କର୍ମଚାରୀଙ୍କ ଟିକା ଖର୍ଚ୍ଚ ବହନ କରିବ ଏହି କମ୍ପାନୀ
ନୂଆଦିଲ୍ଲୀ: ପ୍ରତିଷ୍ଠିତ ଆଇଟି କମ୍ପାନୀ ଇନଫୋସିସ୍ ଲିମିଟେଡ୍ ଏବଂ କନସଲଟିଂ ଓ ଆଉଟସୋର୍ସିଂ କମ୍ପାନୀ Accenture Plc ଭାରତରେ ସେମାନଙ୍କ କର୍ମଚାରୀଙ୍କ କୋଭିଡ ଟିକାକରଣ ଖର୍ଚ୍ଚ ବହନ କରିବେ ବୋଲି ସୂଚନା ଦେଇଛନ୍ତି।
ଭାରତରେ ଟୀକାକରଣ ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟ ସୋମବାର ଠାରୁ…