Latest Odisha News

BREAKING NEWS

Yearly Archives

2021

ମାର୍ଚ୍ଚ ୩୧ ଯାଏ ବିଦେଶକୁ ଉଡ଼ିବନି ବିମାନ

ନୂଆଦିଲ୍ଲୀ : ମାର୍ଚ୍ଚ ୩୧ ତାରିଖ ଯାଏଁ ବଢ଼ିଲା କରୋନା ପାଇଁ ଅନ୍ତର୍ଜାତୀୟ ବିମାନ ସେବା ଉପରେ ଲାଗିଥିବା କଟକଣା । ଏହାର ଅର୍ଥ ଆସନ୍ତା ମାର୍ଚ୍ଚ ୩୧ ତାରିଖ ଯାଏ ଭାରତରୁ କୌଣସି ଅନ୍ତର୍ଜାତୀୟ ବିମାନ ସେବା ଉପଲବ୍ଧ ହେବନାହିଁ । ଏ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ କରିଛି ଡିଜିସିଏ । କରୋନା…

୨୫୦ ଟଙ୍କାରେ କରୋନା ଟିକା

ନୂଆଦିଲ୍ଲୀ : ଆସନ୍ତା ସୋମବାରରୁ ସାରା ଦେଶରେ ଆରମ୍ଭ ହେବ ତୃତୀୟ ପର୍ଯ୍ୟାୟ ଟିକାକରଣ । ଏଥିପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ତୃତୀୟ ପର୍ଯ୍ୟାୟରେ ୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଟିକା ଦିଆଯିବ । ଏଥିସହ ୪୫ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ବି ଟିକା ନେବେ । ଯେଉଁମାନେ ବହୁବିଧ…

ଶିଶୁମାନଙ୍କ କ୍ଷେତ୍ରରେ ଉପୁଜୁଥିବା ଫ୍ୟାଟି ଲିଭର ରୋଗ ସମ୍ପର୍କରେ କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଶିଶୁମାନଙ୍କ କ୍ଷେତ୍ରରେ ଉପୁଜୁଥିବା ଫ୍ୟାଟି ଲିଭର ରୋଗର କାରଣ, ସମସ୍ୟା ଓ ନିରାକରଣ ସମ୍ପର୍କିତ ଏକ କନ୍‌ଟିନ୍ୟୁଇଙ୍ଗ୍ ମେଡିକାଲ୍ ଏଜୁକେସନ୍ (ସିଏମ୍‌ଇ) କାର‌୍ୟ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍…

ମାର୍ଚ୍ଚ ମାସ ପାଇଁ କରୋନା ଗାଇଡ୍‌ଲାଇନ୍‌ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ବର : କରୋନା ପାଇଁ ମାର୍ଚ୍ଚ ମାସର ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର । ଜିଲ୍ଲାପାଳ, ସ୍ଥାନୀୟ ଅଧିକାରୀ ସତର୍କତାର ସହ କରିପାରିବେ କଣ୍ଟେନମେଣ୍ଟ । ଜନସଚେତନତା ପାଇଁ ବ୍ୟାପକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି । ବାହାଘର ଓ ଶୁଦ୍ଧିକାର୍ଯ୍ୟରେ ସର୍ବାଧିକ ୫୦୦ ଲୋକଙ୍କୁ…

ଆସନ୍ତାକାଲି ଶ୍ରୀହରିକୋଟାରୁ ଆମାଜୋନିଆ-୧ ସହ ଅନ୍ୟ ୧୮ଟି ଉପଗ୍ରହର ଉତକ୍ଷେପଣ

ବିଶାଖାପାଟନମ : ଆସନ୍ତାକାଲି ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ୍ ଧାୱନ ମହାକାଶ କେନ୍ଦ୍ରରୁ ଉପଗ୍ରହ ଆମାଜୋନିଆ-୧ ସହ ୧୮ଟି ଉପଗ୍ରହକୁ ଉତକ୍ଷେପଣ କରାଯିବ । ଏହା ରବିବାର ଭାରତୀୟ ସମୟ ୧୦ଟା ୨୪ରେ ଉତକ୍ଷେପଣ ହେବ । ଏଥିପାଇଁ ଆରମ୍ଭ ହୋଇଛି କାଉଣ୍ଟାଡାଉନ୍ । ମିଳିଥିବା ସୂଚନା…

ଚଢେଇ ଫାଶରେ ପଡିଲା ‘ତମ୍ପ’

ଭୁବନେଶ୍ୱର: ଚଢେଇ ଧରିବା ପାଇଁ ବସାଯାଇଥିଲା ଫାଶ, ହେଲେ ଚଢେଇ ନୁହେଁ ଫସିଗଲା ତମ୍ପ ସାପ । ଘଟଣାଟି ଘଟିଛି ଭୁବନେଶ୍ୱର ଚିଲି ପୋଖରୀ ଅଞ୍ଚଳରେ । ଗତ କାଲି ଶିବନଗର ତେଲୁଗୁ ବସ୍ତିରେ ଏନ ତିରୁପତିଙ୍କ ଘର ନିକଟରୁ ଏହି ୫ ଫୁଟ ଲମ୍ବର ବଡ଼ ତମ୍ପ ସାପକୁ ଉଦ୍ଧାର କରିଛନ୍ତି ସ୍ନେକ ହେଲ୍ପ ଲାଇନ…

ଓଡିଶା ମହିଳା ଲିଗ୍ ଫୁଟବଲ ଫେବୃୟାରୀ ୨୮ରୁ

ଭୁବନେଶ୍ୱର: ଓଡିଶା ଫୁଟବଲ ଆସୋସିଏଶନ ଏବଂ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଆନୁକୂଲ୍ୟରେ ଓଡିଶା ମହିଳା ଲିଗ୍ ଫୁଟବଲ ଟୁର୍ଣ୍ଣାମେଂଟ ୨୮ ଫେବୃୟାରୀରୁ ଆରମ୍ଭ ହେବାକୁ ଯାଉଛି । ଏହା ୨୭ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ । ଏହି ମୁକାବିଲାର ସମସ୍ତ ମ୍ୟାଚ କଳିଙ୍ଗ ଷ୍ଟାଡିୟମର ମୂଖ୍ୟ ଫୁଟବଲ…

ରବୀନା ଟଣ୍ଡନଙ୍କ ଝିଅ ରାଶାଙ୍କୁ ଟାଏକୋଣ୍ଡୋରେ ବ୍ଲାକ ବେଲ୍ଟ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରବୀନା ଟଣ୍ଡନଙ୍କ ଝିଅ ରାଶା ଟାଏକୋଣ୍ଡୋରେ ବ୍ଲାକ ବେଲ୍ଟ ହାସଲ କରିଛନ୍ତି । ଝିଅ ସହ ଫଟୋ ଶେୟାର କରି ସୋସିଆଲ ମିଡିଆରେ ରବୀନା ଲେଖିଛନ୍ତି ରାଶା ମୁଁ ତୁମ ପାଇଁ ଗର୍ବିତ । ବିଭିନ୍ନ ମହଲରୁ ଉଭୟ ମାଆ ଏବଂ ଝିଅଙ୍କ ପ୍ରତି ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି ।…

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ପାଇଁ ଭାରତୀୟ ମହିଳା କ୍ରିକେଟ ଦଳ ଘୋଷିତ

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ଓ ମହିଳା ଟି୨୦ କ୍ରିକେଟ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଏହି ଗସ୍ତରେ ଦକ୍ଷିଣ ଆଫ୍ରିକା ୫ ଦିନିକିଆର ଏବଂ ୩ଟି ଟି୨୦ ମ୍ୟାଚ ଖେଳିବ । ସମସ୍ତ ମ୍ୟାଚ ଲକ୍ଷ୍ନୌରେ ଖେଳାଯିବ । ସମସ୍ତ ଖେଳାଳିଙ୍କୁ ୫ ଦିନ କ୍ୱାରେଂଟାଇନରେ ରଖାଯିବ…

ମିଶନ ତାମିଲନାଡୁରେ ରାହୁଲ ଗାନ୍ଧୀ

ଥୁଥୁକୁଡି: କଂଗ୍ରେସର ପୂର୍ବତନ ସଭାପତି ତଥା ୱାୟାନାଡ ସାଂସଦ ରାହୁଲ ଗାନ୍ଧୀ ତାମିଲନାଡୁ ଗସ୍ତରେ ଅଛନ୍ତି। ଥୁଥୁକୁଡିରେ ପହଞ୍ଚିବା ପରେ ତାଙ୍କୁ ସମର୍ଥକମାନେ ସ୍ୱାଗତ କରିଥିଲେ। ରୋଡ୍ ସୋ ପରେ ସମାବେଶକୁ ସମ୍ବୋଧିତ କରି କଂଗ୍ରେସ ନେତା କେନ୍ଦ୍ର ସରକାରଙ୍କ ଉପରେ କଡ଼ା ଆକ୍ରମଣ କରିଥିଲେ।…