Latest Odisha News

BREAKING NEWS

Yearly Archives

2021

ହ୍ୱିଲ୍ ଚେୟାର ଟେନିସ୍ କର୍ମଶାଳା ଉଦଘାଟିତ, ସାମିଲ ହେଲେ ୧୫ ଜଣ ଭିନ୍ନକ୍ଷମ ଖେଳାଳି

ଭୁବନେଶ୍ୱର: ଉଦଘାଟିତ ହେଲା ହ୍ୱିଲ୍ ଚେୟାର ଟେନିସ୍ କର୍ମଶାଳା । ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳ ଗୁରୁକୁଳ ଟେନିସ୍ ରିସୋର୍ଟରେ ଇଣ୍ଡିଆନ ହ୍ୱିଲ୍ ଚେୟାର ଟେନିସ ଟୁର୍ (IWTT) ସହଯୋଗରେ ଚକେଲେଟ୍ ଗ୍ରୁପ ଦ୍ୱାରା ୩ ଦିନିଆ କର୍ମଶାଳା ଆରମ୍ଭ ହୋଇଛି ।  ଆଜି ପ୍ରଥମ ଦିନରେ ହ୍ୱିଲ୍ ଚେୟାର…

୬ ଜଣଙ୍କୁ ବିଜେପି ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ଉପସଭାପତି ଦାୟିତ୍ବ

ଭୁବନେଶ୍ବର : ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚାକୁ ଶକ୍ତିଶାଳୀ କରିବା ପାଇଁ ଅଣ୍ଟା ଭିଡିଛି ବିଜେପି । ଏଥିପାଇଁ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନ କ୍ରମେ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଥାୟୀ ନିମନ୍ତ୍ରୀତ ସଦସ୍ୟ ଓ…

ଅମିତ ଶାହାଙ୍କ ବିରୋଧରେ ମାନହାନୀ କେସ୍‌ କଲେ ମମତାଙ୍କ ପୁତୁରା

କୋଲକାତା: ବିଜେପି ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀଙ୍କ ବିରୋଧରେ ମମତା​‌ ବାନାର୍ଜୀଙ୍କ ପୁତୁରା ମାନହାନୀ ମକଦ୍ଦମା କରିଛନ୍ତି । ଏହି ମାମଲାରେ ଶୁଣାଣି କରିବା ସହ ଏମପି-ଏମଏଲଏଙ୍କ ସ୍ବତନ୍ତ୍ର କୋର୍ଟ ଅମିତ ଶାହାଙ୍କୁ ୨୨ ଫେବୃଆରୀରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ।…

ବ୍ୟାଙ୍କ ଘରୋଇକରଣ ଲାଗି କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ବ୍ୟାଙ୍କ ୟୁନିୟନଙ୍କ ବିରୋଧ, ମାର୍ଚ୍ଚ ୧୦ରେ ସଂସଦ…

ନୂଆଦିଲ୍ଲୀ: ବ୍ୟାଙ୍କ ଘରୋଇକରଣ ଲାଗି କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ବ୍ୟାଙ୍କ ୟୁନିୟନମାନେ ବିରୋଧ କରିଛନ୍ତି । ଏଥିପାଇଁ ସାରା ଦେଶରେ ବ୍ୟାଙ୍କ କର୍ମଚାରୀମାନେ ବିଭିନ୍ନ ରାଜ୍ୟର ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏହା ସତ୍ତ୍ୱେ ଯଦି ସରକର ନିଷ୍ପତ୍ତି ପ୍ରତ୍ୟାହାର ନ କରନ୍ତି…

କାର୍‌ରେ ଡ୍ରଗ୍ସ ଆଣୁଥିବା ଅଭିଯୋଗରେ ବିଜେପି ଯୁବ ନେତ୍ରୀଙ୍କୁ ଗିରଫ କଲା ପୋଲିସ୍

କୋଲକାତା: କାର୍‌ରେ କୋକିନ୍‌ ଆଣୁଥିବା ବେଳେ ବିଜେପି ଯୁବ ନେତ୍ରୀ ଗିରଫ । ଗିରଫ ନେତ୍ରୀଙ୍କ ନାଁ ପାମେଲା ଗୋସ୍ୱାମୀ । ସେ ନିଜ କାର୍‌ରେ କୋକିନ୍ ନେଇଯାଉଥିବା ବେଳେ ତାଙ୍କୁ ଗିରଫ କରିଛି କୋଲକାତା ପୋଲିସ୍ । ଏଥିସହିତ ପାମେଲାଙ୍କ ବନ୍ଧୁ ପ୍ରବୀର କୁମାର ଦେଙ୍କୁ ମଧ୍ୟ କୋଲକାତାର ନ୍ୟୁ…

ବଡ଼ଲୋକିଆ ଅହଂକାର

ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’ ଯଦୁନାଥ ରଣସିଂହ ବାବାଜୀ ଲୋକ । ପ୍ରାଥମିକ ଶିକ୍ଷକ ଭାବେ ବିଦ୍ୟାଳୟରେ ପାଠପଢ଼ାଇବା ବ୍ୟତୀତ ବାକିତକ ସମୟ ସମାଜସେବାରେ କଟିଛି । ସାମାଜିକ ସଂସ୍କାର ପାଇଁ କେତେବେଳେ ମୃତଭୋଜିକୁ ବିରୋଧ କରିଛନ୍ତି ତ ଆଉ କେତେବେଳେ ଗାଁ ମଦଭାଟି ବିରୋଧରେ…

କଳା ସାରଙ୍କ କଳା କାରନାମା, ପ୍ରେମ ଜାଲରେ ଫସାଉଥିଲେ ଜଣେ ପରେ ଜଣେ ମହିଳାଙ୍କୁ, ଉଠାଇ ନେଲା ପୋଲିସ

କଟକ: କଳା ସାରଙ୍କ କଳା କାରନାମାକୁ ନେଇ ଚର୍ଚ୍ଚା । ନିଜ ପ୍ରେମ ଜାଲରେ ଫଶାଇ ଜଣକ ପରେ ଜଣେ ଚାରି ଜଣଙ୍କୁ ବିବାହ କରିଛନ୍ତି ରୋମିଓ ଶିକ୍ଷକ । ଏନେଇ ଥାନାରେ ଏତଲା ଦିଆଯାଛି । ଶିକ୍ଷକଙ୍କ ପତ୍ନୀ ଏନେଇ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ପାଇବେ ପରେ ସଂପୃକ୍ତ ଆର୍ଟ ଟିଚରଙ୍କୁ ଉଠାଇ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା, ୧୧ଟି ଜିଲ୍ଲାକୁ ୟେଲୋ…

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଦିଗରେ ଅବସ୍ଥିତ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡା, କଳାହାଣ୍ଡି, ରାୟଗଡା,…

ଟାଟା ଷ୍ଟିଲ୍ ବିଏସ୍ଏଲ୍ ପକ୍ଷରୁ କେନ୍ଦୁଝର ଗୁଆଲିରେ ଆରମ୍ଭ ହେଲା ମୋବାଇଲ୍ ସ୍ୱାସ୍ଥ୍ୟ ସେବା

ଯୋଡ଼ା: ଟାଟା ଷ୍ଟିଲ ବିଏସଏଲ ପକ୍ଷରୁ କେନ୍ଦୁଝର ଯୋଡ଼ା ବ୍ଲକ୍ ଗୁଆଲି ପଞ୍ଚାୟତର ଗନ୍ଧଲପଡ଼ା ଗାଁରେ ଲୋକମାନଙ୍କୁ ପ୍ରାଥମିକ ଚିକିତ୍ସା ଯୋଗାଇ ଦେବା ପାଇଁ ମୋବାଇଲ୍ ସ୍ୱାସ୍ଥ୍ୟ ସେବା ୟୁନିଟ୍ର ଶୁଭାରମ୍ଭ କରାଯାଇଛି । ଗୁଆଲି ପଞ୍ଚାୟତ ସରପଞ୍ଚ ପଦ୍ମାବତୀ ନାୟକ, ପଞ୍ଚାୟତ ସମିତି ମେମ୍ବର୍ ବିମଳା…

ଯୋଗ୍ୟ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ୧୬ କୋଟି ଟଙ୍କାର ଛାତ୍ରବୃତ୍ତି ଘୋଷଣା କରିଛନ୍ତି ଅଭିନେତା ବିବେକ…

ମୁମ୍ୱାଇ: ଚଳଚ୍ଚିତ୍ର ଅଭିନେତା ବିବେକ ଓବରୋଇ ଏକ ଅଭିଯାନ ଆରମ୍ଭ କରିଛନ୍ତି ଯେଉଁଥିରେ ଯୋଗ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ୧୬ କୋଟି ଟଙ୍କାର ଶିକ୍ଷାଗତ ବୃତ୍ତି ଆବଣ୍ଟନ କରାଯିବ। ଏହି କାର୍ଯ୍ୟକ୍ରମର ସବୁଠାରୁ ବଡ ହିତାଧିକାରୀମାନେ ଭାରତର ଗ୍ରାମାଞ୍ଚଳର କୃଷକଙ୍କ ସନ୍ତାନ ହେବେ। ଏହି…