ସଂଘବଦ୍ଧ ଆକ୍ରମଣ ଯୋଗୁଁ ଯୁବକଙ୍କ ମୃତ୍ୟୁ
ନବରଙ୍ଗପୁର: ସାମାନ୍ୟ ବଚସାରୁ ସଂଘବଦ୍ଧ ଆକ୍ରମଣ, ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ । ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ନରସିଂହଗୁଡା ଗାଁରେ । ପୋଲିସ ତିନି ଅଭିଯୁକ୍ତଙ୍କୁ ଅଟକ ରଖିଥିବା ବେଳେ ଅନ୍ୟ ଜଣେ ଫେରାର ହୋଇଯାଇଛି ।
ସୂଚନା ଅନୁଯାୟୀ,…