Latest Odisha News

BREAKING NEWS

Yearly Archives

2021

ଭିଜିଲାନ୍ସ ଜାଲରେ ସହକାରୀ ଯୋଗାଣ ଅଧିକାରୀ, ୫ଟି ସ୍ଥାନରେ ରେଡ୍

ନୟାଗଡ଼: ଭିଜିଲାନ୍ସ ଜାଲରେ ସହକାରୀ ଯୋଗାଣ ଅଧିକାରୀ । ଆୟ ବର୍ହିଭଊତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ ସହକାରୀ ଯୋଗାଣ ଅଧିକାରୀ ଜୟନ୍ତ କୁମାର ଦାସଙ୍କ ଘରେ ରେଡ୍ ଚାଲିଛି । ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ଏତିକିବେଳେ ତାଙ୍କ ଘରୁ ନଗଦ ୨ଲକ୍ଷ ୭୪ହଜାର ୭୫ ଟଙ୍କା…

ବାତ୍ୟା ‘ଜୱାଦ’ ପାଇଁ ଆନ୍ଧ୍ରପ୍ରଦେଶରେ ୫୪ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଗଲାଣି

ଆନ୍ଧ୍ରପ୍ରଦେଶ : ବାତ୍ୟା 'ଜୱାଦ' ପାଇଁ ୫୪ ହଜାର ଲୋକଙ୍କୁ କରାଗଲାଣି ସ୍ଥାନାନ୍ତର। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଜୱାଦ ସ୍ଥଳଭାଗ ମୁହାଁହେବ ବୋଲି ଆଶଙ୍କା କରାଯାଉଛି।ଏହାକୁ ନେଇ ଆଜି ଆନ୍ଧ୍ରପ୍ରଦେଶରେ ୫୪ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଛିା ୩ ଟି ଜିଲ୍ଲାରୁ ମୋଟ ୫୪ ହଜାର…

ଚତୁର୍ଥ ଦିନରେ ବି ବିଧାନସଭା ଅଚଳ, ଜିଦରେ ଅଟଳ ବିରୋଧୀ

ଭୁବନେଶ୍ୱର: ଚାରି ଦିନ ହେଲାଣି । ଚାଲି ପାରୁନି ବିଧାନସଭା । ବିରୋଧୀଙ୍କ ନାରାବାଜି, ହଟ୍ଟଗୋଳ ଭିତରେ ହୁଲସ୍କୁଲ ହେଉଛି ଗୃହ । ବିଧାନସଭାରେ ଅଚଳାବସ୍ଥା ଜାରି ରହିଛି । ଆଜି ବି ଗୃହ କାର୍ୟ୍ୟ ଆରମ୍ଭ ହେବା କ୍ଷଣି ସମାନ ଚିତ୍ର ଦେଖିବାକୁ ମିଳିଥିଲା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ବିଧାୟକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଦୁଇ ମୃତ, ଜଣେ ଗୁରୁତର

ଅନୁଗୁଳ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅନୁଗୁଳ ଜିଲ୍ଲା ରାଜ୍ୟ ରାଜପଥ-୬୩ର ଅନୁଗୁଳ-ଛେଣ୍ଡିପଦା ରାସ୍ତାରେ ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କଟକ ଓ ପରେ…

ଟିକା ନେଇ ନଥିଲେ ହୋଟେଲ୍ ଓ ମଲରେ ନୋ ଏଣ୍ଟ୍ରି

ବେଙ୍ଗାଳୁରୁ: ଟିକା ନେଇନଥିଲେ ହୋଟେଲ୍, ମଲରେ ମିଳିବନି ପ୍ରବେଶ ଅନୁମତି । ସର୍ବସାଧାରଣ ସ୍ଥାନରେ ସେମାନଙ୍କ ପାଇଁ ନୋ ଏଣ୍ଟ୍ରି ରହିବ । ଭାରତରେ ଓମିକ୍ରନ୍ ଭାରିଆଣ୍ଟ ଜନିକ କରୋନା ସଂକ୍ରମିତ ଚିହ୍ନଟ ପରେ ତାମିଲନାଡୁରେ ଏଭଳି କଟକଣା ଜାରି ହୋଇଛି । ମଦୁରାଇ ପ୍ରଶାସନ ଏଭଳି ନିର୍ଦ୍ଦେଶନାମା…

ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି । ସ୍ଥାନୀୟ ସଂକ୍ରମଣରୁ ୭୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୩ଜଣ କରୋନା ପଜିଟିଭ ଚିହ୍ନଟ…

ବାତ୍ୟା ପାଇଁ କିଛି ରୁଟରେ ଟ୍ରେନ ଚଳାଚଳ ବାତିଲ

ଭୁବନେଶ୍ୱର: ବାତ୍ୟା ପାଇଁ କିଛି ରୁଟରେ ଟ୍ରେନ ଚଳାଚଳ ବାତିଲ କରାଯାଇଛି । ଆଜି ଓ ଆସନ୍ତାକାଲି ପାଇଁ ଟ୍ରେନ ଚଳାଚଳ ବାତିଲ କଲା ପୂର୍ବତଟ ରେଳପଥ । ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ୪ ଓ ୫ ତାରିଖରେ ଟ୍ରେନ ବାତିଲ କରାଯାଇଛି । ଆଜି ୩୬ଟି ଓ ଆସନ୍ତାକାଲି ୩୮ଟି ଟ୍ରେନ ବାତିଲ ହୋଇଛି । ୬…

ଆସୁଛି ବାତ୍ୟା ଜୱାଦ, ୪ଟି ବନ୍ଦରରେ ବିପଦ ସଙ୍କେତ ଜାରି

ଭୁବନେଶ୍ୱର: ଆସୁଛି ବାତ୍ୟା ଜୱାଦ । ବାତ୍ୟାକୁ ଦୃଷ୍ଟିରେ ରଖି ୪ଟି ବନ୍ଦର ପାଇଁ ବିପଦ ସଙ୍କେତ ଜାରି କରାଯାଇଛି । ପୁରୀ ଓ ଗୋପାଳପୁର ବନ୍ଦର ପାଇଁ ୭ନଂ ବିପଦ ସଙ୍କେତ, ପାରାଦୀପ ଓ ଧାମରା ବନ୍ଦର ପାଇଁ ୪ନଂ ବିପଦ ସଙ୍କେତ ଜାରି କରାଯାଇଛି । ବାତ୍ୟା ପାଇଁ ଉପକୂଳବର୍ତ୍ତୀର ସମସ୍ତ ଅଞ୍ଚଳକୁ…

ବାତ୍ୟାକୁ ନେଇ ଆଶ୍ୱସ୍ତିକର ଖବର: ପୁରୀରେ ପହଞ୍ଚିଲା ବେଳକୁ ଦୁର୍ବଳ ହୋଇଯିବ ଜଓ୍ୱାଦ୍

ଭୁବନେଶ୍ୱର: ବାତ୍ୟା ଜଓ୍ୱାଦକୁ ନେଇ ଆସିଲା ବଡ଼ ଆଶ୍ୱସ୍ତିକର ଖବର । ପୁରୀ ଉପକୂଳରେ ପହଞ୍ଚିଲା ବେଳକୁ ଜଓ୍ୱାଦ ଦୁର୍ବଳ ପଡ଼ିଯିବ । ସାଇକ୍ଲୋନିକ୍ ଷ୍ଟର୍ମରୁ (ସାମୁଦ୍ରିକ ଝଡ଼) ଏହା ଡିପ୍ ଡିପ୍ରେସନ୍ ବା ଗଭୀର ଅବପାତରେ ପରିଣତ ହୋଇପାରେ । ଭାରତୀୟ ପାଣିପାଗ ବିଭାଗ ଏନେଇ ସୂଚନା ଦେଇଛି ।…

ପ୍ରବଳ ବର୍ଷା ନେଇ ଆସୁଛି ବାତ୍ୟା

ଭୁବନେଶ୍ୱର: ଜଓ୍ୱାଦ ସାଙ୍ଗରେ ନେଇ ଆସୁଛି ପ୍ରବଳ ବର୍ଷା ପବନ । ଯେତିକି ସ୍ଥଳଭାଗ ନିକଟତର ହେବ ସେତିକି ପ୍ରଭାବ ଦେଖାଇବ ବାତ୍ୟା । ବାରମ୍ବାର ଦିଗ ବଦଳାଉଛି । ନିର୍ଦ୍ଦିଷ୍ଟ ଭାବରେ ଏହାର ହିଟ୍ ସ୍ଥାନ କହିବା ମୁସ୍କିଲ ହୋଇଛି । ଯେଉଁଆଡ଼େ ଗଲେ ବି ଓଡ଼ିଶା ଉପକୂଳରେ ନିଶ୍ଚିତ ପ୍ରକୋପ…