ଓଡ଼ିଶାରୁ ଦିନକରେ ୧୦୯ କରୋନା ରୋଗୀ ସୁସ୍ଥ
ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୦୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହାକୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୨ ହଜାର ୮୪୨ରେ ପହଞ୍ଚିଛି।
ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…
BREAKING NEWS