Latest Odisha News

BREAKING NEWS

Yearly Archives

2021

ଆଜି ଦାୟିତ୍ୱ ନେବେ ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର: ଆଜି ଦାୟିତ୍ୱ ନେବେ ଟୁଇନ୍ ସିଟିର ନୂଆ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଗତକାଲି ତାଙ୍କୁ ନୂଆ ନିଯୁକ୍ତି ମିଳିଥିଲା । ୧୯୯୫ ବ୍ୟାଚ୍‌ ଆଇପିଏସ ଅଫିସର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହା ପୂର୍ବରୁ କ୍ରାଇମବ୍ରାଞ୍ଚର ଏଡିଜି ଥିଲେ । ନିଯୁକ୍ତି ମିଳିବା ପରେ ନୂଆ ପୋଲିସ…

ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁଓ ବ୍ଲକ ସହକାରୀ ଯନ୍ତ୍ରୀଙ୍କ ଘରେ ରେଡ୍ ହୋଇଛି । ତାଙ୍କ ନାଁ ପର୍ଶୁରାମ ନାଏକ । ଏକକାଳୀନ ୩ଟି ସ୍ଥାନରେ ଚଢାଉ ଚଳାଇଛନ୍ତି ରାଉରକେଲା ଭିଜିଲାନ୍ସ ଡିଭିଜନର ଟିମ୍ ।…

ପୁରୀ ଲୋକନାଥ ମନ୍ଦିରରେ ଆଜି ପଙ୍କୋଦ୍ଧାର ଏକାଦଶୀ ନୀତି

ପୁରୀ: ପୁରୀ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ଆଜି ଅନୁଷ୍ଠିତ ହେବ ପଙ୍କୋଦ୍ଧାର ଏକାଦଶୀ ନୀତି । କୋଭିଡ କଟକଣା ଭିତରେ ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ଏହି ନୀତି ସମ୍ପନ୍ନ ହେବ । ଗମ୍ଭୀରା ଭିତରକୁ ପ୍ରବେଶ କରି ଦର୍ଶନ ଉପରେ କଟକଣା ଜାରି ହୋଇଛି । ମନ୍ଦିରଠାରୁ ୨୦୦ମିଟର…

ଟାଇମ୍ସ ନାଓ-ସିଭୋଟର୍ ଓପିନିଅନ୍ ପୋଲ: ବେଙ୍ଗଲରେ ଦିଦି, ଆସାମରେ କାଣ୍ଟେ କା ଟକ୍କର

ନୂଆଦିଲ୍ଲୀ: ପାଞ୍ଚଟି ରାଜ୍ୟ ନିର୍ବାଚନରେ କେଉଁଠି କିଏ ଗଢ଼ିବ ସରକାର ? ପ୍ରଚାର ମୈଦାନ ଏବେ କମ୍ପୁଛି । ଏହାରି ଭିତରେ ସାମନାକୁ ଆସିଛି ଟାଇମ୍ସ ନାଓ-ସିଭୋଟର ଓପିନିଅନ୍ ପୋଲ୍ । ପଶ୍ଚିମବଙ୍ଗରେ ଦିଦି ପୁଣି ଗଢ଼ିବେ ସରକାର । ମମତା ବାନାାର୍ଜୀଙ୍କ ନେତୃତ୍ୱରେ ବେଙ୍ଗଲରେ ଟିଏମସି କ୍ଷମତା…

ଜେଇଇ ମେନ୍: ଓଡ଼ିଶାରୁ ଟପ୍ପର ହେଲେ ଗୌତମ ଦାସ

ଭୁବନେଶ୍ୱର: ଓଡ଼ିଶାର ଗୌତମ ଦାସ ୯୯.୯୯ ପ୍ରତିଶତ ମାର୍କ ରଖି ଜେଇଇ ମେନରେ ରାଜ୍ୟ ଟପ୍ପର ହୋଇଛନ୍ତି। ସୋମବାର ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଏହି ଫଳାଫଳ ଘୋଷଣା କରାଯାଇଛି। ବି.ଇ ଓ ବି.ଟେକ୍ ପାଇଁ କରାଯାଇଥିବା ଏହି ପରୀକ୍ଷାର ପେପର-୧ରେ ୯୯.୯୯୯୦୩୫୭ ଏନଟିଏ ସ୍କୋର…

କବିତା : ନାରୀ ଶକ୍ତିମୟୀ

ପ୍ରସେନଜିତ୍ ସେଠୀ ସେ ତ ସାଜେ କେବେ ରାଣୀ ଲକ୍ଷ୍ମୀବାଈ ରଣହୁଙ୍କାର ଦେଇ, କେବେ ନିଃସହାୟ ପ୍ରସ୍ତର ଅହଲ୍ୟା ସ୍ବାମୀ ଅଭିଶାପ ପାଇ। ସେ ମାତା ଜାନକୀ କାନନେ ବୁଲଇ ପତିବ୍ରତା ଧର୍ମ ପାଇଁ, କେବେ ପୁଣି ସାଜେ ମହିଷା ମର୍ଦିନୀ ସଂସାରକୁ ମୁକ୍ତି ଦେଇ। ସେ ମାତା ଧରିତ୍ରୀ କୋଳେ ଧରି…

କୋଲକାତା ଅଗ୍ନିକାଣ୍ଡରେ ଶୋକ ପ୍ରକାଶ କଲେ ମୋଦି, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା

କୋଲକାତା: କୋଲକାତାର ବଡ ବଜାର ଅଞ୍ଚଳର ଷ୍ଟ୍ରେଣ୍ଡ ରୋଡରେ ଥିବା ୧୨ ମହଲାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ପ୍ରଧାନମନ୍ତ୍ରୀ ମୋଦି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ସେହିପରି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଓ ଆହତଙ୍କୁ ଚିକିତ୍ସା ନିମନ୍ତେ ୫୦ ହଜାର ଟଙ୍କା…

ବୁଦ୍ଧଆର୍ଟ ଗ୍ୟାଲେରିରେ ରାଜ୍ୟସ୍ତରୀୟ ନାରୀ ଚିତ୍ରଶିଳ୍ପୀ ଶିବିର

ଭୁବନେଶ୍ୱର : ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ତିନି ଦିନ ଧରି ରାଜ୍ୟସ୍ତରୀୟ ନାରୀ ଚିତ୍ରଶିଳ୍ପୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବୁଦ୍ଧଆର୍ଟ ଗ୍ୟାଲେରୀ ପରିସରରେ ଏକ ପ୍ରଦର୍ଶନୀର ଆୟୋଜନ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା ୯-୩-୨୦୨୧ ମଙ୍ଗଳବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମାର୍ଚ୍ଚ ତା ୯ ତାରିଖ ମଙ୍ଗଳବାର କୁମ୍ଭ ୨୬ ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ଏକାଦଶୀ ତିଥି ଉତ୍ତରାଷାଢା ନକ୍ଷତ୍ର ମକର ଚନ୍ଦ୍ର ଆଜିର ଘାତ ବାର- ମକର ରାଶିର ଆଜିର ଘାତ ଚନ୍ଦ୍ର- ସିଂହ ରାଶି…

ସମସ୍ତ ମହିଳା ଥାନା ଅଧିକାରୀଙ୍କ ସହ କଥା ହେଲେ ପୋଲିସ ଡିଜି, ନାରୀ ନିର୍ଯାତନାକାରୀଙ୍କ ବିରୋଧରେ ଦୃଢ଼…

ଭୁବନେଶ୍ୱର: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପୋଲିସ ମହାନିର୍ଦ୍ଦେଶକ ଅଭୟ ରାଜ୍ୟର ସମସ୍ତ ମହିଳା ଥାନା ଅଧିକାରୀ ଓ ଏସଏଚଓଙ୍କ ସହ କଥା ହୋଇଛନ୍ତି । ଭିଡିଓ କନଫରେନ୍ସିଂରେ ଆୟୋଜିତ ଏହି ବୈଠକରେ ଏଡିଜି (ମୁଖ୍ୟାଳୟ), ଏଡିଜି କ୍ରାଇବ୍ରାଞ୍ଚ, ସମସ୍ତ ଜିଲ୍ଲାର ଏସପି ଆଦି ଯୋଗ ଦେଇଥିଲେ ।…