପରୀକ୍ଷାଫଳ ପ୍ରକାଶ କରିଛି ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସୀ ବା ଏନଟିଏ । ୧୩ ଜଣ ଛାତ୍ରଛାତ୍ରୀ ରଖିଛନ୍ତି ଶତ ପ୍ରତିଶତ ନମ୍ୱର । ଦିଲ୍ଲାର…

ନବରଙ୍ଗପୁରରେ ଆଜିଠୁ ନାଇଟ୍ କର୍ଫ୍ୟୁ

ଭୁବନେଶ୍ୱର: କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଯୋଗୁଁ ମାଲକାନଗିରି ଜିଲ୍ଲା ପରେ ନବରଙ୍ଗପୁର ପ୍ରଶାସନ ମଧ୍ୟ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ଜିଲ୍ଲାପାଳ ଅଜିତ କୁମାର କହିଛନ୍ତି ଯେ ଗୁରୁବାର ରାତି ୮ ଟାରୁ ୬ଟା ମଧ୍ୟରେ ଲୋକଙ୍କ ଚଳପ୍ରଚଳ ଉପରେ କଡା କଟକଣା…

ରେଭେନ୍ସା କ୍ୟାମ୍ପସରୁ କରୋନା ପଜିଟିଭ୍ ଚିହ୍ନଟ ପରେ ପରୀକ୍ଷା ସ୍ଥଗିତ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସରୁ କରୋନା ସଂକ୍ରମିତ ଚିହ୍ନଟ । ଦୁଇ ଦଇ କରୋନା ପଜିଟିଭ୍ ବାହାରିଛନ୍ତି । ଏହାପରେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ୟୁଜି ଓ ପିଜି ରେଗୁଲାର୍, ବ୍ୟାକ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ଯାଏ ସ୍ଥଗିତ ରଖାଯାଇଛି । ଏନେଇ ରେଭେନ୍ସା ବିଶ୍ୱବିଦ୍ୟାଳୟ…

ଭାଇରାଲ୍ ପୋଷ୍ଟମୋର୍ଟମ୍‌: କଂଗ୍ରେସକୁ ଟଙ୍କା ଦେଇଥିଲେ କି ନୀରବ ମୋଦି ?

ଭୁବନେଶ୍ୱର: ପଳାତକ ହୀରା ବ୍ୟବସ।।ୟୀ ନୀରବ ମୋଦି ବିଷୟରେ ସମସ୍ତେ ଜାଣନ୍ତି । ହେଲେ କଂଗ୍ରେସକୁ ଅନୁଦାନ ସ୍ୱରୂପ ଟଙ୍କା ଦେବା ନେଇ ନୀରବ ମୋଦିର ନାଁ ଏବେ ସାମ୍ନାକୁ ଆସିଛି । ସୋସିଆଲ ମିଡିଆରେ ଦାବି ତ ଅନେକ ହୋଇଛି । ହେଲେ ସେହି ଦାବି କେତେ ସତ, ଆସନ୍ତୁ ତର୍ଜମା କରିବା ।