Latest Odisha News

BREAKING NEWS

Yearly Archives

2021

ମାସ୍କ ପିନ୍ଧି ନ ଥିବାରୁ ଜରିମାନା ଦେବାକୁ କହିବାରୁ ବିଏମସି କର୍ମଚାରୀଙ୍କୁ ପିଟିଲେ ମହିଳା

ନୂଆଦିଲ୍ଲୀ:ଗୋଟିଏ ପଟେ କରୋନାର ବର୍ଦ୍ଧିତ ମାମଲାକୁ ଦୃଷ୍ଟିରେ ରଖି ଦେଶର ବିଭିନ୍ନ ସ୍ଥାନରେ ଲକ୍‌ଡାଉନ୍‌ ଏବଂ ରାତ୍ରି କର୍ଫ୍ୟୁ ଲାଗୁ କରାଯାଇଛି। କେନ୍ଦ୍ର ତଥା ରାଜ୍ୟ ସରକାର ଲୋକଙ୍କୁ ଏହି ନିୟମ କଡାକଡି ପାଳନ କରିବାକୁ ସଚେତନ କରାଉଥିବା ବେଳେ ମୁମ୍ବାଇର ଜଣେ ମହିଳା ମାସ୍କ ନ ପିନ୍ଧି…

ଦାମନଯୋଡ଼ି ନାଲ୍‌କୋରେ ପୋଲିସ-ବିସ୍ଥାପିତ ମୁହାଁମୁହିଁ, ୫୪ରୁ ଅଧିକ ବିକ୍ଷୋଭକାରୀ ଗିରଫ

କୋରାପୁଟ: ସେମିଳିଗୁଡ଼ା ଦାମନଯୋଡ଼ି ସ୍ଥିତ ନାଲକରେ ଉତ୍ତେଜନା । ନିଯୁକ୍ତିକୁ ନେଇ ପୋଲିସ-ବିସ୍ଥାପିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି । ନାଲକୋରେ ନିଯୁକ୍ତି ଦାବି କରି ବିସ୍ଥାପିତ ଗତ ୪ ଦିନ ହେଲା ନାଲକୋ ରୋଡରେ ଧାରଣାରେ ବସିବା ସହ ରାସ୍ତାରୋକ କରିଥିଲେ । ଆଜି ପ୍ରଶାସନ ବୁଝାସୁଝା…

ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୪୦,୯୫୩; ୧୮୮ ମୃତ

ନୂଆଦିଲ୍ଲୀ: ବିଗତ ଦିନରେ କରୋନା ମାମଲା ବୃଦ୍ଧି ପାଇବା ସହିତ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦,୯୫୩ ତାଜା କୋଭିଡ-୧୯ ସଂକ୍ରମଣ ମାମଲା ରେକର୍ଡ ହୋଇଥିବାବେଳେ ୧୮୮ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହିତ ମୃତ୍ୟୁ ସଂଖ୍ୟା ୧,୫୯,୫୫୮ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ…

ବିଦେଶରୁ ଫେରିଥିବା ୨ ଜଣ କରୋନା ପଜିଟିଭ୍, ଆଇଏଲଏସ୍ ପଠାଗଲା ନମୁନା

ଭୁବନେଶ୍ୱର: କରୋନାର ନୂଆ ଷ୍ଟ୍ରେନକୁ ନେଇ ଆତଙ୍କ ଲାଗି ରହିଛି । ଏହାରି ଭିତରେ ରାଜ୍ୟରେ ବୃଦ୍ଧି ପାଇଛି କରୋନା ସଂକ୍ରମଣ । ଅନ୍ୟପଟେ ରାଜଧାନୀରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି, ୨ ଅଙ୍କ ଛୁଇଁଛି । ଶୁକ୍ରବାର ବିଏମସି ଅଞ୍ଚଳରୁ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।…

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ଶନିବାର ସନ୍ଧ୍ୟା ପ୍ରାୟ ୬ଟା ୨୫ରେ ଭୁବନେଶ୍ୱର ବିମାନବନ୍ଦରରେ ରାଷ୍ଟ୍ରପତି ପହଞ୍ଚିବେ । ସେଠାରେ ରାଷ୍ଟ୍ରପତିଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବା ପରେ ସିଧା…

ସୋରରୁ ନିଖୋଜ ସୁନା ବ୍ୟବସାୟୀ ଖୋର୍ଦ୍ଧାରୁ ଉଦ୍ଧାର

ସୋର: ଉଦ୍ଧାର ହେଲେ ନିଖୋଜ ଗହଣ ବ୍ୟବସାୟୀ । ସୋର-କୁପାରୀ ରାସ୍ତାରୁ ଗୁରୁବାର ରାତିରୁ ନିଖୋଜ ସୁନା ବ୍ୟବସାୟୀଙ୍କୁ ପୋଲିସ ଉଦ୍ଧାର କରିଛି । ଖୋର୍ଦ୍ଧା ସହରରୁ ବିଳମ୍ବିତ ରାତିରେ ନିଖୋଜ ସୁନା ବ୍ୟବସାୟୀଙ୍କୁ ଉଦ୍ଧାର କରିଛି ସୋର ଥାନା ପୋଲିସ । ଅପହରଣ ଅଭିଯୋଗରେ ପୋଲିସ ଜଣଙ୍କୁ ଅଟକ ରଖି…

କଟକରେ ଶିକ୍ଷାନୁଷ୍ଠାନରେ ବ୍ୟାପୁଛି କରୋନା, ସ୍କୁଲରୁ ୧୭ ସଂକ୍ରମିତ ଚିହ୍ନଟ

କଟକ: ଶିକ୍ଷାନୁଷ୍ଠାନରେ ବ୍ୟାପୁଛି କରୋନା । କଲେଜ ପରେ ସ୍କୁଲରେ କାୟା ମେଲାଉଛି କରୋନା । କଟକ ସହରରେ ୨ ଦିନ ଭିତରେ ଏକ ଘରୋଇ କଲେଜ ହଷ୍ଟେଲରୁ ୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ଏକ ଘରୋଇ ବିଦ୍ୟାଳୟରୁ ୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକୁ ନେଇ…

ଖରାକୁ ପଖାଳ ପାଗ, ଖାଇବାରେ ଓଡିଆ ଆଗ

ଆଜି ପଖାଳ ଦିବସ । କୁହାଯାଏ ଓଡିଆଙ୍କ ଜୀବନ ପଖାଳ କଂସା । ଯେତେ ଗରମ ହେଉ କି ଭୋକ ହେଉଥାଉ ପଖାଳ ଭାତ ଦି ଗୁଣ୍ଡା ଖାଇ ତୋରାଣୀ ଟିକେ ପିଇ ଦେଲେ ମନକୁ ଶାନ୍ତି ମିଳିଯାଏ । ଏବେ ତ ଖରା ଅସହ୍ୟ ହେଲାଣି ଓ ଗୁଳୁଗୁଳି କଥା ବି କହିଲେ ନ ସରେ । ଆଉ ଏତିକି ବେଳେ ଜମିଯାଏ ପଖାଳ । ଧନୀ ହଉ ବା…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୨୦-୩-୨୦୨୧ ରିଖ ଶନିବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମାର୍ଚ୍ଚ ତା ୨୦ ରିଖ ଶନିବାର ମୀନ ୭ ଦିନ ଫାଲଗୁନ ମାସ ଶୁକ୍ଳ ପକ୍ଷ ସପ୍ତମୀ ତିଥି ରୋହିଣୀ ନକ୍ଷତ୍ର ବୃଷ ଚନ୍ଦ୍ର ଆଜିର ଘାତ ବାର- ବୃଷ ସିଂହ ଓ କନ୍ୟା ରାଶିର ଆଜିର ଘାତ ଚନ୍ଦ୍ର- ବିଛା ରାଶି…

ଆଜି ଲୋକାର୍ପିତ ହେବ ଅମରେଶ ବିଶ୍ୱାଳଙ୍କ ଦୁଇଟି ଗଳ୍ପ ସଙ୍କଳନ

ଭୁବନେଶ୍ୱର : ବିଶିଷ୍ଟ କଥାକାର ଅମରେଶ ବିଶ୍ୱାଳଙ୍କ ରଚିତ ଗଳ୍ପ ସଙ୍କଳନ 'ପ୍ରେମିକାର ସାନ ଭଉଣୀ' ଓ 'ଛୋଟ ଛୋଟ ଜୀବନ' ଆଜି ସ୍ଥାନୀୟ ନ୍ୟାସନାଲ ଆର୍କାଇଭସରେ ଲୋକାର୍ପିତ ହେବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ପୂର୍ବତନ ଅର୍ଥମନ୍ତ୍ରୀ ତଥା ସ୍ତମ୍ଭକାର ପଞ୍ଚାନନ କାନୁନଗୋ ମୁଖ୍ୟ…