Latest Odisha News

BREAKING NEWS

Yearly Archives

2021

ଘରୋଇ ବିମାନ ଯାତ୍ରୀଙ୍କ ପାଇଁ ଆରଟି-ପିସିଆର ଟେଷ୍ଟ ବାଧ୍ୟତାମୂଳକ କଲେ ମହାରାଷ୍ଟ୍ର ସରକାର

ମହାରାଷ୍ଟ୍ର : ଓମିକ୍ରନକୁ ନେଇ ଏବେ ବଢୁଛି ଭୟ । କରୋନା ଭାଇରସର ନୂତନ ଭାରିଆଣ୍ଟ ଓମିକ୍ରନକୁ ସମଗ୍ର ବିଶ୍ୱରେ ଭୟ ଓ ଆତଙ୍କର ବାତାବରଣ ଖେଳିଯାଇଛି । ବିଶ୍ୱ ସ୍ୱାସ୍ଥ୍ୟ ସଂସ୍ଥା ହୁ ଓମିକ୍ରନକୁ ଭୟାନକ ବୋଲି କହିବା ପରେ ମହାରାଷ୍ଟ୍ର ସରକାର ଏବେ ସମସ୍ତ ଘରୋଇ ବିମାନ ଯାତ୍ରୀମାନଙ୍କ ପାଇଁ…

ରାଜ୍ୟରେ ସରକାରୀ କର୍ମଚାରୀ ଓ ଓକିଲ ମାନଙ୍କୁ ୧ ଟଙ୍କାରେ ଘର ଯୋଗାଇଦେବେ ଯୋଗୀ ସରକାର

ଦିଲ୍ଲୀ : ଆଗକୁ ଦେଶର ୫ ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ହେଲେ ସବୁଠାରୁ ଅଧିକ ଚର୍ଚ୍ଚାରେ ରହିଛି ଉତ୍ତର ପ୍ରଦେଶ । ହେଲେ ଏଥର ରାଜ୍ୟରେ ତୃତୀୟ ,ଚତୁର୍ଥ ଶ୍ରେଣୀ କର୍ମଚାରୀ ଓ ଓକିଲ ମାନଙ୍କୁ ୧ ଟଙ୍କାରେ ସରକାରୀ ଘର ଯୋଗାଇ ଦେବା ପାଇଁ ଯୋଗୀ ସରକାର ବିଚାର…

ବଢୁଛି ଓମିକ୍ରନ୍ ଭୟ : ଦିଲ୍ଲୀ ବିମାନବନ୍ଦରରେ ୪ କରୋନା ପଜିଟିଭ ଚିହ୍ନଟ

ଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦରରେ ୪ଜଣ ଲଣ୍ଡନ ଫେରନ୍ତା କରୋନା ପଜିଟିଭ୍ ଚିହ୍ନଟ । ଏହାପରେ ବିମାନ ବନ୍ଦରରେ ଟେଷ୍ଟିଂ ଓ ଟ୍ରାକିଂକୁ ଆହୁରି ତ୍ୱରାନ୍ୱିତ କରାଯାଇଛି । ସେଠାରୁ ସଂକ୍ରମିତଙ୍କୁ ସିଧା ଏଲଏନଜେପି ହସ୍ପିଟାଲ ନିଆଯାଇ ସଙ୍ଗରୋଧରେ ରଖାଯାଇଛି । ଲଣ୍ଡନ ଓ ଆର୍ମଷ୍ଟରଡମରୁ…

ମଞ୍ଚସ୍ଥ ହେବ ‘ଚତୁରା କାହାର’

ଭୁବନେଶ୍ୱର : ନାଟ୍ୟ ସଂସ୍ଥା "ମୁକ୍ତି" ପକ୍ଷରୁ ଏକ ହାସ୍ୟରସାତ୍ମକ ନାଟକ "ଚତୁରା କାହାର " ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଡିସେମ୍ବର ୨ ଓ ୩ ସନ୍ଧ୍ୟାରେ ମଞ୍ଚସ୍ଥ ହେବାର କାର୍ଯ୍ୟକ୍ରମ ରହିଛି। କାର୍ଲୋ ଗୋଲଦୋନିଙ୍କ ରଚିତ ଏହି ନାଟକକୁ ଶକ୍ତି ମହାନ୍ତି ଓଡ଼ିଆରେ ଅନୁବାଦ କରିଛନ୍ତି ଏବଂ…

ବିଶ୍ୱ ଏଡ୍‌ସ ଦିବସ: ଚଳିତ ବର୍ଷର ବାର୍ତ୍ତା ‘ଅସମାନତା ସମାପ୍ତ କର ଏଡ୍‌ସ ହଟାଅ’

ଭୁବନେଶ୍ୱର: ଆଜି ବିଶ୍ୱ ଏଡ୍‌ସ ଦିବସ । ଦିନଥିଲା ବିଶ୍ବରେ ମହାମାରୀ ଏଚ୍ଆଇଭି ଏଡ୍ସ ଭୟଙ୍କର ରୂପ ଧାରଣ କରିଥିଲା । ବର୍ତ୍ତମାନ କରୋନା ମହାମାରୀର ପ୍ରକୋପ ଚାଲିଛି । ଯଦିଓ ଏଚ୍ଆଇଭିର ମାତ୍ରା ଟିକେ କମ୍ ଅଛି ତଥାପି ଏଡ୍‌ସ ଭୟ ସମ୍ପୂର୍ଣ୍ଣ ରୂପେ ଯାଇନାହିଁ । ଆଜି ବି ନିରବ ମୁଦ୍ରାରେ…

ଡିସେମ୍ବର ୧୫ ପର୍ଯ୍ୟନ୍ତ ଭାରତରୁ ବିଦେଶକୁ ବିମାନ ଉଡାଣ ମନା

ଦିଲ୍ଲୀ : ଡିସେମ୍ବର ୧୫ ପର୍ଯ୍ୟନ୍ତ ଭାରତରୁ ବିଦେଶକୁ ବିମାନ ଉଡାଣ ମନା । ଭାରତରୁ ବିଦେଶକୁ ଆଉ ବିମାନ ଉଡିବ ନାହିଁ ବୋଲି କଟକଣା ଜାରି କରିଛି ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ । ଦକ୍ଷିଣ ଅଫ୍ରିକାର ଓମିକ୍ରନ ଭାରିଆଣ୍ଟକୁ ନେଇ ଭୟ ଚାରିଆଡେ ବ୍ୟାପି ଯାଇଛି । ଅନେକ ଦେଶକୁ ମଧ୍ୟ ଏହି…

ଆକାଶ ମହୁରିଆ ମୃତ୍ୟୁ ମାମଲା: ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ

ଜୟପୁର: ୨୦୧୭ରେ ସାମ୍ନାକୁ ଆସିଥିଲା ଆକାଶ ମହୁରିଆ ମୃତ୍ୟୁ ମାମଲା । ଏହି ଘଟଣାକୁ ନେଇ ସମଗ୍ର କୋରାପୁଟ୍ ଜିଲ୍ଲାରେ ହଟଚମଟ ସୃଷ୍ଟି ହୋଇଥିଲା । ଚର୍ଚ୍ଚା ହୋଇଥିଲା ହତ୍ୟାକୁ ଦୁର୍ଘଟଣାର ରୂପ ଦେଇଥିଲା ତତ୍କାଳୀନ ତଦନ୍ତକାରୀ ଟିମ୍ । ହେଲେ ଶେଷରେ ଆକାଶ ମୃତ୍ୟୁ ମାମଲାରେ ତଦନ୍ତର ଦିଗ ନୂଆ…

ବଲିଉଡରେ ଏଣ୍ଟ୍ରି କରିପାରନ୍ତି ନିକ୍ ଜୋନାସ , ବଲିଉଡକୁ ନେଇ କହିଲେ ଏମିତି

ମୁମ୍ବାଇ : ବଲିଉଡରେ ଏଣ୍ଟ୍ରି ମାରି ପାରନ୍ତି ପ୍ରିୟଙ୍କା ଚୋପ୍ରାଙ୍କ ପତି ନିକ୍ ଜୋନାସ । ଏକ ସୋ' ରେ ନିକ ଜୋନାସଙ୍କୁ ବଲିଉଡ ବାବଦରେ ପଚରା ଯାଇଥିଲା । ''ମୁଝେ ବଲିଉଡ୍ ଫିଲ୍ମ ସେ ପ୍ୟାର ହୈ'' ବୋଲି ନିକ କହିଛନ୍ତି ।ଏହି ସମୟରେ ନିକି ବଲିଉଡ ଫିଲ୍ମର ଗୀତ ଗୁଡିକୁ ଖୁବ୍ ପସନ୍ଦ କରନ୍ତି…

ବିସ୍କୁଟ୍ କିଙ୍ଗ ରାଜନ ପିଲ୍ଲାଇଙ୍କ ଉପରେ ନିର୍ମିତ ହେବ ହିନ୍ଦୀ ୱେବ ସିରିଜ୍

ମୁମ୍ବାଇ: ମଲୟାଲମ ଫିଲ୍ମ ଇଣ୍ଡଷ୍ଟ୍ରୀର ସୁପରଷ୍ଟାର ପୃଥିବୀରାଜ ସୁକୁମାରନ୍ । ୨୦୦୨ରେ ଅଭିନୟ ଦୁନିଆରେ ପାଦ ଥାପିବା ପରେ ଏହି ଅଭିନେତା ଲୁସିଫର୍ ଭଳି ଫିଲ୍ମର ନିର୍ଦ୍ଦେଶନା ଦେଇଥିଲେ । ଆଗାମୀ ଦିନରେ ପୃଥିବୀରାଜ ବିସ୍କୁଟ୍ କିଙ୍ଗ ରାଜନଙ୍କ ଉପରେ ଏକ ହିନ୍ଦୀ ୱେବ ସିରିଜ୍ ନିର୍ମାଣ…

୫-ଟି ଛାଟ: ଚାରି ପ୍ରଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଚାରି ଜଣ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର । କାର୍ଯ୍ୟରେ ଅବହେଳା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଓଡ଼ିଶା କାଉନସିଲ୍ ଅଫ୍ ସ୍ପୋର୍ଶର ଏହି ଚାରି ଜଣ ପ୍ରଶିକ୍ଷକ ହେଲେ ଭଲିବଲ କୋଚ୍ ପ୍ରଭାକର ତ୍ରିପାଠୀ ଓ…