Latest Odisha News

BREAKING NEWS

Yearly Archives

2021

ପୂର୍ବ ଲଦାଖରେ ମିସାଇଲ ରେଜିମେଂଟ ପ୍ରସ୍ତୁତ କରୁଛି ଚୀନ

ଲେହ: ସୀମାରେ ଉତେଜନା ହ୍ରାସ କରିବା ପାଇଁ ଚୀନ ବିଭିନ୍ନ ରଣନୀତି ଆପଣାଇବାରେ ଲାଗିଛି । ଏବେ ପୂର୍ବ ଲଦାଖ ଉପରେ ଡ୍ରାଗନ ତାର ଶୈତାନ ନଜର ରଖିଛି । ନୂତନ ହାଇୱେ ନିର୍ମାଣ ପରେ ଏବେ ସେଠାରେ ମିସାଇଲ ଓ ରକେଟ ରେଜିମେଂଟ ପ୍ରସ୍ତୁତ କରୁଥିବା ରିପୋର୍ଟ ହସ୍ତଗତ ହୋଇଛି । ହାଇୱେଗୁଡିକ ପ୍ରଶସ୍ତ…

ଅଭବାନୀୟ ଘଟଣା, ଚାଷୀଙ୍କୁ ଦଳି ମାରିଦେଲା ହାତୀ

ବଲାଙ୍ଗୀର: ବଲାଙ୍ଗୀର ଲୋଇସିଙ୍ଗାର ଭାଲୁପାଲି ଗାଁରେ ଅଭାବନୀୟ ଘଟଣା । ଜଣେ ଚାଷୀଙ୍କୁ ଏକ ହାତୀ ଦଳି ମାରିଦେଇଥିବା ସୂଚନା ମିଳିଛି । ମୃତ ଚାଷୀଜଣକ ଭାଲୁପାଲି ଗାଁର ଗୋପାଳ ପୋଢ଼ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ, ଗତ କିଛି ଦିନ ହେଲା ଲୋଇସିଙ୍ଗା ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବାରେ…

ସଡକ ଦୁର୍ଘଟଣାରେ ପୂର୍ବତନ କ୍ରିକେଟର୍ ସେନ୍ ୱାର୍ଣ୍ଣ ଆହତ

ଭୁବନେଶ୍ୱର: ଗତ ରବିବାର ପୂର୍ବତନ କ୍ରିକେଟର୍ ସେନ ୱାର୍ଣ୍ଣଙ୍କ ପାଇଁ ଅଶୁଭ ସାବ୍ୟସ୍ତ ହୋଇଥିଲା । ସଡକ ଦୁର୍ଘଟଣାରେ ଆହତ ହୋଇ ସେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେନ ୱାର୍ଣ୍ଣ ଓ ତାଙ୍କ ପୁଅ ଜ୍ୟାକ୍ସନ ବାଇକରେ ମେଲବର୍ଣ୍ଣରୁ ଫେରୁଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇ ଆହତ ହୋଇଥିବା…

ଇଡିରେ ହାଜର ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ,ଚାଲିଛି ପଚରା ଉଚରା

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଆଜି ଇଡିରେ ହାଜର ହୋଇଛନ୍ତି । ଟାଟାରେ ଚାକିରୀ ସ୍କାମ ଓ ତାଙ୍କ ଆକାଉଣ୍ଟକୁ ବେଆଇନ ଅର୍ଥ କାରାବାର ନେଇ ସମନ ହୋଇଥିଲା। ପୂର୍ବରୁ ଦୁଇଥର ସ୍ୱାସ୍ଥ୍ୟଗତ କାରଣରୁ ଇଡିରେ ହାଜର ହୋଇନଥିଲେ ପ୍ରଦୀପ। ମାତ୍ର ଆଜି ଦିନ ୧୦ ଟାରେ ଇଡିରେ ହାଜର…

ମୁମ୍ବାଇ ବୃଦ୍ଧାଶ୍ରମରେ ୬୯ ବରିଷ୍ଠ ନାଗରିକଙ୍କୁ କରୋନା

ମୁମ୍ବାଇ: ଏଠାରେ ଭିୱଣ୍ଡିରେ ଥିବା ଏକ ବୃଦ୍ଧାଶ୍ରମରେ ଏକକାଳୀନ ୬୯ ବରିଷ୍ଠ ନାଗରିକ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କାହାର ସ୍ୱାସ୍ଥ୍ୟାବସ୍ଥା ଉଦବେଗଜନକ ରହି ନାହିଁ । ଏମାନେ ଓମିକ୍ରନରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ସେଥ ଜିନୋମ ସିକ୍ୱେସିଂ ପାଇଁ…

ପୁଣି ଏସସିବିର ସମ୍ପ୍ରସାରଣ ଲାଗି ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

କଟକ: କଟକ ଏସସିବି ସମ୍ପ୍ରସାରଣ ଲାଗି ପୁଣି ଉଚ୍ଛେଦ ଆରମ୍ଭ ହୋଇଛି । ଏସସିବି ସମ୍ପ୍ରସାରଣ ପାଇଁ ହିନ୍ଦ୍ ସିନେମା ହଲ ଉଚ୍ଛେଦ କରାଯାଉଛି । ଏହି ପ୍ରକ୍ରିୟାରେ ରାଣୀହାଟ କେନାଲ ରୋଡ଼ର ପୋଲଠୁ ଏସସିବି ପର୍ଯ୍ୟନ୍ତ ହେବ ଉଚ୍ଛେଦ । ଏହି ମଧ୍ୟରେ ୩୦ ଦୋକାନର ହେବ ଉଚ୍ଛେଦ । ସହରର ପୁରାତନ ହିନ୍ଦ୍…

ରାଜ୍ୟରେ ଗତ ୨୪ଘଣ୍ଟାରେ ୧୯୭ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ଘଣ୍ଟା ମଧ୍ୟରେ ୧୯୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୧୫ଜଣ ସଙ୍ଗରୋଧ କେନ୍ଦ୍ରରୁ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୮୨ଜଣ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ୧୮ବର୍ଷରୁ କମ୍ ବୟସ ମଧ୍ୟରେ ୨୫ଜଣ ରହିଛନ୍ତି ବୋଲି…

ଓମିକ୍ରନ ଭୟ: ବିଦେଶ ଫେରନ୍ତାଙ୍କ ପାଇଁ ଆସିଲା ନୂଆ ଗାଇଡ଼ଲାଇନ୍

ଦିଲ୍ଲୀ: ଓମିକ୍ରନ ପାଇଁ ବଢ଼ିଲା କଟକଣା । କରୋନାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି । ଆସନ୍ତା ଡ଼ିସେମ୍ବର ୧ତାରିଖରୁ ଏହି ସଂଶୋଧିତ ନିୟମ କାର୍ଯ୍ୟକାରୀ ହେବ । ନିର୍ଦ୍ଦେଶ ଅନୁଯାୟୀ, ଭାରତ ଆସିବାକୁ ଥିବା ଯାତ୍ରୀଙ୍କୁ…

ଓମିକ୍ରନ ଭ୍ୟାରିଆଣ୍ଟକୁ ନେଇ ସମଗ୍ର ବିଶ୍ୱରେ ଭୟର ବାତାବରଣ

ଦିଲ୍ଲୀ: ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ ହୋଇଥିବା ଓମିକ୍ରନ ଭ୍ୟାରିଆଣ୍ଟ ଏବେ ସମଗ୍ର ବିଶ୍ୱରେ ଭୟର ବାତାବରଣ ଦେଖାଦେଇଛି । ଏପରିକି ଏହା କରୋନାର ତୃତୀୟ ଲହରର ଆଶଙ୍କାଙ୍କୁ ବଢ଼ାଇ ଦେଇଛି । ଓମିକ୍ରନକୁ ନେଇ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ସତର୍କ କରାଇଛନ୍ତି କେନ୍ଦ୍ର ସରକାର ।…

ଆଜି ଶ୍ରୀଜୀଉଙ୍କ ପଇତା ଲାଗି ନୀତି, ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ମାର୍ଗଶୀର କୃଷ୍ଣଦଶମୀ ତିଥି। ଶ୍ରୀମନ୍ଦିରରେ  ମହାପ୍ରଭୁଙ୍କର ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଅପରାହ୍ନରେ ଏହି ନୀତି ସମ୍ପନ୍ନ ହେବ। ଏଥିପାଇଁ ଅପରାହ୍ନ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ପାଇଁ ଦର୍ଶନ କଟକଣା ଜାରି…