Latest Odisha News

BREAKING NEWS

Yearly Archives

2021

ଗୋଟିଏ ଗୋଡ଼ରେ ଏଭରେଷ୍ଟ: ଦୁର୍ଘଟଣା ବଦଳାଇ ଦେଲା ଜୀବନ 

ଉତ୍ତରପ୍ରଦେଶ: ସାହାସୀ ସେହି ବ୍ୟକ୍ତି ଯିଏ ଶାରୀରିକ ଭାବେ ନୁହେଁ ମାନସିକ ସ୍ତରରେ ପ୍ରସ୍ତୁତ ଥାଏ ସବୁ ସ୍ଥିତିର ମୁକାବିଲା କରିବାକୁ । ସେ ଜଣେ ଶାରୀରିକ ଭିନ୍ନକ୍ଷମ ହୋଇଥାଆନ୍ତୁ ନା କାହିଁକି । ଯଦି ମାନସିକ ସ୍ତରରେ ସୁଦୃଢ, ତାଙ୍କୁ କେହି ବି ଲକ୍ଷ୍ୟସ୍ଥଳରୁ ବିଚ୍ୟୁତ କରିପାରିବେ ନାହିଁ…

କୋଭିଡ କଟକଣାରେ ପାଳନ ହେବ କଟକରେ ଦୋଳ ମେଳଣ,ଏକାଠି ହୋଲି ଖେଳିବା ମନା, ଲାଇଟ ଓ ଜନଗହଳିକୁ ବାରଣ

କଟକ: ଫିକା ପଡ଼ିବ ହୋଲି ଓ ଦୋଳ ମେଳଣ । କଟକରେ ଦୋଳ ଯାତ୍ରା ଓ ହୋଲି ଲାଗି କମିଶନରେଟ୍ ପୋଲିସ ଗାଇଡଲାଇନ୍ ଜାରି କରିଛି । ଆଜି କଟକ ଡିସିପି ସମସ୍ତ ଥାନା ଅଧିକାରୀଙ୍କୁ ଏନେଇ ନିର୍ଦ୍ଦେଶ ଦେଇଛନ୍ତି । ମେଳଣ ପଡିଆରେ ୨ ଶହରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ । ପ୍ରତି ବିମାନରେ ୧୦ରୁ…

ଅଗ୍ନିଶମ, ପୋଲିସ ଓ ଆମ୍ବୁଲାନ୍ସ ପାଇଁ ଗୋଟିଏ ନମ୍ବର: ୧୧୨ ଡାଏଲ୍ କଲେ ମିଳିବ ସବୁ ଜରୁରୀକାଳୀନ ସେବା, ଶୁଭାରମ୍ଭ କଲେ…

ଭୁବନେଶ୍ଵର: ଡାଏଲ୍ ୧୧୨ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ଅଗ୍ନିଶମ, ପୋଲିସ ଓ ଆମ୍ବୁଲାନ୍ସ ପାଇଁ ଗୋଟିଏ ନମ୍ବର ୧୧୨ ଡାଏଲ୍ କଲେ ମିଳିବ ସବୁ ଜରୁରୀକାଳୀନ ସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏହି ସେବାର ଶୁଭାରମ୍ଭ କରିଛନ୍ତି ।…

ଆସୁଛନ୍ତି ରାଷ୍ଟ୍ରପତି: କାଲି ସନ୍ଧ୍ୟାରେ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିବେ କୋବିନ୍ଦ

ଭୁବନେଶ୍ଵର: ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି । କାଲି ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସେଠାରୁ ସିଧା ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ । ୨୧ ତାରିଖ ସକାଳେ ଭୁବନେଶ୍ୱର ଏୟାରପୋର୍ଟ…

ଯାଁଳା ଫାଣ୍ଡିରେ କାର୍‌ରୁ ନରକଙ୍କାଳ ମିଳିବା ଘଟଣା: ମହିଳାଙ୍କ ସ୍କେଚ୍‌ ଜାରି କରିଛି କମିଶନରେଟ୍‌ ପୋଲିସ 

ଭୁବନେଶ୍ବର: ଖୋର୍ଦ୍ଧା ଯାଁଳା ଫାଣ୍ଡିରୁ ଜବତ କାର ଭିତରୁ ମହିଳାଙ୍କ କଙ୍କାଳ ମିଳିବା ଘଟଣା । ଘଟଣାରେ ପୋଲିସ ଛାନଭିନ୍‌ ଜୋରଦାର କରିଛି । ମହିଳାଙ୍କ ସ୍କେଚ୍‌କୁ କମିଶନରେଟ୍‌ ପୁଲିସ୍‌ ପକ୍ଷରୁ ଜାରି କରାଯାଇଛି । ବେଙ୍ଗାଲୁରୁର ଏକ ଫୋରେନସିକ୍‌ ଲ୍ୟାବ୍‌ ପକ୍ଷରୁ ମହିଳାଙ୍କ ସ୍କେଚ୍‌…

କେନାଲ ହୁଡା ଭୁଶୁଡି ୪୦ ହେକ୍ଟର ଚାଷ ଜମି ଜଳମଗ୍ନ

କୋକସରା: ଘାଇ ସୃଷ୍ଟି ହୋଇ ଭାଙ୍ଗିଗଲା କେନାଲ ହୁଡା । କଳାହାଣ୍ଡି ଜିଲ୍ଲା ଇନ୍ଦ୍ରାବତୀ ବାମ କେନାଲ କୁସୁମଖୁଣ୍ଟି ଡିଭିଜନ ଗୁନଗୁନିଆ ଡିଷ୍ଟିବୁଟାରୀ ନିକଟରେ ଘାଇ ସୃଷ୍ଟି ହୋଇ କେନାଲ ହୁଡା ଭୁଶୁଡି ପଡିଛି । ଫଳରେ ରେଙ୍ଗାଳପାଲି ଗାଁର ପ୍ରାୟ ୪୦ ହେକ୍ଟର ଚାଷ ଜମିରେ ପାଣି ମାଡ଼ି ଜଳମଗ୍ନ…

କୋଭିଡ ମହାମାରୀର ପ୍ରମୁଖ ଉତ୍ସ ହୋଇପାରେ ଦକ୍ଷିଣ ଚାଇନାର ୱାଇଲ୍ଡଲାଇଫ୍‌ ଫାର୍ମ ; ‘ହୁ’ ବିଶେଷଜ୍ଞ

ନୂଆଦିଲ୍ଲୀ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO) ର ଜଣେ ବିଶେଷଜ୍ଞ କୋଭିଡ-୧୯ ଉହାନ ଏକ ଲ୍ୟାବରେ ଉଭା ହେବାର ସମ୍ଭାବନାକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି ଯେ ଚାଇନାରେ ୱାଇଲ୍ଡଲାଇଫ୍‌ ଫାର୍ମ କରୋନାଭାଇରସ୍ ମହାମାରୀର ଉତ୍ସ ହୋଇପାରେ। କୋଭିଡ-୧୯ ର ଉତ୍ପତ୍ତିର ଅନୁସନ୍ଧାନ ପାଇଁ ଚୀନ୍…

ଆଜି ଭାରତ ଆସୁଛନ୍ତି ଆମେରିକାର ପ୍ରତିରକ୍ଷା ମନ୍ତ୍ରୀ ଅଷ୍ଟିନ: ଚାଇନା, ଆତଙ୍କବାଦ ଉପରେ ହେବ ଆଲୋଚନା, ପ୍ରତିରକ୍ଷା…

ନୂଆଦିଲ୍ଲୀ: ଆଜି ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ପ୍ରତିରକ୍ଷା ମନ୍ତ୍ରୀ ଅଷ୍ଟିନ । ଏହା ହେଉଛି ତାଙ୍କର ପ୍ରଥମ ବିଦେଶ ଗସ୍ତ । ଗସ୍ତ ସମୟରେ ଅଷ୍ଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରିବେ । ଆମେରିକାର ପ୍ରତିରକ୍ଷା ମନ୍ତ୍ରଣାଳୟର ପେଣ୍ଟାଗନ୍ ମୁଖପାତ୍ର…

ସମସ୍ତ ପଞ୍ଜିକୃତ ଚାଷୀଙ୍କ ଠାରୁ ମାର୍ଚ୍ଚ ୩୧ ସୁଦ୍ଧା ଧାନ କିଣାଯିବ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ୬ ଦିନ ପରେ ଚାଲିଛି ଗୃହ ଆଲୋଚନା ହୋଇଛି । ସର୍ବଦଳୀୟ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ଧାନକିଣା ପ୍ରସଙ୍ଗରେ ଗୃହରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ । ଗତବର୍ଷ ଅପେକ୍ଷା ୧୮ପ୍ରତିଶତ ଅଧିକ ଧାନ ସଂଗ୍ରହ ହୋଇଥିବା ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ।…

ଟିକାକରଣ ପରେ ୮ ଜଣ ହୋଇଛନ୍ତି କରୋନା ଆକ୍ରାନ୍ତ; ପଞ୍ଜାବ

ନୂଆଦିଲ୍ଲୀ: ଜାନୁଆରୀରେ ଦେଶରେ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ତେବେ ପଞ୍ଜାବରେ ହିତାଧିକାରୀଙ୍କ ଟିକାକରଣ ପରେ ଆଠଟି ନୂଆ ପଜିଟିଭ ମାମଲା ସାମ୍‌ନାକୁ ଆସିଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଟିକାକରଣ ପରେ ପଜିଟିଭ୍ ପରୀକ୍ଷା କରିଥିବା ଆଠ ଜଣ…