Latest Odisha News

BREAKING NEWS

Yearly Archives

2021

ପୀୟୁଷ ଗୋୟଲଙ୍କୁ ଭେଟିଲେ ବିଜେଡି ସାଂସଦ

ଭୁବନେଶ୍ବର : କେନ୍ଦ୍ର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଭେଟିଛନ୍ତି ବିଜେଡି ସାଂସଦ । ଓଡ଼ିଶାରେ ଚାଷୀଙ୍କ ଧାନ କ୍ରୟ ଓ ବକେୟା ସବସିଡ୍ ତୁରନ୍ତ ପ୍ରଦାନ କରିବାକୁ ଦାବି କକରିଛନ୍ତି ବିଜେଡି ସାଂସଦ । ତେବେ ଏହି ପ୍ରସଙ୍ଗକୁ କେନ୍ଦ୍ର ସରକାର ବିଚାର କରିବା ସହ…

ଅଯୋଧ୍ୟାରୁ ଆରମ୍ଭ ହେବ ରାମସେତୁର ଶୁଟିଂ

ମୁମ୍ବାଇ: ବହୁ ପ୍ରତୀକ୍ଷିତ ଅକ୍ଷୟ କୁମାର ଅଭିନୀତ ରାମସେତୁ ଫିଲ୍ମର ଶୁଟିଂ ତାରିଖ ଘୋଷଣା କରାଯାଇଛି । ମାର୍ଚ୍ଚ ୧୮ରେ ଅଯୋଧ୍ୟାରୁ ଏହାର ଶୁଟିଂ ଆରମ୍ଭ ହେବ ବୋଲି ନିର୍ଦ୍ଦେଶକ ଅଭିଷେକ ଶର୍ମା ଓ କ୍ରିଏଟିଭ ନିର୍ମାତା ଚନ୍ଦ୍ରପ୍ରକାଶ ଦ୍ୱିବେଦୀ ଘୋଷଣା କରିଛନ୍ତି । ବର୍ତମାନ ଅକ୍ଷୟ ତାଙ୍କ…

ବୁଧବାର ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ବଢ଼ିଲାଣି ଚିନ୍ତା । ଏଥିପାଇଁ ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ସଂକ୍ରମଣ ବୃଦ୍ଧି ପାଉଥିବାରୁ ସ୍ଥିତି ସମୀକ୍ଷା ପାଇଁ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ । ଆସନ୍ତା ବୁଧବାର ସମସ୍ତ…

ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପକ୍ଷରୁ ବିଜୁ ବାବୁଙ୍କ ଜୟନ୍ତୀ ପାଳନ, ଦେଶର ଜଣେ ଦକ୍ଷ ପାଇଲଟ୍‌କୁ କରିବ ସମ୍ମାନିତ

ଭୁବନେଶ୍ୱର: ବିଜୁ ବାବୁଙ୍କର ବ୍ୟକ୍ତିତ୍ୱର ସବୁଠାରୁ ବଳିଷ୍ଠ ଦିଗ ହେଉଛି ତାଙ୍କ ସାହସିକତା । ସେ ରାଜନୀତି ହେଉ, ବା ବିମାନ ଚାଳନା ସବୁ କ୍ଷେତ୍ରରେ ତାଙ୍କର ଅସୀମ ସାହସ ସବୁବେଳେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ହୋଇଥାଏ । ଜଣେ ଦୁର୍ଦ୍ଦଶ ପାଇଲଟ ଭାବରେ ବିଜୁ ବାବୁ ଦେଶ ବିଦେଶରେ ସୁପରିଚିତ ।…

ଵ୍ରହ୍ମପୁର ଖଜୁରିଆ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ, ୫ ଅଭିଯୁକ୍ତ ଗିରଫ, ୨ ଫେରାର୍‌

ଵ୍ରହ୍ମପୁର: ଵ୍ରହ୍ମପୁର ଗୋସାଣି ନୂଆଗାଁ ଥାନା ଅନ୍ତର୍ଗତ ଖଜୁରିଆ ଗାଁରେ ଗୁଳିକାଣ୍ଡ ଘଟିଛି । ଉକ୍ତ ଗାଁର ହୀନ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଥିବା ଜଣାପଡିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୭ ଜଣ ଦୁର୍ବୁତ୍ତ ଏହି ଗୁଳିମାଡ଼ କରିଥିବା ବେଳେ ହୀନଙ୍କ ଅଣ୍ଟାରେ…

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ୨୧ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ରାଉରକେଲା ଯିବେ । ସେଠାରେ ଏନଆଇଟିର ଅଷ୍ଟାଦଶ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଗସ୍ତ…

ମିଛ ଅଭିଯୋଗ କରି ଫସିଲେ ପାକିସ୍ତାନୀ ଗାୟିକା ମିଶା ଶାଫି, ୩ ବର୍ଷ ଜେଲ

ନୂଆଦିଲ୍ଲୀ: ଅଲି ଜାଫରଙ୍କ ବିରୋଧରେ ଯୌନ ଶୋଷଣର ମିଛ ଅଭିଯୋଗ କରି ଫସିଲେ ପାକିସ୍ତାନୀ ଗାୟିକା ମିଶା ଶାଫି ।  ୨ ବର୍ଷ ପୂର୍ବରୁ ପାକିସ୍ତାନୀ ଗାୟିକା ତଥା ଅଭିନେତ୍ରୀ ମିଶା ଶାଫି ଅଭିନେତା ତଥା ଗାୟକ ଅଲି ଜାଫରଙ୍କ ବିରୋଧରେ ଅସଦାଚରଣ ଆରୋପ ଲଗାଇଥିଲେ । ଏହାସହ ଖରାପ ଉଦ୍ଦେଶ୍ୟରେ…

ଦଣ୍ଡିତ ହେଲେ ଭାରତୀୟ ଖେଳାଳି

ଅହମ୍ମଦାବାଦ: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତୀୟ ଦଳ ଧିମା ବୋଲିଂ ହାର ନେଇ ଦଣ୍ଡିତ ହୋଇଛନ୍ତି । ସମସ୍ତ ସଦସ୍ୟଙ୍କ ୨୦ ପ୍ରତିଶତ ମ୍ୟାଚ ଫି’ କଟାଯାଇଛି । ଆଇସିସି ଏଲିଟ ପ୍ୟାନେଲ ମ୍ୟାଚ ରେଫରି ଜଭାଗଲ ଶ୍ରୀନାଥ ବିରାଟ କୋହଲି ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ଉପରେ ଏହି…

ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୭୦ କରୋନା ଆକ୍ରାନ୍ତ

ଭୁବନେଶ୍ବର : ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୦ କରୋନା ଆକ୍ରାନ୍ତ । ଏମାନେ ସୁସ୍ଥ ହେବା ପରେ ସମସ୍ତଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି । ସମ୍ବଲପୁରରୁ ସର୍ବାଧିକ ୧୧ ଜଣ ସୁସ୍ଥ ହୋଇଥିବା ବେଳେ, ବାଲେଶ୍ବର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ୭ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି…

ବ୍ରାଜିଲର ମହାନ ଖେଳାଳି ପେଲେଙ୍କ ରେକର୍ଡ ଭାଙ୍ଗିଲେ ରୋନାଲ୍ଡୋ

ନୂଆଦିଲ୍ଲୀ: ପର୍ତୁଗାଲର ଷ୍ଟାର ଫୁଟବଲ ଖେଳାଳି କ୍ରିଷ୍ଟିଆନ ରୋନାଲ୍ଡୋ ସୋମବାର ନିଜ ନାମ ସ୍ୱର୍ଣ୍ଣିମ ଅକ୍ଷରରେ ଲିପିବଦ୍ଧ କରିଛନ୍ତି । ସେ ବ୍ରାଜିଲର ମହାନ ଖେଳାଳି ପେଲେଙ୍କ ସର୍ବାଧିକ ଗୋଲ ରେକର୍ଡ ଭାଙ୍ଗିଛନ୍ତି । ପେଲେ ୭୬୭ ଓଭରାଲ ଗୋଲ ସ୍କୋର କରିଥିବା ବେଳେ ରୋନାଲ୍ଡୋ ୭୭୦ ଗୋଲ…