ଧୁମ୍-୪ରେ ଲେଡି ଭିଲେନ୍
ମୁମ୍ବାଇ: ବଲିଉଡର ପପୁଲାର ଫ୍ରାଂଚାଇଜି ଧୁମ୍ ନିଜର ଚତୁର୍ଥ ପାର୍ଟ ପାଇଁ ଯୋଜନା ଚଳାଇଛି । ପୂର୍ବରୁ ଏହି ଫିଲ୍ମର ତିନୋଟି ପାର୍ଟରେ ମେଲ୍ ଭିଲେନ୍ ଥିଲାବେଳେ ଆଗକୁ କିନ୍ତୁ ବ୍ୟତିକ୍ରମ ଦେଖାଯିବ । କାହିଁକି ନା ଧୁମ୍-୪ରେ ଦର୍ଶକଙ୍କ ସାମ୍ନାକୁ ଆସିବେ ଜଣେ ଫିମେଲ୍ ଭିଲେନ୍ । ଖବର ଆସିଛି…