ଇତିହାସର ଉଗ୍ର ଉପହାସ !
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର…
ମାଓବାଦ ସମସ୍ୟା ନୁହେଁ । ସଂକଟ ବି ନୁହେଁ । ଏହାର ସର୍ବକାଳୀନ ସମାଧାନ ବି ସମ୍ଭବ । ଯେକୌଣସି ସରକାର ମାଓବାଦ ସମସ୍ୟାକୁ ଆଇନ କାନୁନର ଗଣ୍ଡି ଭିତରେ ଆକଳନ କରି ‘ଯେସାକୁ ତେସା’ ନୀତି ଅବଲମ୍ବନ କଲେ ସଫଳ ହେବା ସମ୍ଭବ ନୁହେଁ । ମାଓବାଦ ଏକ…