Latest Odisha News

BREAKING NEWS

Yearly Archives

2021

ଟ୍ରେନ୍ ତଳେ ଗଳି ରେଳ ଧାରଣା ପାରି ହେଉଥିଲେ ମହିଳା, ମହିଳାଙ୍କ ଉପରେ ଚାଲିଗଲା ଟ୍ରେନ୍

ହରିଆଣା: ହରିଆଣାରେ ଏକ ଚଳନ୍ତା ଟ୍ରେନ୍‌ ତଳୁ ସୁରକ୍ଷିତ ଭାବେ ନିଜ ଜୀବନ ବଞ୍ଚାଇବାରେ ସମର୍ଥ ହୋଇଛନ୍ତି ଜ‌ଣେ ମଧ୍ୟ ବୟସ୍କା ମହିଳା । ସେହି ସମୟର ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହୋଇଛି । ଭାଇରାଲ୍‌ ଭିଡିଓରେ ଦେଖିବାକୁ ମିଳିଛି ମହିଳା ଜଣକ ଚଳନ୍ତା ଟ୍ରେନ୍‌ ତଳେ ଚୁପ୍‌…

ଖଣି ଓ ଧାତବ ଶିଳ୍ପ ଉପରେ ଓଡିଶା ବିଶ୍ବର ଗୁରୁତ୍ବପୂର୍ଣ୍ଣ କେନ୍ଦ୍ର ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶା ଖଣି ନିଗମକୁ ଆବଣ୍ଟିତ ଦୁଇଟି ଖଣି ଗୁଆଳି ଓ ଜିଲ୍‌ଙ୍ଗ ଲାଙ୍ଗଲୋଟା ଲୁହାପଥର ଖଣିର ଉତ୍ପାଦନ କାର୍ଯ୍ୟର ମିଳିତ ଭାବେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ବିଭାଗ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ। ଏହି…

ବିଜେପିରେ ଯୋଗଦେବେ ‘ମେଟ୍ରୋ ମ୍ୟାନ୍’ ଇ ଶ୍ରୀଧରନ୍

ନୂଆଦିଲ୍ଲୀ: 'ମେଟ୍ରୋ ମ୍ୟାନ୍' ଭାବରେ ଜଣାଶୁଣା ଇ ଶ୍ରୀଧରନ୍ ବର୍ତ୍ତମାନ ରାଜନୀତିରେ ପ୍ରବେଶ କରିବାକୁ ଯାଉଛନ୍ତି। ସେ ଫେବୃଆରୀ ୨୧ ରେ ଭାରତୀୟ ଜନତା ପାର୍ଟିରେ ଯୋଗଦେବାକୁ ଯାଉଛନ୍ତି। କେରଳ ବିଜେପି ସଭାପତି କେ. ସୁରେନ୍ଦ୍ରନଙ୍କ ନେତୃତ୍ୱରେ ଭାରତୀୟ ଜନତା ପାର୍ଟି ୨୧ ଫେବୃଆରୀରୁ ବିଜୟ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୩ କୋଭିଡ୍ ପଜିଟିଭ୍, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୬୪୬୦

ଭୁବନେଶ୍ବର: ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ…

ମାସିକ ସାହିତ୍ୟ ପତ୍ରିକା ସାହିତ୍ୟ ସୁମିତ୍ରର ପ୍ରଥମ ସଂଖ୍ୟା ଉନ୍ମୋଚିତ

ବ୍ରହ୍ମପୁର : ବ୍ରହ୍ମପୁର ସ୍ଥିତ ଶ୍ରୀ  ବିବେକାନନ୍ଦ ବିଦ୍ୟା ମନ୍ଦିର ପରିସରରେ ମାସିକ ସାହିତ୍ୟ ପତ୍ରିକା ସାହିତ୍ୟ ସୁମିତ୍ରର ପ୍ରଥମ ସଂଖ୍ୟା ଉନ୍ମୋଚିତ ହୋଇଯାଇଛି।ଏହି ଅବସରରେ ପତ୍ରିକାର ସମ୍ପାଦକ ମିହିର ରଞ୍ଜନ ତ୍ରିପାଠୀଙ୍କ ସଭାପତିତ୍ୱରେ ଏକ ସାହିତ୍ୟ ସଭା ଅନୁଷ୍ଠିତ ହୋଇଥିଲା।…

କରୋନା ନିୟନ୍ତ୍ରଣ ଲାଗି ରାଜ୍ୟ ସରକାରଙ୍କୁ ରାଜ୍ୟପାଳଙ୍କ ପ୍ରଶଂସା

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ଷୋଡ଼ଶ ବିଧାନସଭାର ଷଷ୍ଠ ଅଧିବେଶନ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ଗୃହକୁ ସମ୍ବୋଧିତ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ । କରୋନା ନିୟନ୍ତ୍ରଣରେ ଥିବାରୁ ରାଜ୍ୟ ସରକାରଙ୍କୁ ରାଜ୍ୟପାଳ ପ୍ରଶଂସା କରିଛନ୍ତି । ମାହାମାରୀର ଭୟାବହତା ନେଇ ଆଗୁଆ ଆକଳନ…

ପୂର୍ବତନ ବିଚାରପତି ରଂଜନ ଗୋଗୋଇଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ମାମଲାର ରାୟ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ୨୦୧୯ ଯୌନ ଉତ୍ପୀଡ଼ନ ମାମଲାରେ ପୂର୍ବତନ ବିଚାରପତି ରଂଜନ ଗୋଗୋଇଙ୍କ ବିରୋଧରେ ସୁପ୍ରିମକୋର୍ଟ ଗୁରୁବାର ଦିନ ଏହି ମାମଲାକୁ ବନ୍ଦ କରି କହିଛନ୍ତି ଯେ ପୂର୍ବତନ ବିଚାରପତିଙ୍କ ବିରୋଧରେ ଏକ ଷଡଯନ୍ତ୍ର କରାଯାଇଥାଇପାରେ। ପୂର୍ବତନ ସିଜେଆଇ ରଂଜନ ଗୋଗୋଇଙ୍କ ବିରୋଧରେ ଯୌନ…

ଅଷ୍ଟ୍ରେଲିଆନ ଓପନ ଟେନିସ: ସେରେନାଙ୍କୁ ହରାଇ ଫାଇନାଲରେ ପ୍ରବେଶ କଲେ ଓସକା

ମେଲବୋର୍ଣ୍ଣ: ଚଳିତ ଅଷ୍ଟ୍ରେଲିଆନ ଓପନ ଟେନିସ ଟୁର୍ଣ୍ଣାମେଂଟରେ ଗୁରୁବାର ଜାପାନର ନାଓମି ଓସକା ଆମେରିକାର ସେରେନା ୱିଲିୟମ୍ସଙ୍କୁ ହରାଇ ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି । ସେମିଫାଇନାଲ ମୁକାବିଲାରେ ଓସକା ୬-୩, ୬-୪ ସେଟରେ ସହଜ ବିଜୟ ହାସଲ କରି ଫାଇନାଲକୁ ଉନ୍ନୀତ ହୋଇଛନ୍ତି । ଏଥିସହ ୨୪ତମ…

କୋଟିଆ ବିବାଦ, ସୁପ୍ରିମକୋର୍ଟରେ ପକ୍ଷ ରଖିଲେ ଆନ୍ଧ୍ର ସରକାର

ଭୁବନେଶ୍ୱର: ଓଡ଼ିଶାର କୋଟିଆରେ ଆନ୍ଧ୍ରର ଅନୁପ୍ରବେଶ ଓ ନିର୍ବାଚନ । ଏନେଇ ଓଡ଼ିଶା ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ବେଳେ କୋର୍ଟ ଆନ୍ଧ୍ର ସରକାରଙ୍କୁ ନୋଟିସ୍ ଜାରି କରିଥିଲେ । ଯାହା ଉପରେ ଆନ୍ଧ୍ର ସରକାର ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି । କୋଟିଆରେ ଆନ୍ଧ୍ରର…

ବିଏମ୍‌ସି ଅଫିସ ଘେରିଲେ ବସ୍ତିବାସିନ୍ଦା

ଭୁବନେଶ୍ୱର: ୧୦ ଦଫା ଦାବି ନେଇ ବିଏମ୍‌ସି ଅଫିସ ଘେରିଛନ୍ତି ବସ୍ତିବାସ୍ତିନ୍ଦା । ଖୁବଶୀଘ୍ର ତାଙ୍କ ସମସ୍ୟାର ସମାଧାନ କରିବାକୁ ଦାବି କରିଛି ବସ୍ତି ସୁରକ୍ଷା ମଞ୍ଚ ।  ବସ୍ତି ଥଇଥାନ ପାଇଁ ବିଶାଳ ସମାବେଶ । ସରକାର ବସ୍ତିମୁକ୍ତ ସହର ଘୋଷଣା କରୁଥିବା ବେଳେ ବସ୍ତି ଭାଙ୍ଗି ନୂଆ ନୂଆ…