Latest Odisha News

BREAKING NEWS

Yearly Archives

2021

ଇଂଲଣ୍ଡ ବିପକ୍ଷ ଟି-ଟ୍ୱେଣ୍ଟିରେ ୮୦ ରନର ପାଳି ଖେଳି କୋହଲି କଲେ ନୂଆ ରେକର୍ଡ

ଅହମଦାବାଦ: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପୁଣି ଥରେ ଏକ ରୋମାଞ୍ଚକାର ଇନିଂସ ଖେଳିଛନ୍ତି । ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ପଞ୍ଚମ ଟି-ଟ୍ୱେଣ୍ଟିରେ ଅପରାଜିତ ୮୦ ରନ୍ କରିଛନ୍ତି କୋହଲି । ଭାରତ ପଞ୍ଚମ ମ୍ୟାଚରେ ଇଂଲଣ୍ଡକୁ ୨୨୫ ରନର ବିଜୟ ଲକ୍ଷ୍ୟ ଦେଇଥିଲା । ଏହି ଇନିଂସରେ ଆଉ…

ଆଜି ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି

ଭୁବନେଶ୍ୱର: ତିନି ଦିନିଆ ଓଡିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସକାଳ ୯ଟାରେ ଶ୍ରୀ କୋବିନ୍ଦ କାରକେଡରେ ରାଜଭବନରୁ ବାହାରି ୯ଟା ୫ରେ ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ୯ଟା ୧୫ମିନିଟରେ ଝାରସୁଗୁଡା ବିମାନବନ୍ଦର ଅଭିମୁଖେ ବିମାନରେ ଯିବେ । ସେଠାରେ ୯ଟା ୫୫ରେ…

ପଡ଼ୋଶୀ ଘରେ ଲାଗିଥିବା ନିଆଁ ଲିଭାଇବାକୁ ଯାଇ ମାଆପୁଅ ମୃତ

ଯାଜପୁର: ଯାଜପୁର ବାଲିଚନ୍ଦ୍ରପୁର ଥାନା ନଳିପୁର ଗାଁରେ ଅଭାବନୀୟ ଘଟଣା । ପଡ଼ୋଶୀଙ୍କୁ ସାହାଯ୍ୟ କରିବାକୁ ଯାଇ ପ୍ରାଣ ହାରିଲେ ମାଆପୁଅ । ପଡ଼ୋଶୀଙ୍କ ଘରେ ଲାଗିଥିବା ନିଆଁକୁ ଲିଭାଇବା ଉଦ୍ୟମ ବେଳେ ବିଦ୍ୟୁତ୍ ଆଘାତରେ ମାଆପୁଅଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ବିଳମ୍ବିତ ରାତିରେ…

ରୋଗୀଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ୪ ମୃତ

ଅନୁଗୁଳ: ୫୫ ନମ୍ବର ଜାତୀୟ ରାଜପଥର ଅନୁଗୁଳ ଜରପଡ଼ା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି । ଆମ୍ବୁଲାନ୍ସକୁ ସାମ୍ନା ପଟୁ ଆସୁଥିବା ଗ୍ୟାସ୍ ଟ୍ୟାଙ୍କର ଧକ୍କା ଦେଇଛି । ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି…

ପରଲୋକରେ ଓଡିଶାର ପ୍ରଥମ ଓଡିଶୀ ନୃତ୍ୟାଙ୍ଗନା ଲକ୍ଷ୍ମୀପ୍ରିୟା ମହାପାତ୍ର

ଭୁବନେଶ୍ୱର: ରାଜ୍ୟର ପ୍ରଥମ ଓଡିଶୀ ନୃତ୍ୟାଙ୍ଗନା ତଥା ଗୁରୁ କେଳୁଚରଣଙ୍କ ପତ୍ନୀ ଲକ୍ଷ୍ମୀପ୍ରିୟା ମହାପାତ୍ରଙ୍କ ଗତକାଲି ରାତିରେ ପରଲୋକ ହୋଇଛି । ଗତ କିଛି ଦିନ ହେଲା ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା । ତାଙ୍କ ମୃତ୍ୟୁ ଖବର ପାଇ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

 ତା୨୧-୩-୨୦୨୧ ରବିବାର ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ମାର୍ଚ୍ଚ ତା ୨୧ରିଖ ରବିବାର ମୀନ ୮ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ତିଥି ମୃଗଶିରା ନକ୍ଷତ୍ର ମିଥୁନ ଚନ୍ଦ୍ର ଆଜିର ଘାତ ବାର- ମେଷ ରାଶିର ଆଜିର ଘାତ ଚନ୍ଦ୍ର- କନ୍ୟା ରାଶି…

ଜେଏମଏମରେ ମିଶିଲେ ବିଜେଡିର ପୂର୍ବତନ ସାଂସଦ ରାମଚନ୍ଦ୍ର ହାଁସଦା

ରାଇରଙ୍ଗପୁର: ମୟୂରଭଞ୍ଜର ପୂର୍ବତନ ବିଜେଡି ସାଂସଦ ରାମଚନ୍ଦ୍ର ହାଁସଦା ଶନିବାର ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ)ରେ ଯୋଗ ଦେଇଛନ୍ତି। ସୁନ୍ଦରଗଡ ଜିଲ୍ଲାର ରାଇରଙ୍ଗପୁର ବ୍ଲକ ଗ୍ରାଉଣ୍ଡରେ ଆୟୋଜିତ ଏକ କାର‌୍ୟ୍ୟକ୍ରମରେ ବରିଷ୍ଠ ଜେଏମଏମ ନେତା ତଥା ଝାଡଖଣ୍ଡ ମନ୍ତ୍ରୀ ଚମ୍ପାଇ ସୋରେନ…

ଢେଙ୍କାନାଳରେ ଭୋଜିଖାଇ ୨ ମୃତ, ୧୫ରୁ ଅଧିକ ଅସୁସ୍ଥ

ଢ଼େଙ୍କାନାଳ : ଢ଼େଙ୍କାନାଳ କାମାକ୍ଷାନଗର ଥାନା ବେଢ଼ାପାଳ ଗାଁରେ ଅଭାବନୀୟ ଘଟଣା । ଭୋଜି ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୧୫ ଜଣ ଅସୁସ୍ଥ ଅଛନ୍ତି । ମୃତକ ହେଲେ ବେଢ଼ାପାଳ ଗାଁର ବାଙ୍କ ମଲ୍ଲିକ ଓ ଭଗବାନ ମଲ୍ଲିକ । ଅସୁସ୍ଥଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ୪ ଜଣ…

ଆଦିତ୍ୟ ଠାକରେ କରୋନା ପଜିଟିଭ୍

ମୁମ୍ବାଇ : ଶିବସେନା ନେତା ତଥା ମହାରାଷ୍ଟ୍ରର ପରିବେଶ ମନ୍ତ୍ରୀ ଆଦିତ୍ୟ ଠାକରେ କରୋନା ପଜିଟିଭରେ ସଂକ୍ରମିତ । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଆଦିତ୍ୟ ଠାକରେ । ପରୀକ୍ଷା ରପୋର୍ଟରେ ସେ କରୋନା ସଂକ୍ରମିତ ଥିବା ସୂଚନା ଦେଇଛନ୍ତି । ସେହିପରି ତାଙ୍କ ସଂସ୍ପର୍ଶରେ ଆସିଥିବା…

ଏନ୍‌ଏବିଏଚ୍ ସ୍ୱୀକୃତି ଲାଭ କଲା ସମ୍ ଅଲ୍‌ଟିମେଟ୍ ମେଡିକେୟାର

ଭୁବନେଶ୍ୱର: ସୁରକ୍ଷା ଓ ରୋଗୀ ସେବା କ୍ଷେତ୍ରରେ ଉତ୍କୃଷ୍ଟ ମାନ୍ୟତାର ପ୍ରତୀକ ନ୍ୟାସ୍‌ନାଲ୍ ଆକ୍ରେଡିଟେସନ୍ ବୋର୍ଡ ଫର୍ ହସ୍ପିଟାଲ୍ ଆଣ୍ଡ ହେଲ୍‌ଥ କେୟାର ପ୍ରୋଭାଇଡର୍ସ (ଏନଏବିଏଚ୍‌) ସାର୍ଟିଫିକେଟ୍ ପାଇବା ନିମନ୍ତେ ଯୋଗ୍ୟତା ହାସଲ କରିଛି ଦ ୱାନ୍ ଷ୍ଟପ୍‌, ନେକ୍ସ ଜେନେରେସନ୍…