ଦ୍ୱିତୀୟ ଚେଷ୍ଟାରେ ଫିଟନେସ ଟେଷ୍ଟ ପାସ୍ କଲେ ଜୟଦେବ, ଈଶାନ ଓ ସିଦ୍ଧାର୍ଥ
ମୁମ୍ବାଇ: ବିସିସିଆଇ ଫିଟନେସ ଟେଷ୍ଟରେ ବିଫଳ ହୋଇଥିବା ୬ଜଣ ଖେଳାଳିଙ୍କ ମଧ୍ୟ ଶୁକ୍ରବାର ୩ଜଣ ସେମାନଙ୍କ ଦ୍ୱିତୀୟ ଚେଷ୍ଟାରେ ସଫଳ ହୋଇଛନ୍ତି । ଏହି ଖେଳାଳିମାନେ ହେଲେ ଜୟଦେବ ଉନାଡକଟ, ଈଶାନ କିଶାନ ଓ ସିଦ୍ଧାର୍ଥ କୌଲ । ଟାଇମ୍ସ ଇଣ୍ଡିଆରେ ପ୍ରକାଶିତ ରିପୋର୍ଟରେ ସଞ୍ଜୁ ସାମସନ, ଈଶାନ…