Latest Odisha News

BREAKING NEWS

Yearly Archives

2021

କନ୍ଦରପୁରରେ ମା ଧବଳେଶ୍ଵରୀ ବିଶ୍ଵ ଶାନ୍ତି ଯଜ୍ଞ ଅନୁଷ୍ଠିତ

କନ୍ଦରପୁର : କନ୍ଦରପୁର ନିକଟସ୍ଥ ପାରାବିଲ ଗ୍ରାମରେ ମା ଧବଳେଶ୍ଵରୀ ବିଶ୍ଵ ଶାନ୍ତି ଯଜ୍ଞ ଅବସରରେ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରଚାର ଓ ପ୍ରସାର ନିମନ୍ତେ, ଶ୍ରୀଜଗନ୍ନାଥ ସଂସ୍କୃତି ପରିଷଦ ଓଡ଼ିଶା ଭୁବନେଶ୍ୱର ପକ୍ଷରୁ ମହାପ୍ରଭୁଙ୍କ ଜାମାଲାଗି ବେଶ କରାଯିବା ସହିତ, ଭଜନ ଜଣାଣ ଓ ପ୍ରବଚନ…

ବେଆଇନ୍ ଗୋ-ଚାଲାଣକୁ ନେଇ ଗୋଷ୍ଠୀ ସଂଘର୍ଷ, ୩ ଜଣ ଗୁରୁତର

ଭଦ୍ରକ: ବେଆଇନ୍ ଗୋ-ଚାଲାଣକୁ ନେଇ ଗୋଷ୍ଠୀ ସଂଘର୍ଷ । ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି । ଏସ୍କର୍ଟ ପାର୍ଟିର ଆକ୍ରମଣର ୩ ଜଣ ଗୋ ସୁରକ୍ଷା ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥର ରାଣୀତାଲ ନିକଟରେ ଏହି ଘଟଣା ଘଟିଛି । ବେଆଇନ୍ ଗୋ ଚାଲାଣ ହେଉଥିବା ଖବର…

ସମ୍ବଲପୁରରେ ଗଜରାଜଙ୍କ ଉତ୍ପାତ, ୨ ଶ୍ରମିକ ମୃତ

ସମ୍ବଲପୁର: ସଦର ଫରେଷ୍ଟ ରେଞ୍ଜ କୁଡେରନିଶା ଗାଁରେ ଅଘଟଣ । ଏକ ଅସ୍ଥାୟୀ ଘରେ ଦୁଇ ଶ୍ରମିକ ଶୋଇଥିବା ବେଳେ ଦନ୍ତାହାତୀ ଦଳି ଦେବାରୁ ଘଟଣା ସ୍ଥଳରେ ସେମାନଙ୍କର ମୃତ୍ୟୁ ହୋଇଛି । ମୃତକମାନଙ୍କ ଘର ବରଗଡ ଅଂଚଳରେ ବୋଲି ଜଣାପଡିଛି । ପୋଲିସ ଓ ବନ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ଚଦନ୍ତ…

ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତିରେ ଚିତ୍ରଶିଳ୍ପୀ ଶିବିର

ଭୁବନେଶ୍ୱର : ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆସିବାର ୧୦୦ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଲଳିତ କଳା ଏକାଡେମୀ ଦ୍ୱାରା ଏକ ଚିତ୍ରଶିଳ୍ପୀ ଶିବିର ପାନ୍ଥ ନିବାସରେ ଉଦଘାଟିତ ହୋଇଯାଇଛି। ଏହି ଶିବିରରେ ୪୦ ଜଣ ଚିତ୍ରଶିଳ୍ପୀ ଅଂଶଗ୍ରହଣ…

ମାଓବାଦୀଙ୍କ ବିସ୍ଫୋରଣରେ ଥରିଲା ନାରାୟଣପୁର

ମାଲକାନଗିରି: ପୁଣି ମାଓବାଦୀଙ୍କ ବର୍ବର କାଣ୍ଡ । ଛତିଶଗଡ ନାରାୟଣପର ଜିଲ୍ଲାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ଶକ୍ତିଶାଳୀ ବିସ୍ଫୋରଣରେ ଉଡିଲା ଡିଆରଜି ଯବାନଙ୍କ ବସ୍ । ଗୁରୁତରଙ୍କ ସଂଖ୍ୟା ୧୦ ଟପିଥିଲାବେଳେ ସହିଦ ହୋଇଛନ୍ତି ୫ ଯବାନ ।

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ମାର୍ଚ୍ଚ ୨୪ ତାରିଖ ବୁଧବାର ମୀନ ୧୧ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ଦଶମୀ ତିଥି ପୂଷ୍ଯା ନକ୍ଷତ୍ର କର୍କଟ ଚନ୍ଦ୍ର ଆଜିର ଘାତ ବାର- କର୍କଟ ରାଶିର ଆଜିର ନିଷେଧ ଖାଦ୍ୟ-*କଳମ୍ଵି ଶାଗ *…

ଏପ୍ରିଲ୍ ଶେଷ ପର୍ଯ୍ୟନ୍ତ ବନ୍ଦ ରହିବ ଅନ୍ତର୍ଜାତୀୟ ବିମାନ ସେବା

ନୂଆଦିଲ୍ଲୀ : ଦେଶରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଏପ୍ରିଲ ମାସ ଶେଷ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ କଟକଣା ଲଗାଇଛି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ । ଡିଜିସିଏ ପକ୍ଷରୁ ଏକ ବିଜ୍ଞପ୍ତି ଜରିଆରେ ଏନେଇ ସୂଚନା ଦିଆଯାଇଛି ।…

ଦମଦାର ବ୍ୟାଟିଂ ସାଙ୍ଗକୁ ଘାତକ ବୋଲିଂ, ୬୬ ରନରେ ଜିତିଲା ଭାରତ

ପୁଣେ : ପୁଣେରେ ଟିମ୍ ଇଣ୍ଡିଆର ଦମଦାର ବିଜୟ । ଭାରତ-ଇଂଲଣ୍ଡ ପ୍ରଥମ ଦିନିକିଆ ମ୍ୟାଚକୁ ୬୬ ରନରେ ଜିତି ନେଲା ବିରାଟ ବାହିନୀ । ଶିଖର ଧାଓ୍ବନ ଓ କୃଣାଲ ପାଣ୍ଡ୍ୟାଙ୍କ ଧୂଆଁଧାର ବ୍ୟାଟିଂ ପରେ ବୋଲରଙ୍କ ଘାତକ ବୋଲିଂରେ ଚିତପଟାଙ୍ଗ ମାରିଛି ଇଂଲିଶ ଟିମ୍ । ଫଳରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ…

ସୁନ୍ଦରୀ ଫେରିଲା ମଧ୍ୟପ୍ରଦେଶ

ଅନୁଗୁଳ : ଅନୁଗୁଳ: ଦୀର୍ଘ ୩ ବର୍ଷ ଯାଏଁ ସାତକୋଶିଆ ଅଭୟାରଣ୍ୟ ଭିତରେ ସ୍ଥାନୀୟ ଲୋକଙ୍କ ନିଦ ହଜାଇ ଦେଇଥିବା ବାଘୁଣୀ ‘ସୁନ୍ଦରୀ’ ଶେଷରେ ମଧ୍ୟପ୍ରଦେଶ ଫେରିଯାଇଛି । ବନ ବିଭାଗର ବହୁ ଉଦ୍ୟମ ପରେ ସୁନ୍ଦରୀକୁ ଶେଷରେ ଧରାଯାଇଛି । ଯନ୍ତାରେ ସୁନ୍ଦରୀକୁ ଧରିବା ପାଇଁ ବନ ବିଭାଗର…

ପୁଣି ଡରାଇଲାଣି କରୋନା, ଏପ୍ରିଲ ମାସ ପାଇଁ ଗାଇଡଲାଇନ୍ ଜାରି କଲା କେନ୍ଦ୍ର 

ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସଂକ୍ରମଣ । ଅନେକ ରାଜ୍ୟରେ କରୋନା ଜନିତ ସଂକ୍ରମଣ ଦ୍ରୁତ ବେଗରେ ବଢିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏପ୍ରିଲ ମାସ ପାଇଁ ଗାଇଡଲାଇନ୍ ଜାରି କରିଛି । ଗାଇଡଲାଇନରେ ମୁଖ୍ୟତଃ ଟେଷ୍ଟ, ଟ୍ରାକ୍ ଓ ଟ୍ରିଟ ରଣନୀତି ଉପରେ କାମ କରିବାକୁ…