Latest Odisha News

BREAKING NEWS

Yearly Archives

2021

IPS ଅରୁଣ ରାୟଙ୍କୁ ଅଗ୍ନିଶମ ବିଭାଗ ଡିଜି ଦାୟିତ୍ୱ,

ଭୁବନେଶ୍ୱର:  ବରିଷ୍ଠ IPS ଅରୁଣ ରାୟଙ୍କୁ ଗୁରୁ ଦାୟିତ୍ୱ । ଅଗ୍ନିଶମ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହାସହ ହୋମଗାର୍ଡ ଡିଜି, ସିଭିଲ୍ ଡିଫେନ୍ସ ନିର୍ଦ୍ଦେଶକ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

ରାଜ୍ୟରେ ୨୪ ଘଣ୍ଟାରେ ୨୩୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ୧୦୪୯୩୪୫ରେ ପହଞ୍ଚିଲା ପଜିଟିଭ୍  ସଂଖ୍ୟା । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି…

ବିଧାନସଭାରେ ମମିତା ତାତି: ଗେଟ୍ ଆଗରେ କଂଗ୍ରେସର ଧାରଣା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଚଳିତ ଅଧିବେଶନରେ ଗୃହ ହୁଲସ୍ତୁଲ ହେବ ପ୍ରଥମ ଦିନରୁ ଏହାର ଝଲକ ଦେଖିବାକୁ ମିଳିଛି । ଆଜି ପ୍ରଥମ ଦିନରେ ଉଠିଲାଣି ମମିତା ମେହେର ହତ୍ୟା ମାମଲା । ଅଧିବେଶନ ଆରମ୍ଭରୁ ବିଧାନସଭା ଗେଟ୍ ଆଗରେ କଂଗ୍ରେସ ଧାରଣା ଦେଇଛି ।…

ବଙ୍ଗୋମୁଣ୍ଡା ଆଇଆଇସି ବିନୋଦ ନାୟକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ

ବଲାଙ୍ଗିର: ଭିଜିଲାନ୍ସା ଜାଲରେ ପଡ଼ିଥିବା ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଆଇଆଇସି ବିନୋଦ ନାୟକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ । ତାଙକ୍ ସରକାରୀ ବାସଭବନରୁ ନଗଦ ୩ ଲକ୍ଷ ୮୦ ହଜାର ୯୨୦ ଟଙ୍କା ଜବତ ହୋଇଛି । ଏଯାଏ ତାଙ୍କ ପାଖରୁ ମୋଟ୍ ୫ ଲକ୍ଷ ୮୬ହଜାର ୨୨୦ ଟଙ୍କା ଜବତ କରିଛି ଭିଜିଲାନ୍ସ ।…

ବିଦେଶ ଫେରନ୍ତାଙ୍କ ପାଇଁ ସଂଶୋଧିତ ଗାଇଡଲାଇନ ଆଜିଠାରୁ ଲାଗୁ

ଭୁବନେଶ୍ୱର: ସାରା ବିଶ୍ୱରେ କରୋନାର ଓମିକ୍ରନ ଭାରିଆଣ୍ଟ ଆତଙ୍କ ।  ବିଦେଶ ଫେରନ୍ତାଙ୍କ ପାଇଁ ସଂଶୋଧିତ ଗାଇଡଲାଇନ ଆଜିଠାରୁ ଲାଗୁ ହୋଇଛି । କୋଭିଡ୍‌ର ନୂଆ ଘାତକ ପ୍ରଜାତି ‘ଓମିକ୍ରନ୍‌’କୁ ନେଇ ଏବେ ବିଶ୍ବବ୍ୟାପୀ ଭୟ ଓ ଆତଙ୍କର ବାତାବରଣ ଦେଖିବାକୁ ମିଳିଛି । ସମଗ୍ର ଏସିଆ, ୟୁରୋପ,…

ସାରା ବିଶ୍ୱରେ ଓମିକ୍ରନ ଆତଙ୍କ : ମହାରାଷ୍ଟ୍ରରେ ଦକ୍ଷିଣ ଆଫ୍ରିକା ଫେରନ୍ତା ୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ସାରା ବିଶ୍ୱରେ ଖେଳୁଛି ଓମିକ୍ରନ ଆତଙ୍କ । ମହାରାଷ୍ଟ୍ରରେ ୬ ପଜିଟିଭ ଚିହ୍ନଟ ।  ଏମାନେ ହେଲେ ଦକ୍ଷିଣ ଆଫ୍ରିକା ଓ ସଂକ୍ରମିତ ଦେଶରୁ ଆସିଥିବା ୬ ଜଣ ଯାତ୍ରୀ ନୂତନ ମାରାତ୍ମକ ଭାରିଆଣ୍ଟ ଓମିକ୍ରନ୍ ଭାରତରେ ବୁଲିଲାଣି ଅଥଚ ତାହା ଚିହ୍ନଟ ହୋଇପାରିନି । ତେଣୁ ଉଭୟ ପରୀକ୍ଷା ଓ…

ଆସୁଛି ବାତ୍ୟା! ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ବାତ୍ୟା ‘ଜୱାଦ’ ଆସନ୍ତା ୪ ତାରିଖ ସକାଳେ ଉତ୍ତର ଆନ୍ଧ୍ରପ୍ରଦେଶ- ଓଡ଼ିଶା ଉପକୂଳ ଛୁଇଁବ ବୋଲି ଆଜି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇଛି । ବାତ୍ୟାନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି । ତେବେ ସମ୍ଭାବ୍ୟ ବାତ୍ୟା ଉପରେ ନଜର ରଖିବାକୁ…

ମମିତା ପ୍ରସଙ୍ଗରେ ହୁଲସ୍ତୁଲ ହେବ ବିଧାନସଭା

ଭୁବନେଶ୍ୱର: ବିଧାନସଭାର ଶୀତକାଳୀନ ଅଧିବେଶନ ଏଥର କମ୍ପିବ । ସରକାରଙ୍କୁ ଘେରିବା ପାଇଁ ବିରୋଧୀଙ୍କ ହାତରେ ମାଳ ମାଳ ପ୍ରସଙ୍ଗ । ବିଶଷ କରି ମମିତା ମେହେର ହତ୍ୟା ମାମଲାରେ ସରକାରଙ୍କୁ ଟାର୍ଗେଟ କରିବେ ବିରୋଧୀ । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଓ ଘଟଣାର ସିବିଆଇ ତଦନ୍ତ ଦାବିରେ…

ହାଜତ ମୃତ୍ୟୁ ମାମଲା: ୪ ଜଣ ପୁଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ

ଭୁବନେଶ୍ୱର: ଏକ ହାଜତ ମୃତ୍ୟୁ ମାମଲାରେ ପୁଲିସ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଛି | ୪ ପୋଲିସ ଅଧିକାରୀଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ ହୋଇଛି । ପୋଲିସ୍ ହେପାଜତ ମୃତ୍ୟୁ ଘଟଣାରେ ଏହି ୪ ପୋଲିସ୍‌ ଅଧିକାରୀଙ୍କ ବିରୋଧରେ କ୍ରାଇମ୍‌ବ୍ରାଞ୍ଚ ହତ୍ୟା ମାମଲା ରୁଜୁ କରିଛି । ୨୦୧୭ ମସିହାରେ…

ଆଜିଠୁ ବିଧାନସଭା ଶୀତକାଳୀନ ଅଧିବେଶନ: ଆଗତ ହେବ ପ୍ରଥମ ଅତିରିକ୍ତ ବଜେଟ୍

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଆଜି ଅପରାହ୍ଣରେ ୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଗୃହରେ ଉପସ୍ଥାପନ କରାଯିବ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହାକୁ ଆଗତ କରିବେ । ୧୦ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ଆଗତ ହୋଇ ଅତିରିକ୍ତ ବଜେଟ୍ ଗୃହୀତ…