ଫେବ୍ରୁଆରୀ ଗାଇଡଲାଇନ୍: ୧ ତାରିଖରୁ ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର, ବାହାଘର ଓ ଶେଷକୃତ୍ୟରେ ୫୦୦ ଲୋକଙ୍କୁ ଅନୁମତି
ଭୁବନେଶ୍ୱର: ଫେବ୍ରୁଆରୀ ମାସ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଆସନ୍ତା ୧ ତାରିଖରୁ ରାଜ୍ୟରେ ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର । କୋଭିଡ୍ କଟକଣା ଭିତରେ ଖୋଲିବ ଓ ପାଠପଢ଼ା ଯିବ । ସେହିପରି ବାହାଘର ଓ ଶେଷକୃତ୍ୟରେ ଲୋକଙ୍କ ଯୋଗଦାନ ସଂଖ୍ୟାରେ ବୃଦ୍ଧି କରିଛନ୍ତି ସରକାର ।…