ଓଡ଼ିଶାରେ ପ୍ରଥମ ଥର ପାଇଁ ବିରଳ ମସ୍ତିଷ୍କ ଅସ୍ତ୍ରୋପଚାର; ନୂଆ ଜୀବନ ପାଇଲା ୧୪ ମାସର ଶିଶୁ
ଭୁବନେଶ୍ୱର: ନୂଆଦିଲ୍ଲୀ ଏମ୍ସର ନ୍ୟୁରୋ ସର୍ଜରୀ ବିଭାଗର ପୂର୍ବତନ ମୁଖ୍ୟ ପ୍ରଫେସର ମହାପାତ୍ର କହିଛନ୍ତି ଯେ ୧୯୭୧ ମସିହା ଠାରୁ ଆଜି ପର୍ଯ୍ୟନ୍ତ AIIMSରେ ଏଭଳି ପ୍ରାୟ ୧୫୦ଟି ସର୍ଜରୀ ହୋଇଥିବା ବେଳେ ପ୍ରଥମ ଥର ପାଇଁ ଓଡ଼ିଶାରେ ଏପରି ବିରଳ ଅସ୍ତ୍ରୋପଚାର କରିଛନ୍ତି ।
ଏହି…