Latest Odisha News

BREAKING NEWS

Yearly Archives

2021

ବିଜୁ ବାବୁଙ୍କ ଜୟନ୍ତୀରେ କଟକ ଆନନ୍ଦଭବନରୁ ଭୁବନେଶ୍ୱର ଏୟାରପୋର୍ଟ ଯାଏ ସାଇକେଲ୍ ରାଲି

କଟକ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହି ଅବସରରେ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ଆରମ୍ଭ ହୋଇଛି ସାଇକେଲ ରାଲି । ବିଜୁ ବାବୁଙ୍କ ଜନ୍ମସ୍ଥାନ କଟକ ଆନନ୍ଦଭବନରୁ ଏହି ସାଇକେଲ୍ ଶୋଭାଯାତ୍ରା ବାହାରିଛି । ଭୁବନେଶ୍ୱର ବିମାନବନ୍ଦର ଯାଏ ଆସିବ । ଏହି ସାଇକେଲ…

ମହାନ ଜନନାୟକ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପାଳିତ ହେଉଛି ବିଜୁବାବୁଙ୍କ ୧୦୫ ତମ ଜୟନ୍ତୀ । ଏହି ପୂଣ୍ୟ ତିଥିରେ ବିଜୁବାବୁଙ୍କୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକ । ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଲେଖିଛନ୍ତି- ଓଡ଼ିଆ ସ୍ଵାଭିମାନର ପ୍ରତୀକ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ବାବୁଙ୍କ…

ବିଜୁ ବାବୁଙ୍କ ୧୦୫ତମ ଜୟନ୍ତୀ; ଜାଣନ୍ତୁ ତାଙ୍କର ଦୁଃସାହସିକ ଯାତ୍ରା ସମ୍ପର୍କରେ…

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ କିଏବା ନଜାଣେ । ତାଙ୍କର ବଳିଷ୍ଠ ବ୍ୟକ୍ତିତ୍ୱ ଓ ନିର୍ଭୀକତା ଲାଗି ସେ ଆଜିବି ଜନମାନସରେ ଜୀବିତ ହୋଇରହିଛନ୍ତି । ବିଜୁ ବାବୁ ୧୯୧୬ ମସିହା ମାର୍ଚ୍ଚ ୫ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ। ଯଦିଓ ତାଙ୍କ ପୈତୃକ ଗ୍ରାମ ଗଞ୍ଜାମର…

ପାଲା ଦେଖୁଛି କିଏ?

ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’ ବିବସ୍ୱାନ୍ ଓ ବନ୍ଦିତା .. ବିଶ୍ୱାଳ ଘରର ବଡ଼ ପୁଅ-ବୋହୂ । ବାହାଘରର ପନ୍ଦର ବର୍ଷ ବିତିଗଲାଣି । ଷଠୀବୁଢ଼ୀ ମାଆ ଏଯାଏଁ ସେମାନଙ୍କ କୋଳରେ ପିଲାଟିଏ ଦେଇନି । କେତେ ଦିଅଁ ଦେବତା, ବ୍ରତ ଉପବାସ କରିଛନ୍ତି ଉଭୟେ ତାର ହିସାବ ନାହିଁ ।…

୧୦ ଦିନ ପରେ ବି ଜଳୁଛି ଶିମିଳିପାଳ, ୩୦ଟି ସ୍ଥାନରେ ଲାଗିଛି ନିଆଁ

ବାରିପଦା: ୧୦ ଦିନ ପରେ ବି ଜଳୁଛି ଶିମିଳିପାଳ । ଲିଭୁନି ନିଆଁ । ନିଆଁ ଆୟତ୍ତ କରିବାକୁ ବନ ବିଭାଗ ଉଦ୍ୟମ କରୁଛି । ଗୋଟିଏ ଅଞ୍ଚଳରେ ନିଆଁ ଲିଭିବା ବେଳକୁ ଅନ୍ୟ ଅଞ୍ଚଳରେ ଲାଗି ଯାଉଛି । ଯାହାକୁ ଆୟତ୍ତ କରିବା ଲାଗି ବନ ବିଭାଗ ଓ ଅଗ୍ନିଶମ ବାହିନୀ ନାକଦେମ୍ ହେଲାଣି । ୨ ହଜାର ୭୫୦ ବର୍ଗ…

ବାଲୁକାକଳାରେ ‘ବିଜୁବାବୁ’ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର: ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୫ ତମ ଜୟନ୍ତୀ । ଏହି ଅବସରରେ ପଦ୍ମଶ୍ରୀ ବିଜେତା ତଥା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।…

ସିନ୍ ରିକ୍ରିଏସନ୍ ପରେ ଅଞ୍ଜନା କହିଲେ ଷଡ଼ଯନ୍ତ୍ର ଦିଗ ପଦାକୁ ଆଣୁ ସିବିଆଇ

ଭୁବନେଶ୍ୱର: ସିବିଆଇ କରୁଛି ସିନ୍ ରିକ୍ରିଏସନ୍ । ବାରଙ୍ଗ ଅଞ୍ଚଳରେ ବିବନକୁ ବୁଲାଇ କ୍ରାଇନ୍ ସିନ୍ ରିକ୍ରିଏସନ୍ କରିଛି ସିବିଆଇ । ସେଦିନ କଳାରାତିରେ କଣ ଘଟିଥିଲା ମୁଖ୍ୟ ଅଭିଯୁକ୍ତ ସିବିଆଇକୁ ଦେଖାଇଛି । ଅନ୍ୟପଟେ ପୀଡ଼ିତା ଅଞ୍ଜନା ପ୍ରତିକ୍ରିୟା ଦେଇ କହିଛନ୍ତି- ସିବିଆଇ ଷଡ଼ଯନ୍ତ୍ରର ଦିଗ…

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବିବନକୁ ନେଇ ସିନ୍ ରିକ୍ରିଏଟ୍ କଲା ସିବିଆଇ

ଭୁବନେଶ୍ୱର: ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା । ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ କରିଛି ସିବିଆଇ ଟିମ୍ । ବାରଙ୍ଗ ଅଞ୍ଚଳର ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ୍ କରାଯାଇଛି । ୧୯୯୯ ମସିହାର ସେହି କାଳ ରାତିରେ କେମିତି ବିବନ କୁକର୍ମ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା୫-୩-୨୦୨୧ ଶୁକ୍ରବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ ମସିହା ମାର୍ଚ୍ଚ ତା୫ ରିଖ ଶୁକ୍ରବାର କୁମ୍ଭ ୨୨ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ସପ୍ତମୀ ତିଥି ଅନୁରାଧା ନକ୍ଷତ୍ର ବିଛା ଚନ୍ଦ୍ର ଆଜିର ଘାତ ବାର- ବିଛା ଧନୁ ଓ ମୀନ ରାଶିର ଆଜିର ଘାତ ଚନ୍ଦ୍ର- ସିଂହ କନ୍ୟା ଓ…

କୋଭିଡ କଟକଣାରେ ପୁରୀ ଲୋକନାଥ ମନ୍ଦିରରେ ଜାଗର ଯାତ୍ରା

ପୁରୀ: କୋଭିଡ୍ କଟକଣାରେ ଏବର୍ଷ ପୁରୀର ଶ୍ରୀଲୋକନାଥଙ୍କ ଜାଗର ଯାତ୍ରା । ଭୋର ୪ଟାରୁ ଆରମ୍ଭ ହେବ ଦର୍ଶନ। ଏବର୍ଷ ଭିତର ଗମ୍ଭୀରାରେ ଦର୍ଶନ ମନା। ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ଆସନ୍ତା ୯ ତାରିଖରେ ପଙ୍କୋଦ୍ଧାର ହେବ। ବର୍ଷକରେ ଗୋଟିଏ ଦିନ ପଙ୍କୋଦ୍ଧାର ଏକାଦଶୀରେ ଶ୍ରଦ୍ଧାଳୁ…