ଦେବରାଜ ସାହୁ ହତ୍ୟା ଘଟଣାରେ ୫ ଅଭିଯୁକ୍ତ ଗିରଫ
ବ୍ରହ୍ମପୁର: ବେଗୁନିଆପଡାର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଦେବରାଜ ସାହୁଙ୍କ ହତ୍ୟା ଘଟଣାରେ ୫ ଅଭିଯୁକ୍ତ ଗିରଫ । ମୋବାଇଲ ଓ ବନ୍ଧୁକ ସହ ୬୩ଟି ଗୁଳି, ଏଟିଏମ୍ କାର୍ଡ ଜବତ କରିଛି ପୋଲିସ । ଏନେଇ ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।
ଶ୍ରୀ ଭୋଇ…