ଦେଶରେ ୨୪ ଘଣ୍ଟାରେ ୧୮ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୧୦୮ ମୃତ
ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୧,୧୧,୯୨,୦୮୮କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି।
କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା…