Latest Odisha News

BREAKING NEWS

Yearly Archives

2021

କୁଆଖାଇ ପୋଲରେ ଯାତାୟାତ ଉପରେ ଲାଗିଲା କଟକଣା, ଜାଣନ୍ତୁ କେଉଁ ପଟେ ଯିବେ…

ଭୁବନେଶ୍ୱର: ଜରୁରୀ ମରାମତି କାର୍ଯ୍ୟ ପାଇଁ ମଙ୍ଗଳବାର ଠାରୁ ୬୦ ଦିନ ଧରି କୁଆଖାଇର ବାମପଟ ବ୍ରିଜ ବନ୍ଦ ରହିବ ବୋଲି ଟ୍ୱିନସିଟି କମିଶନରେଟ୍ ପୋଲିସ ସୂଚନା ଦେଇଛନ୍ତି। NH-16 ରେ ୬୦ ଦିନ ପାଇଁ ଜରୁରୀ ମରାମତି କାର୍ଯ୍ୟ ପାଇଁ କୁଆଖାଇ LHS ବ୍ରିଜ୍ ବନ୍ଦ କରିବାକୁ NHAI / SJEPL…

ନାବାଳିକା ବେକରେ ଲୁହାର ଶିକୁଳି ପକାଇଲେ ବାପା, ଜାଣନ୍ତୁ କାରଣ

କେନ୍ଦୁଝର: ବେକରେ ଲୁହା ଶିକୁଳି । ସେଥିରେ ଝୁଲୁଛି ତାଲା। ତେବେ କିଏ ଏହି ଝିଅ? କାହିଁକି ତାର ବେକରେ ଏଭଳି ଲୁହାର ଶିକୁଳି ପଡିଛି ଜାଣିଲେ ଆପଣ ବି ହାତବାକ ହୋଇ ପଦବେ। ବେକରେ ଲୁହ ଶିକୁଳି ପଡିଥିବା ଏହି ନାବାଳିକା ଝିଅ ହେଉଛନ୍ତି କେନ୍ଦୁଝର ସଦର ଥାନା ବରଦାପାଳ ଗାଁର ଜାମଦା ମାଝିଙ୍କ…

ଆଣ୍ଡ୍ରୋଏଡ୍ ଫୋନକୁ କାହିଁକି ପସନ୍ଦ କରନ୍ତି ବିଲ୍ ଗେଟ୍ସ ?

ନୂଆଦିଲ୍ଲୀ: ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍ ଗେଟ୍ସଙ୍କର ଆଜିବି ପ୍ରଥମ ପସନ୍ଦ ରହିଛି ଆଣ୍ଡ୍ରଏଡ୍ ଡିଭାଇସ୍। ଏନେଇ ଅଡିଓ ଚାଟ୍ ଆପ୍ କ୍ଲବହାଉସରେ ଏକ ସାକ୍ଷାତକାରରେ ଏହି ଉଦ୍ୟୋଗ ପତି ଜଣକ କହିଛନ୍ତି ଯେ ସେ ଆପଲ୍ ଆଇଫୋନ୍ ଅପେକ୍ଷା ଆଣ୍ଡ୍ରଏଡ୍ ସ୍ମାର୍ଟଫୋନ୍ ଅଧିକ ପସନ୍ଦ କରନ୍ତି।…

ଜେଲରୁ ବେଲରେ ଆସି ହତ୍ୟାକାଣ୍ଡ, ପୀଡ଼ିତାଙ୍କ ପିତାଙ୍କୁ ଗୁଳି କରି ମାରିଦେଲା ଅଭିଯୁକ୍ତ

ହାଥରସ୍: ପୁଣି ଚର୍ଚ୍ଚାରେ ହାଥରସ୍ । ନାରୀ ନିର୍ଯାତନା ଅବା ଦୁଷ୍କର୍ମ ମାମଲାକୁ ନେଇ ଚର୍ଚ୍ଚାରେ ରହୁଥିବା ହାଥରସ୍ ପୁଣି ଟାଇମଲାଇନକୁ ଆସିଛି । ହାଥରସର ସସନି ଅଞ୍ଚଳରେ ଦୁଷ୍କର୍ମ ଅଭିଯୁକ୍ତ ପୀଡ଼ିତାଙ୍କ ପିତାଙ୍କୁ ଗୁଳି କରି ହତ୍ୟା କରିଛି । ହତ୍ୟା ଘଟଣାରେ ୪ ଜଣ ସମ୍ପୃକ୍ତ ଥିବାବେଳେ…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ, ୬ଟି ସ୍ଥାନରେ ଚଢ଼ାଉ ଜାରି

ଗଜପତି: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରିଛି । ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ନାଗେଶ୍ୱର ସେନାପତିଙ୍କ ଅଫିସ୍ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି । ପାରଳାଖେମୁଣ୍ଡି ଜଗନ୍ନାଥ ବିହାର ତୃତୀୟ ଗଳିରେ ଥିବା ବାସଭବନ, ଗଜପତି ଜିଲ୍ଲାର…

ଓଲଟି ପଡିଲା ଯାତ୍ରୀବାହୀ ବସ୍ ପ୍ରିନ୍ସ; ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ମହାକାଳପଡା: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ବ୍ଲକ କୁମାରୁଣି ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‍ ପ୍ରିନ୍ସ । ଅଳ୍ପକେ ବର୍ତ୍ତିଯାଇଛନ୍ତି ୪୬ ଯାତ୍ରୀ । ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଥିବା ଜଣାପଡିଛି । ସୂଚନାନୁସାରେ, ପ୍ରିନ୍ସ ନାମକ ଏକ ଘରୋଇ ବସ୍ କଟକ ଅଭିମୁଖେ ଯାଉଥିବା ବେଳେ…

ଭାରସାମ୍ୟ ହରାଇ ଓଲଟି ପଡିଲା ଟ୍ରକ; ୬ ଶ୍ରମିକ ମୃତ, ୧୦ ରୁ ଅଧିକ ଆହତ

କାନପୁର: ଉତ୍ତର ପ୍ରଦେଶର କାନପୁର ଜିଲ୍ଲାରେ ଘଟିଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏଥିରେ ୬ ଜଣ ଶ୍ରମିକ ପ୍ରାଣ ହରାଇବା ସହ ୧୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି । ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଁଚି ମୃତଦେହକୁ ଜବତ କରି ପୋଷ୍ଟମଟର୍ମ ପାଇଁ ପଠାଇଛି । ଏହାସହ ଆହତଙ୍କୁ…

ଗ୍ରୀଷ୍ମଲହରି ପ୍ରଭାବରେ ସନ୍ତୁଳି ହେଉଛି ଓଡ଼ିଶା; ଆଗକୁ ପ୍ରକୋପ ଆହୁରି ବଢିବ

ଭୁବନେଶ୍ବର : ଚଳିତ ବର୍ଷ ଫେବୃଆରୀ ମାସରୁ ଦେଖିବାକୁ ମିଳିଛି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ମାର୍ଚ୍ଚରୁ ମେ’ ମାସ ମଧ୍ୟରେ ସୂର୍ଯ୍ୟଙ୍କ ପ୍ରକୋପ ଓଡ଼ିଶା ଉପରେ ଟିକେ ଅଧିକ ରହିବ। ଏହି ତିନି ମାସରେ ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ।…

ଚିକିତ୍ସା ଅବହେଳାରୁ ୨ ନବଜାତ ଶିଶୁ ପୁତ୍ରଙ୍କ ମୃତ୍ୟୁ ଅଭିଯୋଗ

ଯାଜପୁର : ଚିକିତ୍ସା ଅବହେଳାରୁ ୨ ନବଜାତ ଶିଶୁ ପୁତ୍ରଙ୍କ ମୃତ୍ୟୁ ଅଭିଯୋଗ। ଯାଜପୁର ଜିଲ୍ଲା ଦାନଗଦୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଘଟିଛି ଏଭଳି ଘଟଣା। ଡାକ୍ତର ଓ ନର୍ସ ଙ୍କ ଚିକିତ୍ସା ଅବହେଳାରୁ ୨ ନବଜାତ ଶିଶୁ ପୁତ୍ରଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାକୁ ନେଇ…

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ ତା୨-୩-୨୦୨୧ ମଙ୍ଗଳବାର ଆଜି ଦିନର ମହତ୍ତ୍ଵ ଆଜି ୨୦୨୧ମସିହା ମାର୍ଚ୍ଚ ତା ୨ ରିଖ ମଙ୍ଗଳ ବାର କୁମ୍ଭ ୧୯ଦିନ ଫାଲଗୁନ ମାସ କୃଷ୍ଣପକ୍ଷ ଚତୁର୍ଥୀ ତିଥି ଚିତ୍ରା ନକ୍ଷତ୍ର କନ୍ୟା ଚନ୍ଦ୍ର ଆଜିର ଘାତ ବାର- ମକର ରାଶିର ଆଜିର ଘାତ ଚନ୍ଦ୍ର- ବୃଷ ରାଶି ପୁରୁଷ ଓ ଧନୁ…