ସମ୍ବଲପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ୩ ମୃତ, ଜଣେ ଗୁରୁତର
ସମ୍ବଲପୁର: ସମ୍ବଲପୁର ଅଇଁଠାପାଲି ଥାନା ବରେଇପାଲି ଅଂଚଳରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଜଣା ଟ୍ରକ୍ ଧକ୍କାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହାତ ହୋଇଥିବା ଜଣାପଡିଛି ।
ବିଳମ୍ବିତ ରାତ୍ରିରେ ସମ୍ବଲପୁରରୁ ବୁର୍ଲା ପଟକୁ ଦୁଇଟି ବାଇକରେ ୪ ଜଣ ଯୁବକ ଯାଉଥିଲେ ।…