Latest Odisha News

BREAKING NEWS

Yearly Archives

2021

ରାଜ୍ୟରୁ ଆଉ ୯୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ଆଜି ରାଜ୍ୟରୁ ସୁସ୍ଥ ହୋଇଛନ୍ତି ଆଉ ୯୨ କରୋନା ଆକ୍ରାନ୍ତ । ଖୋର୍ଦ୍ଧାରୁ ସର୍ବାଧିକ ୧୪ ଜଣ ସୁସ୍ଥ ହୋଇଥିବା ବେଳେ, ସମ୍ବଲପୁରରୁ ୧୩ ଓ ସୁନ୍ଦରଗଡ଼ରୁ ୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ଯାଜପୁରରୁ ୯ ଜଣ, ମୟୂରଭଞ୍ଜରୁ ୮, ବରଗଡ଼ ଓ ପୁରୀରୁ ୬ ଜଣ…

ତିରଥ ସିଂହ ରାଓ୍ବତଙ୍କ ମନ୍ତ୍ରିମଣ୍ଡଳରେ ୧୧ ନୂଆ ଚେହେରା

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ମୁଖ୍ୟମନ୍ତ୍ରୀ ତିରଥ ସିଂହ ରାଓ୍ବତ ନିଜର କ୍ୟାବିନେଟ୍‌ ବିସ୍ତାର କରିଛନ୍ତି । ନିଜ ମନ୍ତ୍ରିମଣ୍ଡଳରେ ୧୧ ଜଣ ନୂଆ ବିଧାୟକ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ଏଥିରେ ବଂଶୀଧର ଭଗତ, ସତପାଲ ମହାରାଜ, ହରକ ସିଂହ…

କିଏ କହିଲେ ଚିନ୍ତା କରନ୍ତୁ ନାହିଁ, ମୁଁ ଜିତିବି

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଜିତିବା ପାଇଁ ବିଜେପି ଏବଂ ଟିଏମସି ସମସ୍ତ ପ୍ରକାର ରଣନୀତି ଆପଣାଇବାରେ ଲାଗିଛନ୍ତି । ଟିଏମସିର ମୂଖ୍ୟ ମମତା ବାନାର୍ଜୀଙ୍କ ବିରୋଧରେ ନନ୍ଦିଗ୍ରାମ ଆସନରୁ ବିଜେପିର ଶୁଭେନ୍ଦୁ ଅଧିକାରୀ ନାମାଙ୍କନ ଭରିଛନ୍ତି । ହଳଦିଆରେ ପଦଯାତ୍ରା ବେଳେ…

ରାଜ୍ୟରେ ଇଞ୍ଜିନିୟରିଂ ଓ ପଲିଟେକନିକ୍ ପିଲାଙ୍କ ହଷ୍ଟେଲ ଫି ଛାଡ଼

ଭୁବନେଶ୍ୱର: ଇଞ୍ଜିନିୟରିଂ ପିଲାଙ୍କ ହଷ୍ଟେଲ ଫି ଛାଡ଼ କଲେ ରାଜ୍ୟ ସରକାର । ଇଞ୍ଜିନିୟରିଂ ଓ ପଲିଟେକନିକ୍ ପିଲାଙ୍କ ହଷ୍ଟେଲ ଫି ଛାଡ଼ ହୋଇଛି । କରୋନା ପାଇଁ ହଷ୍ଟେଲ ବନ୍ଦ ଥିବାରୁ ଫି ଛାଡ଼ କରିଛନ୍ତି ସରକାର । ୨୦୨୦ ଏପ୍ରିଲରୁ ୨୦୨୦ ଡିସେମ୍ବର ଯାଏ ବନ୍ଦ ରହିଥିଲା ହଷ୍ଟେଲ । ପ୍ରାୟ…

ଅସ୍ତ୍ରୋପଚାର ପରେ ପୁଣି ଥରେ କର୍ମସ୍ଥଳୀକୁ ଫେରିଲେ ବିଗ୍‌ ବି

ନୂଆଦିଲ୍ଲୀ: ଅମିତାଭ ବଚ୍ଚନଙ୍କ ନାତୁଣୀ ନବ୍ୟା ନଭେଲି ନନ୍ଦା ଅମିତାଭ ବଚ୍ଚନଙ୍କ ଫଟୋ ଉପରେ ଏକ ମଜାଦାର ମନ୍ତବ୍ୟ ଦେଇଛନ୍ତି। ପ୍ରକୃତରେ ଅମିତାଭ ବଚ୍ଚନ ନିକଟରେ ଆଖି ଅସ୍ତ୍ରୋପଚାର କରାଇଥିଲେ। ଏବଂ ସେ ପୁଣି ଥରେ ଏବେ କାମ ଆରମ୍ଭ କରିଛନ୍ତି। ସୋସିଆଲ୍‌ ମିଡିଆରେ ସେ ତାଙ୍କର ଫଟୋ ଏବଂ…

ସଲମାନଙ୍କ ପୂର୍ବତନ ପ୍ରେମିକାଙ୍କ ଚାଂଚଲ୍ୟକର ବୟାନ: ୫ ଓ ୯ରେ ଯୌନ ଶୋଷଣ, ୧୪ରେ ଦୁଷ୍କର୍ମ କରାଯାଇଥିଲା

ମୁମ୍ବାଇ: ସଲମାନ ଖାଁଙ୍କ ପୂର୍ବତନ ପ୍ରେମିକା ସୋମି ଅଲୀ ଶୁକ୍ରବାର ଚାଂଚଲ୍ୟକର ବୟାନ ଦେଇଛନ୍ତି । ନୋ ମୋର ଟିୟର୍ସ ନାମକ ଏନଜିଓ ଚଳାଉଥିବା ସୋମି କହିଛନ୍ତି ପାକିସ୍ତାନରେ ଥିବା ବେଳେ ୫ ଓ ୯ ବର୍ଷ ବୟସରେ ମୋତେ ଯୌନ ନିର୍ଯ୍ୟାତନା ଦିଆଯାଇଥିଲା । ୧୪ ବର୍ଷ ବୟସରେ ମୋ ସହିତ ଦୁଷ୍କର୍ମ…

ଯାତ୍ରୀବାହୀ ବସରେ ଗଞ୍ଜେଇ ଚାଲାଣ , ୨ ଅଟକ

ନବରଙ୍ଗପୁର: ଯାତ୍ରୀବାହୀ ବସ​‌ରେ ଗଞ୍ଜେଇ ଚାଲାଣ ଅଭିଯୋଗରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖିଛି। ବସରେ ଚୋରା ଗଞ୍ଜେଇ ଚାଲାଣ କରୁଥିବା ବେଳେ ଜଣେ ମହିଳା ଏବଂ ଜଣେ ପୁରୁଷଙ୍କୁ ଧରିବାରେ ସଫଳ ହୋଇଛି ନବରଙ୍ଗପୁର ଜିଲ୍ଲା ମଇଦଲପୁର ପୋଲିସ। ଅଭିଯୁକ୍ତ ମାନେ ଦାମଞ୍ଜଡି ଅଞ୍ଚଳର ସୁଷମା ଗୁଣ୍ଠା…

ଏପ୍ରିଲ ସୁଦ୍ଧା ଚାଲିପାରେ ସବୁ ପାସେଞ୍ଜର ଓ ଏକ୍ସପ୍ରେସ ଟ୍ରେନ୍

ଭୁବନେଶ୍ୱର: ଆସନ୍ତା ମାସରୁ ଚାଲିପାରେ ସବୁ ଟ୍ରେନ । ଏପ୍ରିଲ ସୁଦ୍ଧା ଚାଲିପାରେ ସବୁ ପାସେଞ୍ଜର ଓ ଏକ୍ସପ୍ରେସ ଟ୍ରେନ୍ । ECR ମୁଖ୍ୟ ଜନ ସମ୍ପର୍କ ଅଧିକାରୀ କୈଶଳେନ୍ଦ୍ର କେ. ଖାଡଙ୍ଗା  ଏନେଇ ସୂଚନା ଦେଇଛନ୍ତି ।  ECRରେ ୮୨ଟି ଏକ୍ସପ୍ରେସ ଟ୍ରେନ୍ ଚାଲେ, କୋଭିଡ ପାଇଁ ୫୯ ଟ୍ରେନ୍…

ଏଠି ‘ବର’ ପାଇଁ ‘କନ୍ୟା’ ଖୋଜୁଛି ପୋଲିସ

ନୂଆଦିଲ୍ଲୀ: ୟୁପିର ଜଣେ ଦୁଇ ଫୁଟ ଉଚ୍ଚତା ବିଶିଷ୍ଟ ବ୍ୟକ୍ତି ପୋଲିସ୍ ନିକଟକୁ ଯାଇ ତାଙ୍କ ପାଇଁ କନ୍ୟା ଖୋଜିଦେବାକୁ ଅନୁରୋଧ କରିଛନ୍ତି। ପାଞ୍ଚ ବର୍ଷ ଧରି ସେ ନିଜ ପାଇଁ କନ୍ୟା ଖୋଜିବାରେ ଅସମର୍ଥ ହେବା ପରେ, ସେ ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି। ଉତ୍ତରପ୍ରଦେଶ କୈରାନାର ବାସିନ୍ଦା…

‘କୃଷି ଓଡିଶା’ରେ ଚଳିତ ବର୍ଷର ମାସ୍କଟ ଛତୁ

ଭୁବନେଶ୍ୱର: ମାର୍ଚ୍ଚ ୧୫ରୁ ରାଜ୍ୟସ୍ତରୀୟ କୃଷି ପ୍ରଦର୍ଶନୀ ‘କୃଷି ଓଡିଶା’ ଆରମ୍ଭ ହେବ । ଅପରାହ୍ନ ସାଢେ ୫ଟାରେ ବରମୁଣ୍ଡା ଖେଳ ପଡିଆରେ ଏହାର ଉଦଘାଟନ ହେବ । ତେବେ ଚଳିତ ବର୍ଷର ମାସ୍କଟ ରହିଛି ଛତୁ । ତେବେ ଚଳିତ ବର୍ଷ ଛତୁକୁ ମାସ୍କଟ ରଖାଯାଇଥିବା କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି…