Latest Odisha News

BREAKING NEWS

Yearly Archives

2021

  କବିତା : କେହିଜଣେ

ନାରାୟଣ ସାହୁ  କେତେ କେତେ କ୍ରୁଶବିଦ୍ଧ ଯୁଦ୍ଧ ଯେ ଲଢ଼ିଲି ଦୂର୍ଗମ୍ୟ ଅରଣ୍ୟ ସବୁ ବିଚରଣ କଲି, ଭଙ୍ଗା ମାଠିଆରେ ପାଣି ରଖି ମଥା ଉପର ସୂର୍ଯ୍ୟଙ୍କୁ ମୁଣ୍ଡିଆ ମାରିଲି, ଶାନ୍ତି ଶାନ୍ତି ଗୁଣୁଗୁଣୁ ହେଲି! କେତେ ଅବଦମିତ ଇଚ୍ଛା , ଅନିଚ୍ଛା ଓ ସ୍ଵାଧୀନତାକୁ ନିଜ ପାପୁଲିରେ…

ଅନୁଭବଙ୍କ ବିରୋଧରେ ପୁଣି ଅଭିଯୋଗ କଲେ ବର୍ଷା 

କଟକ: ଓଲିଉଡର ଚର୍ଚ୍ଚିତ ଦମ୍ପତି ବର୍ଷା ପ୍ରିୟଦର୍ଶିନୀ ଏବଂ ଅନୁଭବ ମହାନ୍ତିଙ୍କ ମଧ୍ୟରେ ବୈବାହିକ ବିବାଦ ଚାଲିଥିବା ବେଳେ ସେ ପୁଣି ଥରେ ସ୍ୱାମୀ ଏବଂ ଶାଶୁଙ୍କ ବିରୋଧରେ ପୋଲିସ ନିକଟରେ ଅଭିଯୋଗ କରିଛନ୍ତି। ବୁଧବାର ଦିନ ପୁରୀଘାଟ ଥାନାରେ ବର୍ଷା ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗ…

ଭିଜିଲାନ୍ସ ଜାଲରେ ଖଡ଼ିଆଳ ବନାଞ୍ଚଳ ଅଧିକାରୀ ସଦାନନ୍ଦ ସୁନାନୀ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବନାଞ୍ଚଳ ଅଧିକାରୀ ସଦାନନ୍ଦ ସୁନାନୀଙ୍କ ଘର ଉପରେ ଭିଜିଲାନ୍ସ ଚଢ଼ାଉ । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି ।  ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସ ଦ୍ୱାରା ଚଢାଉ କରାଯାଉଛି । ଖଡ଼ିଆଳସ୍ଥିତ ତାଙ୍କ…

ଆଜିଠୁ ଲିଙ୍ଗରାଜ ମନ୍ଦିର ସେବାୟତଙ୍କ ଟିକାକରଣ

ଭୁବନେଶ୍ବର: ଆଜିଠୁ ଲିଙ୍ଗରାଜ ମନ୍ଦିର ସେବାୟତଙ୍କୁ ଦିଆଯିବ କୋରୋନା ଟିକା । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ପ୍ରତିଦିନ ୫୦ ଜଣ ଲେଖାଏଁ ୩୦୦ ସେବାୟତଙ୍କ ଟିକାକରଣ କରାଯିବ । ସୂଚନା ଅନୁଯାୟୀ, ଭୁବନେଶ୍ବରରେ ମାର୍ଚ ୧୬ ସୁଦ୍ଧା ୧ ଲକ୍ଷ ୭…

ଦେଶରେ ବଢୁଛି କରୋନା ମାମଲା, ଦିନକରେ ୩୫ ହଜାର ପଜିଟିଭ

ନୂଆଦିଲ୍ଲୀ: ଦେଶରେ ପୁଣି ଉପର ମୁହାଁ ହେଉଛି କରୋନା ସଂକ୍ରମଣ । ଦେଶରେ କରୋନା ସଂକ୍ରମଣ ହ୍ରାସ୍ ପାଇଥିବା ବେଳେ ଏବେ ପୁଣି ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫ ହଜାର ୮୭୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।…

ମାନସିକ ଚାପ ଏବଂ ଚିନ୍ତା ଦୂର କରିବା ପାଇଁ ଆପଣାନ୍ତୁ ଏହି ସରଳ ଯୋଗାଭ୍ୟାସ

ମାନସିକ ଚାପ ଆମମାନଙ୍କ ସ୍ଵାସ୍ଥ୍ୟରେ ଏକ ନକରାତ୍ମକ ପ୍ରଭାବ ପକାଇଥାଏ । ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରେ ପ୍ରାୟ ଲୋକ ବିଭିନ୍ନ କାରଣକୁ ନେଇ ଲୋକେ ଚିନ୍ତାରେ ରହୁଥିବା ଦେଖିବାକୁ ମିଳୁଛି । ଯେତେବେଳେ ମାନସିକ ଚାପ ଏବଂ ଦୁଶ୍ଚିନ୍ତା ଏକା ସଙ୍ଗେ ମାଡିବସେ ସେତେବେଳେ ଅବସାଦ ବା ଅନ୍ୟ…

ଭିଜିଲାନ୍ସ ଜାଲରେ ରାୟଗଡ଼ା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ

ରାୟଗଡ଼ା: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ । ରାୟଗଡ଼ା ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ ବୀରେନ୍ଦ୍ର ଖରାଙ୍କ ଘର ସମେତ ୬ଟି ସ୍ଥାନରେ ଏହି ଭିଜିଲାନ୍ସ ଚଢଉ ଚାଲିଛି । ରାୟଗଡ଼ା ଭିଜିଲାନ୍ସ ଡିଏସପି ଅନନ୍ତ ପ୍ରସାଦ ମଲ୍ଲିକଙ୍କ ନେତୃତ୍ୱରେ ୪ ଜଣିଆ ଟିମ ଏହି ଚଝଉ…

କେଭିପିୱାଇରେ ସାଇ ଇଣ୍ଟର ନ୍ୟାସନାଲର ଅତୀଶ ଓଡିଶା ଟପ୍ପର, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଇନଷ୍ଟିଚ୍ୟୁଟ୍ ଅଫ୍ ସାଇନ୍ସ ଦ୍ୱାରା ପରିଚାଳିତ କିଶୋର ବୈଜ୍ଞାନିକ ପ୍ରୋତ୍ସାହନ ଯୋଜନା(କେଭିପିୱାଇ)ରେ ଓଡିଶାରୁ ଟପର ହୋଇଥିବା ଅତୀଶ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ଏଥି ସହ ସମସ୍ତ କୃତୀ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳମୟ ଭବିଷ୍ୟତ…

କଟକରେ ୧୨ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ

କଟକ: କଟକ ଲିଙ୍କରୋଡ୍ ସ୍ଥିତ ଏକ ଶିକ୍ଷାନୁଷ୍ଠାନର ପ୍ରାୟ ୧୨ ଛାତ୍ରଛାତ୍ରୀ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୂଚନା ଅନୁଯାୟୀ, କରୋନା ଲକ୍ଷଣ ଦେଖାଯିବା ପରେ ସମ୍ପୃକ୍ତ ଛାତ୍ରଛାତ୍ରୀ ମାନଙ୍କର ଆଣ୍ଟିଜେନ୍ ଟେଷ୍ଟ କରାଯାଇଥିଲା। ତନ୍ମଧ୍ୟରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ପଜିଟିଭ୍…

ହେଲମେଟ୍ ନ ପିନ୍ଧି ଟ୍ରକ ଚଳାଉଥିବାରୁ ଡ୍ରାଇଭରଙ୍କୁ ହଜାରେ ଟଙ୍କା ଫାଇନ୍!

ଗଂଜାମ: ଟ୍ରକ ଚଳାଇବା ବେଳେ ହେଲମେଣ୍ଟ ପିନ୍ଧି ନ ଥିବାରୁ ହଜାରେ ଟଙ୍କା ଫାଇନ ପକାଇଛି ରାଜ୍ୟ ଟ୍ରାଫିକର ଏନଫୋର୍ସମେଣ୍ଟ ଶାଖା । ଏହା ଶୁଣିବାକୁ ଟିକେ ଅଡୁଆ ଲାଗୁଥିଲେ ବି କଥାଟା ସତ । ଏପରି ଏକ ଘଟଣା ଘଟିଛି ଗଂଜାମରେ । ପ୍ରମୋଦ କୁମାର ସ୍ୱାଇଁ ନାମକ ଏହି ଟ୍ରକ ଡ୍ରାଇଭରଙ୍କ ନାଁରେ ଏହି…