ବରଗଡରେ ଓଲଟିଲା ବରଯାତ୍ରୀ ଗାଡି, ୨ ମୃତ, ୭ ଆହତ
ବରଗଡ଼: ବିଜେପୁର ସର୍ନାପାଲି ବ୍ରିଜରୁ ଖସିଲା ବରଯାତ୍ରୀଙ୍କୁ ନେଇ ଯାଉଥିବା ଅଟୋ । ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି । ଆହତମାନଙ୍କୁ ବୁର୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
ଗତକାଲି ଗୋବିନ୍ଦପାଲି ଅଞ୍ଚଳରୁ ବିଜେପୁର ମାରପଡ଼ାକୁ ବରଯାତ୍ରୀମାନେ…