Latest Odisha News

BREAKING NEWS

Yearly Archives

2021

ପିଲା ଚୋର ସନ୍ଦେହରେ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ପିଟିଲେ ଲୋକ

ଢେଙ୍କାନାଳ: ପିଲା ଚୋର ସନ୍ଦେହରେ ଯୁବକଙ୍କୁ କାବୁ କରି ନିସ୍ତୁକ ପିଟିଲେ ଲୋକ । ଖୁଣ୍ଟରେ ବାନ୍ଧି ମାଡ଼ ମାରିଥିଲେ । ଢେଙ୍କାନାଳ ଟାଉନ୍ ଥାନା ଅନ୍ତର୍ଗତ କଣ୍ଟାନାଳୀ ବାଇପାସ୍ ନିକଟ ଏକ ବସ୍ତିରେ ଏଭଳି ଘଟଣା ଘଟିଛି । ରାତିରେ ପାଖାପାଖି 3ଟା ବେଳେ ଜଣେ ଅଜଣା ଯୁବକ ବସ୍ତିର ଜଣେ ଲୋକଙ୍କ…

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ନୀତି ଆୟୋଗ ବୈଠକ, ସାମିଲ ହେବେନି ମମତା ବାନାର୍ଜୀ ଓ ଅମରିନ୍ଦର ସିଂହ !

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ନୀତି ଆୟୋଗର ଗଭର୍ଣ୍ଣିଂ କାଉନସିଲ୍ ବୈଠକ । ଏଠାରେ କୃଷି, ଭିତ୍ତିଭୂମି, ଉତ୍ପାଦନ, ମାନବ ସମ୍ବଳ ବିକାଶ, ସର୍ବନିମ୍ନସ୍ତରରେ ସେବା ଯୋଗାଣ, ସ୍ୱାସ୍ଥ୍ୟ ଓ ପୃଷ୍ଟିହୀନତା ଆଦି ପ୍ରସଙ୍ଗରେ ଆଲୋଚନା ହେବ ।…

ଲଗାତାର ୧୨ ଦିନ ଧରି ତୈଳଦର ବୃଦ୍ଧି, ମାଲକାନଗିରିରେ ୯୬ ଛୁଇଁବ ପେଟ୍ରୋଲ

ଭୁବନେଶ୍ୱର: ଦରବୃଦ୍ଧି ସହ ବଢ଼ୁଛି ଆକ୍ରୋଶ । ଲଗାତାର ୧୨ ଦିନ ଧରି ତୈଳଦର ବୃଦ୍ଧି ଘଟିଛି । ଆଜି ପେଟ୍ରୋଲ ଲିଟର ପିଛା ୩୯ ପଇସା ବଢ଼ିଥିବା ବେଳେ ଡିଜେଲ୍ ଲିଟର ପିଛା ୩୭ ପଇସା ବଢ଼ିଛି । ଏଥସହ ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ସର୍ବାଧିକ ଦର ଥିବା ମାଲକାନଗିରିରେ ପେଟ୍ରୋଲ ୯୬ ଟଙ୍କା ପାର୍…

ନୂଆ ଲକର ନିୟମ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଆରବିଆଇକୁ ୬ ମାସ ମହଲତ

ନୂଆଦିଲ୍ଲୀ: ବ୍ୟାଙ୍କ ଗୁଡିକରେ ନୂଆ ଲକର ନିୟମ ଆଣିବା ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ୬ମାସ ମଧ୍ୟରେ ନିୟମ ପ୍ରସ୍ତୁତ କରିବାକୁ ଆରବିଆଇକୁ ମହଲତ ଦିଆଯାଇଛି। ସୁପ୍ରିମକୋର୍ଟ କହିଛନ୍ତି ଯେ ବ୍ୟାଙ୍କ ଗୁଡିକ ହେଉଛନ୍ତି ଲୋକଙ୍କ ସମ୍ପତ୍ତିର ଜଗୁଆଳି। ୟୁନାଇଟେଡ୍…

ହାତୀ ମୃତ୍ୟୁ ଘଟଣା: କର୍ଲାପାଟ ଅଭୟାରଣ୍ୟରେ କେନ୍ଦ୍ରୀୟ ଟିମ୍‌ର ଅନୁଧ୍ୟାନ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା କର୍ଲାପାଟ ଅଭୟାରଣ୍ୟରେ ହାତୀ ମୃତ୍ୟୁର ଅନୁଧ୍ୟାନ ଆରମ୍ଭ କରିଛି ତିନି ଜଣିଆ କେନ୍ଦ୍ରୀୟ ଟିମ୍ । ୧୪ ଦିନରେ ୬ଟି ହାତୀଙ୍କ ଅକାଳ ବିୟୋଗ ହୋଇଥିଲା । ଏବେ ଅଭୟାରଣ୍ୟରେ ମୃତ୍ୟୁର ଖୋଳାତାଡ ଚାଲିଛି । ଅନୁଧ୍ୟାନକାରୀ ଟିମରେ ସେଣ୍ଟର ଅଫ୍‌ ୱାଇଲଡ୍‌ ଲାଇଫ୍‌ର…

ଶିଶୁମାନଙ୍କୁ ସବୁଜ ପରିବା ଖୁଆନ୍ତୁ, ଜଙ୍କଫୁଡ୍‌ରୁ ଦୂରରେ ରଖନ୍ତୁ: ଶିଶୁ କର୍କଟ ବିଶେଷଜ୍ଞ

ଭୁବନେଶ୍ୱର: ପ୍ରତିବର୍ଷ ପୃଥିବୀରେ ପ୍ରାୟ ଚାରି ଲକ୍ଷ ଶିଶୁ କର୍କଟ ରୋଗରେ ଆକ୍ରାନ୍ତ ହୁଅନ୍ତି ଯେଉଁମାନଙ୍କ ମଧ୍ୟରୁ ପାଖାପାଖି ୧୨ ପ୍ରତିଶତ ଶିଶୁ ଭାରତର। ଶିଶୁମାନଙ୍କୁ ଏହି ରୋଗରୁ ଦୂରରେ ରଖିବା ନିମନ୍ତେ ପିତାମାତା ମାନଙ୍କର ବିଶେଷ ଦାୟିତ୍ୱ ରହିଛି ବୋଲି ଶୁକ୍ରବାର ଜଣେ ଶିଶୁ କର୍କଟ…

କମେଣ୍ଟ ମରାକୁ କେନ୍ଦ୍ର କରି ଯୁବତୀଙ୍କ ଜେଜେବାପାଙ୍କୁ ହତ୍ୟା, ବାପା ଗୁରୁତର

କାମାକ୍ଷାନଗର(ଢେଙ୍କାନାଳ): କମେଣ୍ଟ ମରାକୁ କେନ୍ଦ୍ର କରି ଯୁବତୀଙ୍କ ଜେଜେବାପାଙ୍କୁ ହତ୍ୟା ଅଭିଯୋଗ । ଦୁର୍ବୃତ୍ତଙ୍କ ଆକ୍ରମଣରେ ଯୁବତୀଙ୍କ ବାପା ଗୁରୁତର ହୋଇଛନ୍ତି । ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କଙ୍କଡ଼ାସୋଡ଼ା ଗାଁରେ ଏହି ଘଟଣା ଘଟିଛି । ସଂଘବଦ୍ଧ ଆକ୍ରମଣରେ ଯୁବତୀଙ୍କ…

ଧାନ କିଣା ନେଇ ଆଜି ବିଧାନସଭାରେ ବିବୃତି ରଖିବେ ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ଷୋଡ଼ଶ ବିଧାନସଭାର ଷଷ୍ଠ ଅଧିବେଶନ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଜାରି ରହିଛି । ପ୍ରଥମ ଦିନ ବିରୋଧୀ କଂଗ୍ରେସ କୋଟିଆ, ତୈଳଦର ବୃଦ୍ଧି, ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିଥିବା ନେଇ ହୋହଲ୍ଲା କରିବା ସହ ରାଜ୍ୟପାଳଙ୍କ ଅଭିଭାଷଣକୁ ବହିଷ୍କାର କରି ଗୃହ ତ୍ୟାଗ କରିଥିଲେ ।…

ଭାରତ-ଚୀନ ମଧ୍ୟରେ ଆଜି ଦଶମ ପର୍ଯ୍ୟାୟ ବୈଠକ, ଦେପସାଙ୍ଗ-ଗୋଗରା-ହଟ୍ ସ୍ପ୍ରିଙ୍ଗକୁ ନେଇ ହେବ ଆଲୋଚନା

ନୂଆଦିଲ୍ଲୀ: ପ୍ୟାଙ୍ଗୋଗ ହ୍ରଦର ଉତ୍ତର ଓ ଦକ୍ଷିଣ କୂଳରୁ ସୈନ୍ୟ ପ୍ରତ୍ୟାହାର ପରେ ଭାରତ ଓ ଚୀନ ମଧ୍ୟରେ ଆଜି ଦଶମ ପର୍ଯ୍ୟାୟ ବୈଠକ ବସୁଛି । ଏହି ବୈଠକରେ ପୂର୍ବ ଲଦାଖର ହଟ୍ ସ୍ପ୍ରିଙ୍ଗ, ଗୋଗରା ଓ ଦେପସାଙ୍ଗ କ୍ଷେତ୍ରରୁ ସୈନିକ ହଟାଇବା ପ୍ରସଙ୍ଗରେ ଆଲୋଚନା ହେବ । ଏହି ବୈଠକ ଏଲଏସିର ଚୀନ…

କବିତା : ଡଙ୍ଗା

ନାରାୟଣ ସାହୁ  ଏଇଠି ,, ଏଇଠି ଗୋଟିଏ ଡଙ୍ଗା ଥିଲା ନା ' ତା ବାଉରୀ! ସେ ନଈରେ ପାଣି କାଟି ଜିତିପାରେ କୂଳ ସେ ପବନରେ ଆଙ୍କିପାରେ ନିଜ ସିଂହାସନ ସେ ପଥରରେ ଦେବୀ ପୂଜେ ପକ୍ଷୀ ତାର ଦିଗ ଆଉ ମାଛ ତା' ବାହାନ! ବାଉରୀ ବାଉରୀ ବୋଲି ଡାକିଦିଏ ମଦନା "ଓ" ବୋଲି ଦକ୍ଷିଣରୁ ଭାସି…