ଓଡ଼ିଶାରୁ ୮୬ ନୂଆ କରୋନା ରୋଗୀ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୬ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ ମୋଟ୍ ସଂକ୍ରମିତ ସଂଖ୍ୟା ୩ ଲକ୍ଷ ୩୭ ହଜାର ୨୭୭ରେ ପହଞ୍ଚିଛି।
ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।…