ସୁରକ୍ଷିତ ହେବ ରକ୍ତ ପରୀକ୍ଷା, ଓଡ଼ିଶାର ଏହି ହସ୍ପିଟାଲ୍ରେ ଆଇଡି-ନାଟ୍ ମେସିନ୍ ଆରମ୍ଭ
ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମେ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲର ପୋଷ୍ଟ ଗ୍ରାଜୁଏଟ୍ ଡିପାର୍ଟମେଂଟ ଅଫ୍ ଟ୍ରାନ୍ସଫ୍ୟୁଜନ୍ ମେଡିସିନରେ ସୁରକ୍ଷିତ ରକ୍ତ ଅର୍ନ୍ତକ୍ଷେପଣ ନିମନ୍ତେ ଆଇଡି-ନାଟ୍ ବ୍ଲଡ୍ ସ୍କ୍ରିନିଂ ବ୍ୟବସ୍ଥା ଆରମ୍ଭ କରାଯାଇଛି।
ଏହି…