Latest Odisha News

BREAKING NEWS

Yearly Archives

2021

ଜାତୀୟ ପ୍ରତିରକ୍ଷା ଏକାଡେମୀ ପରୀକ୍ଷାରେ ପ୍ରଥମ ସ୍ଥାନ ଅଧିକାର କଲେ ଓଡ଼ିଆ ଯୁବକ

ଭୁବନେଶ୍ୱର: ଓଡ଼ିଆ ଯୁବକଙ୍କୁ ସଫଳତା । ସେନାରେ ଭର୍ତ୍ତି ଲାଗି ହେଉଥିବା ପରୀକ୍ଷା ଓ ସାକ୍ଷାତକାରରେ ଓଡ଼ିଆ ପୁଅ ଟପ୍ପର ହୋଇଛନ୍ତି । ସ୍ଥଳସେନା, ନୌସେନା ଓ ବାୟୁସେନାରେ ସାମିଲ୍ ଲାଗି ହୋଇଥିବା ୧୪୫ତମ ଜାତୀୟ ପ୍ରତିରକ୍ଷା ଏକାଡେମୀ ପରୀକ୍ଷା ଓ ୧୦୭ତମ ଭାରତୀୟ ନୌସେନା ଏକାଡେମୀ ପରୀକ୍ଷାରେ…

ପୁଣି ଫେରୁଛି ଏକବିଂଶ ଶତାବ୍ଦୀର ଲୋକପ୍ରିୟ ଟ୍ରେଣ୍ଡ୍‌…

ନୂଆଦିଲ୍ଲୀ: ଫ୍ୟାଶନ୍‌ ବିୟୁଟିକୁ ନେଇ ବର୍ତ୍ତମାନ ସମୟରେ ଅନେକ ଟ୍ରେଣ୍ଡ୍‌ ବାହାରିଲାଣି। ତେବେ ଏହି ଦୁଇ ଦଶନ୍ଧି ମଧ୍ୟରେ ଅନେକ ପରିବର୍ତ୍ତନ ଆସିଛି। ଅନେକ ପରୀକ୍ଷଣ ମଧ୍ୟ ଘଟିଛି। ତେବେ ପୁଣି ଥରେ ଏବେ ଏକବିଂଶ ଶତାବ୍ଦୀର ଲୋକପ୍ରିୟ ଟ୍ରେଣ୍ଡ୍‌ ଫେରୁଛି। ଏକବିଂଶ ଶତାବ୍ଦୀର ଏକ…

ପୁରୀ ଆସିବ ଏନଏସଜି ଟିମ୍: ୧୮ ତାରିଖରେ ଶ୍ରୀମନ୍ଦିର ସୁରକ୍ଷାର କରିବେ ଯାଞ୍ଚ

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବ ନ୍ୟାସନାଲ୍ ସିକ୍ୟୁରିଟି ଗାର୍ଡ ବା ଏନଏସଜି । ଆସନ୍ତା ୧୮ ତାରିଖରେ ପୁରୀ ଆସିବେ ଏନଏସଜିର ବରିଷ୍ଠ ଅଧିକାରୀ । ରାଜ୍ୟ ପୋଲିସ ଅଧିକାରୀଙ୍କ ସହ ୫ ଜଣିଆ NSG ଟିମ୍ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ । ଟିମରେ ରହିବେ…

ଜାଗର ପୂର୍ବରୁ ଲିଙ୍ଗରାଜ ମନ୍ଦିରରେ ନୀତି ବନ୍ଦ

ଭୁବନେଶ୍ୱର: ଆସନ୍ତାକାଲି ମହାଶିବରାତ୍ରି । ଜାଗର ପୂର୍ବରୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସେବାରେ ଅସହଯୋଗ କଲେ ସେବାୟତ । ଆଜି ରୋଷ, ହୋମ ପରେ ମହାପ୍ରଭୁଙ୍କ ନୀତିକାନ୍ତ ବନ୍ଦ ହୋଇଛି । ଏନେଇ ସୂଚନା ଦେଇଛନ୍ତି ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି । ଅଭିଯୋଗ ହୋଇଛି, କପିଳନାଥ…

ଆଜି ଦେଶରେ କରୋନା ଆକ୍ରାନ୍ତ କମ୍, ସୁସ୍ଥ ସଂଖ୍ୟା ଅଧିକ

ନୂଆଦିଲ୍ଲୀ: ଦେଶରେ ବଢ଼ିଛି ଦୈନିକ କରୋନା ସଂକ୍ରମଣ । ମୃତ୍ୟୁସଂଖ୍ୟା ବି ସାମାନ୍ୟ ବୃଦ୍ଧି ପାଇଛି । କିନ୍ତୁ ଗତ ୨୪ ଘଣ୍ଟାରେ ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଦିନକରେ ଚିହ୍ନଟ ହୋଇଛନ୍ତି ୧୭ହଜାର ୯୨୧ ନୂଆ ଆକ୍ରାନ୍ତ । ଏହି ସମୟରେ ସୁସ୍ଥ ହୋଇଛନ୍ତି…

ଲାଲ୍ କିଲ୍ଲା ହିଂସାରେ ବିଦେଶୀ ସମ୍ପୃକ୍ତ, ଡଚ୍ ନାଗରିକଙ୍କ ସହ ଅନ୍ୟ ଜଣେ ଗିରଫ

ନୂଆଦିଲ୍ଲୀ: ଜାନୁଆରୀ ୨୬ରେ ଲାଲ୍ କିଲ୍ଲାରେ ଘଟିଥିବା ହିଂସା ପାଇଁ ଦେଶ ନିନ୍ଦିତ ହୋଇଥିଲା । ଟ୍ରାକ୍ଟର ପରେଡ୍ ଆଳରେ କୃଷକ ଘଟାଇଥିବା ଲାଲ୍ କିଲ୍ଲା ହିଂସାରେ ବିଦେଶୀଙ୍କ ସମ୍ପୃକ୍ତି ଥିବା ପ୍ରମାଣ ମିଳିଛି । ଖାଲି ପ୍ରମାଣ ମିଳିଛି ତା’ନୁହେଁ ଟ୍ରାକ୍ଟର ପରେଡ୍ ଆନ୍ଦୋଳନ ଦିନ ବିଦେଶୀ…

ଦେଶରେ ସବୁଠୁ ବୟସ୍କ ମହିଳା ଭାବରେ ଟିକା ନେଲେ ୧୦୩ ବର୍ଷୀୟ ବୃଦ୍ଧା

ବେଙ୍ଗାଳୁରୁ: ଟିକା ନେଲେ ବେଙ୍ଗାଳୁରୁର ୧୦୩ ବର୍ଷୀୟ ବୃଦ୍ଧା । ଦେଶରେ ସବୁଠୁ ବୟସ୍କ ମହିଳା ଭାବରେ କୋଭିଡ୍ ଟିକା ନେଇଛନ୍ତି । ତାଙ୍କ ନାଁ ଜେ. କାମେଶ୍ୱରୀ । ବେଙ୍ଗାଳୁରୁ ବ୍ୟାନରଘଟ୍ଟା ସ୍ଥିତ ଆପୋଲୋ ହସ୍ପିଟାଲରେ ତାଙ୍କୁ ଦିଆଯାଇଛି ପ୍ରଥମ ଡୋଜ୍ । ବର୍ତ୍ତମାନ ସୁଦ୍ଧା ଦେଶରେ ସବୁଠୁ…

୩ ଛୁଆ ସହ ରେଳ ଧାରଣା ପାର୍ ହେଉଥିଲା ମାଆ ମହାବଳ ବାଘ, ଛୁଆକୁ ଚାପି ଦେଲା ଟ୍ରେନ୍

ମାଲକାନଗିରି: ଟ୍ରେନ୍ ଧକ୍କାରେ ହାତୀ ମୃତ୍ୟୁବରଣ କରୁଥିବା ଆପଣ ଶୁଣିଥିବେ । କେବେ ମହାବାଳ ବାଘ ଟ୍ରେନ୍ ଧକ୍କାରେ ମୃତ୍ୟୁବରଣ କରିଛି ଶୁଣିଛନ୍ତି ? ହଁ ମାଲକାନଗିରି ସୀମାନ୍ତ ଛତିଶଗଡ଼ର ରାଜନନ୍ଦଗାଓଁ ଜିଲ୍ଲା ସୀମାରେ ଟ୍ରେନ୍ ଧକ୍କାରେ ଏକ ମହାବଳ ବାଘ ଛୁଆର ମୃତ୍ୟୁ ହୋଇଛି । ମୃତ ବାଘ…

କୋଟିଏ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ସ୍ମଗଲର ଗିରଫ

ବାଲେଶ୍ୱର: ବ୍ରାଉନସୁଗର କାରବାରର ଲିଙ୍କ ଲାଇନ୍ ପାଲଟିଛି ବାଲେଶ୍ୱର ଜିଲ୍ଲା । କୋଲକାତାରୁ ଚାଲାଣ ବେଳେ ବାଲେଶ୍ୱରରୁ ପୁଣି ଜବତ ହୋଇଛି କୋଟିଏରୁ ଅଧିକ ଟଙ୍କାର ଧଳା ଜହର । ବାଲେଶ୍ୱର ଲକ୍ଷ୍ମଣନାଥ ତନଖି ଫାଟକ ନିକଟରୁ ଜବତ ହୋଇଛି ଦେଢ଼ କେଜିର ବ୍ରାଉନସୁଗର । କ୍ରାଇମବ୍ରାଞ୍ଚ ଏସଟିଏଫ୍ ୧…

ନିର୍ବାଚନ ପୂର୍ବରୁ ବଦଳିଲେ ପଶ୍ଚିମବଙ୍ଗ ପୋଲିସ ଡିଜି

କୋଲକାତା: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ବଦଳିଲେ ପୋଲିସ ଡିଜି ବୀରେନ୍ଦ୍ର । ତାଙ୍କୁ ପଦରୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ । ତାଙ୍କ ସ୍ଥାନରେ ୧୯୮୭ ବ୍ୟାଚ୍‌ ଆଇପିଏସ ଅଫିସର ପି. ନିରଞ୍ଜନାୟନଙ୍କୁ ବେଙ୍ଗଲ ପୋଲିସ ଡିଜି ଦାୟିତ୍ୱ ଦିଆଯାଇଛି । ନିର୍ବାଚନ ସହ…