ଭଞ୍ଜନଗରରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ୫ ବଖରା ଘର
ଭଞ୍ଜନଗର: ଭଞ୍ଜନଗର ତାରାସିଙ୍ଗ ଥାନା ଅନ୍ତର୍ଗତ ନାରୀଗୋଚ୍ଛା ନିକଟ ମିଲସାହିରେ ଘଟିଛି ଭୟବହ ଅଗ୍ନିକାଣ୍ଡ । ଏଥିରେ ଦୋକାନ ଗୃହ ସମେତ ୫ ବଖରା ଘର ପୋଡିଜଳି ପାଉଁଶ ହୋଇଯାଇଛି।
ସୂଚନାନୁସାରେ, ନିଆଁ ତିନୋଟି ଖଳାରେ ଲାଗିବା ହେତୁ ପ୍ରାୟ ୧୦୦ ବସ୍ତା ଧାନ ପୋଡି ଯାଇଥିବା ବେଳେ ଗୋଟିଏ ଧାନ…