Latest Odisha News

BREAKING NEWS

Yearly Archives

2021

ବରଗଡର ସଫଳ ଚାଷୀ ରାମକୃଷ୍ଣ ସାହୁ ….କଣ ତାଙ୍କ ସଫଳତାର ରହସ୍ୟ, ଆସନ୍ତୁ ଜାଣିବା

ବରଗଡ: ସୋହେଲା ବ୍ଲକ ଘୁମୁନିପାଲି ଗାଁର ରାମକୃଷ୍ଣ ସାହୁ । ପରିବାର କହିଲେ ବାପା, ମା, ସ୍ତ୍ରୀ ଏବଂ ଗୋଟେ ଝିଅ । ବାପା ତାଙ୍କର ଚାଷ କାମ କରି ପରିବାର ଚଳାଉଥିଲେ । ରାମକୃଷ୍ଣ ନବମ ଶ୍ରେଣୀ ଯାଏଁ ପାଠ ପଢିବା ପରେ ସହରକୁ ବାହାରକୁ ଯାଇ ଏକ ବେସରକାରୀ ସଂସ୍ଥାରେ ଦୀର୍ଘ ୭ ବର୍ଷ କାଳ…

ପଞ୍ଜାବରେ ବିଗୁଡୁଛି କରୋନା ସ୍ଥିତି, ବଢ଼ିଲା ନାଇଟ୍ କର୍ଫ୍ୟୁ ଅବଧି

ଚଣ୍ଡୀଗଡ଼: ପଞ୍ଜାବରେ ବଢୁଛି କରୋନା ସଂକ୍ରମଣ । ତାସହ କଟକଣା ବି କଡ଼ାକଡ଼ି ହେଉଛି । ପୂର୍ବରୁ ଜାରି ହୋଇଥିଲା ନାଇଟ୍ କର୍ଫ୍ୟୁ । ଏବେ ରାତ୍ରିକାଳୀନ କର୍ଫ୍ୟୁ ସମୟସୀମାକୁ ବଢ଼ାଇଛନ୍ତି ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାବପଟେନ୍ ଅମରିନ୍ଦର ସିଂହ । ଏଣିକି ରାତି ୧୧ଟା ନୁହେଁ, ରାତି ୯ଟାରୁ…

ବିଜେପି ବିଧାୟକଙ୍କୁ ଆଲୋଚନାରେ କି ପ୍ରତିଶ୍ରୁତି ଦେଲେ ମୁଖ୍ୟମନ୍ତ୍ରୀ ?

ଭୁବନେଶ୍ୱର: ମଣ୍ଡିରୁ ଧାନ ଉଠିାଇବା ଓ ବିଧାନସଭା ଅଚଳାବସ୍ଥା ସମ୍ପର୍କରେ ବିଜେପି ବିଧାୟକଙ୍କ ସହ ନବୀନ ନିବାସରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗୃହର ନେତାଙ୍କୁ ଭେଟି ଆଲୋଚନା କରିଛନ୍ତି ବିଜେପି ବିଧାୟକ । ଆଜି ବିଜେପି ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା…

ଦିଦିଙ୍କ ଖେଲା ହୋବେ, ମୋଦିଙ୍କ ଜବାବ ଖେଲା ଶେଷ ହୋବେ

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗ ବ୍ୟାଟଲ୍ ଗ୍ରାଉଣ୍ଡ । ନିର୍ବାଚନ ତାରିଖ ଯେତିକି ପାଖଉଛି ଟିଏମସି-ବିଜେପି ପ୍ରଚାର ସେତିକି ସରଗରମ ହେଉଛି । ତେଜୁଛି ବାକଯୁଦ୍ଧ । ହ୍ୱିଲ ଚେୟାରରେ ବସି ପ୍ରଚାରକୁ ଓହ୍ଲାଇଥିବା ଦିଦି ପ୍ରତି ରାଲି ଓ ସଭାରେ ଖେଲା ହୋବେ ବୋଲି ନାରା ଦେଉଛନ୍ତି । ତାଙ୍କୁ ଆଜି…

ନବୀନ ନିବାସରେ ବିଜେପି ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର: ବିଧାନସଭାରେ ଅଚଳାବସ୍ଥା ଓ ଧାନ ମଣ୍ଡି ଅବ୍ୟବସ୍ଥା ସମ୍ପର୍କରେ ଆଲୋଚନା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବୀନ ନିବାସ ଯାଇଛି ବିଜେପି ବିଧାୟକଙ୍କ ଟିମ୍ । ସେମାନେ ନବୀନ ନିବାସ ଆଗରେ ଧାରଣା ଦେଇଥିବା ବେଳେ ସେମାନଙ୍କୁ ଭେଟିବା ପାଇଁ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ । ଚାଲି…

ଚାଷୀ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବୀନ ନିବାସରେ ବିଜେପି ବିଧାୟକ ଟିମ୍

ଭୁବନେଶ୍ୱର: ଚାଷୀ ପ୍ରସଙ୍ଗରେ ବିଧାନସଭା ଅଚଳ । ଚାଲି ପାରୁନି ଗୃହ । ଛଅ ଦିନ ହେଲା ଅଚଳାବସ୍ଥା ଲାଗି ରହିଛି । ମଣ୍ଡି ଅବ୍ୟବସ୍ଥା ସମ୍ପର୍କରେ ଆଲୋଚନା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନବୀନ ନିବାସ ଆସୁଛି ବିଜେପି ବିଧାୟକଙ୍କ ଟିମ୍ । ମଣ୍ଡିରୁ କେବେ ଧାନ ଉଠିବ ସେନେଇ ଆଲୋଚନା…

ଓକିଲଙ୍କୁ ଭେଟିପାରିବେ ଆକାଶ ପାଠକ, ଅନୁମତି ଦେଲେ ହାଇକୋର୍ଟ

କଟକ: ନିଜ ଓକିଲଙ୍କ ସହ ସାକ୍ଷାତ କରିପାରିବେ ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକ । ମାମଲାର ଶୁଣାଣି କରି ଅନ୍ତରୀଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏଥିସହ ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି କୋର୍ଟ । ରାଜ୍ୟ ସରକାର, ଜେଲ୍ ଡିଜି ଓ ରାଜ୍ୟ ଆଇନସେବା…

ସାପଙ୍କ କବଜାରେ ପୁରୀ ବ୍ଲୁ ଫ୍ଲାଗ ବିଚ୍

ପୁରୀ: ବ୍ଲୁ ଫ୍ଲାଗ ବିଚରେ ସାପ ଆତଙ୍କ । ପୁରୀ ବେଳାଭୂମିରେ ନୂଆ କରି ନିର୍ମାଣ କରାଯାଇଥିବା ବ୍ଲୁ ଫ୍ଲାଗ ବିଚରେ ସାପ ଆତଙ୍କ ଦେଖାଦେଉଛି । ଯାହା ଅଧିକାରୀମାନଙ୍କ ମୁଣ୍ଡ ବଥାର କାରଣ ପାଲଟିଛି । ୧୫ ଦିନ ତଳେ ମହିଳା ଶୌଚାଳୟରେ ଏକ ନାଗ ସାପ ପସିଯାଇଥିଲା । କର୍ତ୍ତୃପକ୍ଷଙ୍କୁ ସାପକୁ…

ଡ୍ରୋନ ମାଧ୍ୟମରେ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲା NSG ଟିମ୍

ପୁରୀ: ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡାଇଲା NSG ଟିମ୍ । ଡ୍ରୋନ୍ ମାଧ୍ୟମରେ NSG ଟିମ୍ ମନ୍ଦିରର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି । ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ବୁଲି ଭଲ ଭାବେ ଏନଏସଜି ଟିମ୍ ସୁରକ୍ଷା ବ୍ୟବସ୍ଥା ଦେଖିଛି ।  ଆଜି ଭୋର ସମୟରେ ଏନଏସଜିର ୩ଜଣିଆ ଟିମ୍ ସୁରକ୍ଷା…

ରାଜ୍ୟରେ ଆଜି ନୂଆ ୮୪ କରୋନା ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୪୮୯କୁ ବୃଦ୍ଧି 

ଭୁବନେଶ୍ବର: ରାଜ୍ୟରେ କାୟା ମେଲାଇଛି କରୋନା । ପ୍ରତିଦିନ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ବଢୁଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୮୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୪୮୯ରେ…