ଧିକ୍ ନେତାଗିରି
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର…
ଆମେ ଜଣେ ଶ୍ରମିକନେତା ଭାବେ ଜଣାଶୁଣା । ଏବେ ଏ ବିଶ୍ଲେଷଣଟି ଭାରି ଅଡୁଆ ଲାଗୁଛି । ଜଣେ ସାଧୁ ବ୍ୟଭିଚାରୀ ହେଲେ ଲୋକେ ପୁରା ସାଧୁସମାଜକୁ ସନ୍ଦେହ ଚକ୍ଷୁରେ ଦେଖନ୍ତି । ଆଗର ସେ ସର୍ବତ୍ୟାଗୀ ବିପ୍ଲବୀ ଶ୍ରମିକନେତାମାନେ ନାହାଁନ୍ତି ।…