Latest Odisha News

BREAKING NEWS

Yearly Archives

2021

କୋଭିଡ-୧୯ ଟିକାକରଣ ପ୍ରମାଣପତ୍ରରେ ରହିବନି ପିଏମ୍‌ ମୋଦୀଙ୍କ ଫଟୋ

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନକୁ ଲଢିବାକୁ ଅଣ୍ଟା ଭିଡୁଥିବା ରାଜ୍ୟଗୁଡିକରେ କୋଭିଡ-୧୯ ଟିକାକରଣ ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫଟୋ ବ୍ୟବହାର ବନ୍ଦ କରିବାକୁ କେନ୍ଦ୍ର ଆୟୋଗ (ଇସି) କହିଛି। ଟିଏମସି ଦ୍ୱାରା ହୋଇଥିବା ଅଭିଯୋଗକୁ ଆଧାର କରି ଇସି ଏହି ନିର୍ଦ୍ଦେଶ…

ଶ୍ରୀକ୍ଷେତ୍ରରେ ‘ମୋ ଧାମ, ମୋ ଗର୍ବ’ କାର୍ଯ୍ୟକ୍ରମ, ପ୍ରତି ଶନିବାର ବଡଦାଣ୍ଡ ସେବା

ପୁରୀ: ଆଜିଠୁ ପୁରୀରେ ଆରମ୍ଭ ହୋଇଛି ବଡଦାଣ୍ତ ସେବା । ମୋ ଧାମ, ମୋ ଗର୍ବ ଅଭିଯାନରେ ବଡ଼ଦାଣ୍ଡ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛି ଜିଲ୍ଲା ପ୍ରଶାସନ । ପ୍ରତି ଶନିବାର ସକାଳ ସାଢ଼େ ୬ଟାରୁ ସାଢ଼ା ୮ଟା ଦୁଇ ଘଣ୍ଟା ବଡ଼ଦାଣ୍ଡ ସେବା କରାଯିବ । ଏହି ଅଭିଯାନରେ ସ୍ୱେଚ୍ଛାକୃତ ଭାବରେ…

ପୂଜା ଭୋଗ ଖାଇ ୫୦ରୁ ଅଧିକ ଅସୁସ୍ଥ

ବାଲେଶ୍ୱର: ଭୋଗ ଖାଇ ୫୦ରୁ ଅଧିକ ଅସୁସ୍ଥ । ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ଅନ୍ତର୍ଗତ ଗିଲାଯୋଡି ଗାଁରେ ଏହି ଘଟଣା ଘଟିଛି । ଠାକୁରାଣୀଙ୍କ ପୂଜା ଭୋଗ ଖାଇବା ପରେ ଗାଁର କିଛି ପୁରୁଷ, ମହିଳା ଓ ଛୋଟ ଛୋଟ ଛୁଆ ଅସୁସ୍ଥ ହୋଇ ପଡ଼ିଥିଲେ । ସେମାନଙ୍କୁ ଚିକିତ୍ସା ପାଇଁ ବସ୍ତା ଓ ପାଉଁଶକୁଲି…

ବିଜୁ ପଟ୍ଟନାୟକଙ୍କୁ ନେଇ ରଚିତ ଦୁଇଟି ପୁସ୍ତକର ପ୍ରଛଦ ଉନ୍ମୋଚିତ

ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୫୦ତମ ଜୟନ୍ତୀ ଅବସରରେ ରାଜ୍ୟର ପ୍ରକାଶନ ସଂସ୍ଥା ପେନ୍ ଇନ ବୁକ୍ସ ତରଫରୁ ଦୁଇଟି ନୂଆ ବହି ପ୍ରକାଶିତ ହେବାକୁ ଯାଉଛି ବୋଲି ସୂଚନା ଦିଆଯିବା ସହ ଉଭୟ ପୁସ୍ତକର ପ୍ରଛଦ ପ୍ରକାଶନ କାର୍ଯ୍ୟାଳୟରେ ଉନ୍ମୋଚିତ ହୋଇଯାଇଛି ।…

କବିତା : ଦଶରା

କାମଦେବ ମହାରଣା ଗୋବର ଲିପା କାନ୍ଥ ଉପରେ ଢାଉରେ ଲେଖା ଓଲଟ ଶୁଆ - ଶାରୀ କୁଞ୍ଜ ଲତାରେ ପ୍ରଜାପତି,କାନ୍ଥ - ଦେବତୀ ଲିଭି ଗଲାଣି। ଶୁଣା ଯାଉନି ତ କାଇଁ ପାଣି କାଚ ରୁଣୁଝୁଣୁ ,ଖଣ୍ଡିକାଶ ଦଦରା ଦୀର୍ଘଶ୍ୱାସ, ଭାଡିରୁ ଓହ୍ଲେଇ ବାଙ୍କଛୁରୀ, ବାଘପଞ୍ଝା, ତେଣ୍ଟା,କୁନ୍ତ,ଦେବୀ…

ଜାଣନ୍ତୁ , କେମିତି କଟିବ ଆଜିର ଦିନ

 ଆଜିର ରାଶିଫଳ ତା ୬-୩-୨୦୨୧ ଶନିବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମାର୍ଚ୍ଚ ତା ୬ ରିଖ ଶନିବାର କୁମ୍ଭ ୨୩ ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଜ୍ୟେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର ଆଜିର ଘାତ ବାର- ବୃଷ ସିଂହ ଓ କନ୍ୟା ରାଶିର ଆଜିର ଘାତ ଚନ୍ଦ୍ର-ସିଂହ ଓ…

ଆସନ୍ତୁ ଜାଣିବା ଭଜିଙ୍କ ପୂର୍ବରୁ କେଉଁ କ୍ରିକେଟର ବଲିଉଡର ଭାଗ୍ୟ ପରୀକ୍ଷା କରିଛନ୍ତି

ମୁମ୍ବାଇ: ଭାରତୀୟ କ୍ରିକେଟ ଦଳର ପୂର୍ବତନ ସ୍ପିନର ହରଭଜନ ସିଂଙ୍କ ଫିଲ୍ମ ଫ୍ରେଣ୍ଡଶିପର ଟ୍ରେଲର ରିଲିଜ ହୋଇଯାଇଛି । କ୍ରିକେଟରେ ଷ୍ଟାର ଖେଳାଳି ଭଜି ଫିଲ୍ମ ଦୁନିଆରେ ସଫଳ ହେଉଛନ୍ତି କି ନାହିଁ ତାହା ଆଗାମୀ ଦିନରେ ଜଣାପଡିବ । ଆସନ୍ତୁ ଜାଣିବା ଅନ୍ୟ କେଉଁ କ୍ରିକେଟର ଫିଲ୍ମରେ ଭାଗ୍ୟ…

କିଟରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍ ଚାମ୍ପିୟନଶିପ ଉଦଘାଟିତ

ଭୁବନେଶ୍ୱର: କିଟର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମରେ ୬୯ତମ ଜାତୀୟ ଭଲିବଲ୍ (ପୁରୁଷ ଓ ମହିଳା) ଚାମ୍ପିୟନଶିପ ୨୦୨୦-୨୧ ଶୁକ୍ରବାର ଉଦଘାଟିତ ହୋଇଯାଇଛି । ଭାରତୀୟ ଭଲିବଲ୍ ସଂଘ (ଭିଏଫଆଇ) ତତ୍ତ୍ୱାବଧାନରେ ୧୧ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଚାମ୍ପିୟନଶିପର ଉଦଘାଟନୀ ଉତ୍ସବରେ ଓଡ଼ିଶା…

ରାଜ୍ୟରେ ଜେଲ୍ ଅନ୍ତେବାସୀଙ୍କୁ ଦିଆଯିବ କରୋନା ଟିକା

ଭୁବନେଶ୍ବର : କରୋନା ମହାମାରୀ ପାଇଁ ଏବେ ସାରା ଦେଶରେ ଜାରି ରହିଛି ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ । ଏହି ପର୍ଯ୍ୟାୟରେ ୬୦ ବର୍ଷରୁ ଅଧିକ ବୟସ୍କ ଓ ୪୫ ବର୍ଷରୁ ୫୯ ବର୍ଷର ଲୋକ, ଯେଉଁମାନେ ଗୁରୁତର ରୋଗରେ ପୀଡିତ ଥିବେ ସେମାନଙ୍କୁ ଟିକା ଦିଆଯାଉଛି । ଏସବୁ ଭିତରେ ଏବେ ରାଜ୍ୟରେ ଜେଲ୍…

ରାଜ୍ୟରେ ୩୦୦୦ରୁ ଅଧିକ ମୋ ସେବା କେନ୍ଦ୍ର ଓ ଓଡ଼ିଶା ଓ୍ବାନ୍ ପୋର୍ଟାଲ ଲୋକାର୍ପିତ

ଭୁବନେଶ୍ବର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ ଅବସରରେ ୩୦୦୦ରୁ ଅଧିକ ମୋ’ ସେବା କେନ୍ଦ୍ର ଏବଂ ଓଡ଼ିଶା ୱାନ୍ ପୋର୍ଟାଲ୍ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସେବା ଓ ସମ୍ମାନ ହେଉଛି…