Latest Odisha News

BREAKING NEWS

Yearly Archives

2021

କୋଲକାତାର ବଡ ବଜାର ଅଞ୍ଚଳରେ ଅଗ୍ନିକାଣ୍ଡ, ନିଆଁ ଲିଭାରେ ଲାଗିଛି ୮ ଦମକଳ ଗାଡ଼ି

କୋଲକାତା: କୋଲକାତାର ବଡ ବଜାର ଅଞ୍ଚଳର ଷ୍ଟ୍ରେଣ୍ଡ ରୋଡରେ ଥିବା ୧୨ ମହଲାରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସୂଚନା ଅନୁଯାୟୀ, ନିଆଁ ଲିଭାଇବା ପାଇଁ ଘଟଣାସ୍ଥଳରେ ୮ଟି ଦମକଳ ଗାଡ଼ି ନିୟୋଜିତ ହୋଇଛି। ଏହି କୋଠାରୁ ସମସ୍ତଙ୍କୁ ସ୍ଥାନାନ୍ତର କରାଯାଇଥିଲା ବେଳେ ଯାତାୟାତ ଉପରେ…

ସଡ଼କ ନିରାପତ୍ତା ନିୟମ କଡ଼ାକଡ଼ି ଲାଗୁ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ, ନଜରରେ ୨ ଚକିଆ

ଭୁବନେଶ୍ୱର: ରାଜ୍ୟରେ କଡ଼ାକଡ଼ି ହେବ ସଡ଼କ ନିରାପତ୍ତା ନିୟମ । ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପୋଲିସ ଅଧିକାରୀ ଓ ଆରଟିଓମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସଡ଼କ ଦୁର୍ଘଟଣା ଯୋଗୁଁ ଜୀବନହାନୀ ଘଟୁଛି । ଏହାକୁ ରୋକିବା ଲାଗି ସଡ଼କ ନିରାପତ୍ତା ନିୟମକୁ କଡ଼ାକଡ଼ି ଭାବେ…

ମାର୍ଚ୍ଚ ୯ରେ ଲୋକନାଥ ମନ୍ଦିରରେ ପାଳିତ ହେବ ପଙ୍କୋଦ୍ଧାର ଏକାଦଶୀ

ପୁରୀ: ପୁରୀର ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିରରେ ମାର୍ଚ୍ଚ ୯ରେ କୋଭିଡ ୧୯ କଟକଣା ଭିତରେ ପାଳିତ ହେବ ପଙ୍କୋଦ୍ଧାର। ଏଥିପାଇଁ ଶ୍ରୀଲୋକନାଥ ମନ୍ଦିର ଭିତରେ ଓ ବାହାରେ ୧୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ମନ୍ଦିର ଠାରୁ ୨୦୦ ମିଟର ଅଂଚଳକୁ ନୋ ଏଣ୍ଟ୍ରି ଜୋନ କରାଯାଇଛି। ସିମୀତ…

ଭୁବନେଶ୍ବରେ ପ୍ରତିଷ୍ଠା କରାଯାଉ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନର ଏକ କେନ୍ଦ୍ର, ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି…

ଭୁବନେଶ୍ଵର: ଦେଶର ୪ଟି ସ୍ଥାନରେ ପ୍ରତିଷ୍ଠା ହେବ ଜାତୀୟ ଭୂତାଣୁ ବିଜ୍ଞାନ ସଂସ୍ଥାନ ବା ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଭାଇରୋଲୋଜି । ଏଥିମଧ୍ୟରୁ ଗୋଟିଏ କେନ୍ଦ୍ର ଭୁବନେଶ୍ବରରେ ପ୍ରତିଷ୍ଠା କରିବାକୁ କେନ୍ଦ୍ର ସ୍ଵାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷବର୍ଦ୍ଧନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି …

ଦେଶର ଯୁବକ ଆମ ପୂର୍ବ ପୁରୁଷଙ୍କ ବଳିଦାନକୁ ମନେ ପକାଇବା ଉଚିତ୍: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୭୫ ତମ ସ୍ୱାଧୀନତା ଦିବସ ପାଳନ ପ୍ରସ୍ତୁତି ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୈଠକ ବସିଥିଲା । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ- ସ୍ୱାଧୀନତାର ୭୫ ବର୍ଷ…

ସୋଆରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସୋମବାର ଦିନ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି। ସୋଆ ଉପସଭାପତି ଶାସ୍ୱତୀ ଦାସଙ୍କ ଉପସ୍ଥିତିରେ କାର୍ଯ୍ୟରତ ମହିଳାମାନେ ଏହି ଦିବସକୁ ପାଳନ କରିଛନ୍ତି। ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟରେ ଏହି ଦିବସକୁ କେକ୍ କାଟି ପାଳନ…

ଟ୍ୱିନ୍ ସିଟିର ନୂଆ ପୋଲିସ କମିଶନର ହେଲେ ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର: ବଦଳିଲେ ଟ୍ୱିନ୍ ସିଟି ପୋଲିସ କମିଶନର । ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସର ନୂତନ ପୋଲିସ କମିଶନର ଭାବେ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି । ୧୯୯୫ ବ୍ୟାଚର ଏହି ଆଇପିଏସ୍ ଅଫିସର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ନୂଆ ନିଯୁକ୍ତି ନେଇ ଗୃହ ବିଭାଗ…

ବିଶ୍ଵ ମହିଳା ଦିବସରେ ସ୍ବୟଂ ସହାୟକ ଗୋଷ୍ଠୀ ଦ୍ବାରା ନିର୍ମିତ ସାମଗ୍ରୀ ପ୍ରଦର୍ଶନ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ବିଶ୍ଵ ମହିଳା ଦିବସ ପାଳିତ ହୋଇଛି । ଭଦ୍ରକ ସହରର ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଆୟୋଜିତ ମହିଳା ଶୋଭାଯାତ୍ରାକୁ ଭଦ୍ରକ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ଶୋଭାଯାତ୍ରାରେ ବିଭିନ୍ନ ମହିଳା ସଂଗଠନର…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୮ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୮୮ ଆକ୍ରାନ୍ତ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଝାରସୁଗୁଡ଼ାରୁ ସର୍ବାଧିକ ୧୨ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।…

ଅର୍ଚ୍ଚିତା ଯାଦୁ ଜାଣିଛନ୍ତି, କାହିଁକି ଏମିତି କହିଲେ ସବ୍ୟସାଚୀ

ଭୁବନେଶ୍ୱର: ପ୍ରେମ, ବିବାହ ପରେ ବି ସବ୍ୟ-ଅର୍ଚ୍ଚିତାଙ୍କୁ ନେଇ ଚର୍ଚ୍ଚା ଜାରି ରହିଛି । ରାଜସ୍ଥାନରେ ରାଜକୀୟ ଢଙ୍ଗରେ ସସପେନ୍ସ ବାହାଘର ପରେ ଅର୍ଚ୍ଚିତା ଯାଦୁ (ମ୍ୟାଜିକ୍) ଜାଣିଥିବା କହିଛନ୍ତି ଅଭିନେତା ସବ୍ୟସାଚୀ ମିଶ୍ର । ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଅର୍ଚ୍ଚିତାଙ୍କୁ ପ୍ରଶଂସା…