Latest Odisha News

BREAKING NEWS

Yearly Archives

2021

ଆଜି ରାଜ୍ୟର ୯ ଜିଲ୍ଲାରେ ନୂଆ ସଂକ୍ରମିତ ଶୂନ, ଚିହ୍ନଟ ହେଲେ ୧୫୪ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଏବେ ଦୁଇ ଶହ ଭିତରେ ରହୁଛି ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା । ନିୟନ୍ତ୍ରଣକୁ ଆସିଛି ମହାମାରୀ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୫୪ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୮୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୬୫ଟି । ୨୧ ଜିଲ୍ଲାରୁ ନୂଆ…

ମେ ୧୫ରୁ ୩୦ ମଧ୍ୟରେ ହୋଇପାରେ କଂଗ୍ରେସର ସାଙ୍ଗଠନିକ ନିର୍ବାଚନ

ନୂଆଦିଲ୍ଲୀ: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଚାଲିଛି । ସୂତ୍ରରୁ ମିଳିଥିବା ସୂଚନା ମୁତାବକ ବହୁ ପ୍ରତୀକ୍ଷିତ କଂଗ୍ରେସର ସାଙ୍ଗଠନିକ ନିର୍ବାଚନ ମେ ମାସରେ ହେବ । ମେ ୧୫ରୁ ମେ ୩୦ ମଧ୍ୟରେ ହେବାକୁ ଥିବା ସାଙ୍ଗଠନିକ ନିର୍ବାଚନରେ କଂଗ୍ରେସ ବାଛିବ…

IPL ପାଇଁ ୬ ଓଡ଼ିଆ ଖେଳାଳିଙ୍କ ନାଁ ସୁପାରିଶ କଲା OCA

କଟକ: ଓଡ଼ିଶା ପ୍ରିମିୟର ଲିଗ୍ ବା IPL ପାଇଁ ଓଡ଼ିଆ ଖେଳାଳିଙ୍କ ନାଁ ସୁପାରିଶ । BCCIକୁ ୬ ଓଡ଼ିଆ ଖେଳାଳିଙ୍କ ନାଁ ସୁପାରିସ କରିଛି ଓଡ଼ିଶା କ୍ରିକେଟ ଆସୋସିଏସନ୍ (OCA) । ସେମାନେ ହେଲେ ଶୁଭ୍ରାଂଶୁ ସେନାପତି, ରାଜେଶ ଧୂପର, ରାଜେଶ ମହାନ୍ତି, ପପୁ ରାୟ, ଗୌରବ ଚୌଧୁରୀ ଓ ତାରିଣୀ ସ । ଏନେଇ…

ଏଥର ଭାରତୀୟ କ୍ରିକେଟ ଖେଳାଳି ଦେବେ ୟୋୟୋ ଟେଷ୍ଟ

ମୁମ୍ବାଇ:ଅନ୍ତର୍ଜାତୀୟ କ୍ରିକେଟରେ ଭଲ ପ୍ରଦର୍ଶନ ପାଇଁ ଫିଟନେସର ଆବଶ୍ୟକତା ଜରୁରୀ ହୋଇ ପଡିଛି । ଏହାକୁ ଦେଖି ବିସିସିଆଇ ଖେଳାଳିମାନଙ୍କ ପାଇଁ ୟୋ ୟୋ ଟେଷ୍ଟ ଆରମ୍ଭ କରିଛି । ଇଣ୍ଡିଆନ ଏକ୍ସପ୍ରେସ ଅନୁସାରେ ପେସ ବୋଲରମାନଙ୍କୁ ୮ ମିନିଟ ୧୫ ସେକେଣ୍ଡରେ ଏବଂ ବ୍ୟାଟ୍ସମ୍ୟାନଙ୍କୁ ୮ ମିନିଟ ୩୦…

ପେଟ୍ରୋଲ ଓ ଡିଜେଲ ଦାମ ଆକାଶ ଛୁଆଁ, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍ 

ନୂଆଦିଲ୍ଲୀ : ହୁ ହୁ ହୋଇ ବଢୁଛି ତୈଳ ଦର । ପେଟ୍ରୋଲ ଓ ଡିଜେଲ ଦାମ ବୃଦ୍ଧି ପାଇ ରେକର୍ଡ ସ୍ତରରେ ପହଁଞ୍ଚିଛି । ଦିଲ୍ଲୀ ଓ ବମ୍ବେରେ ତେଲ ଦାମ ଆକାଶ ଛୁଆଁ ରହିଛି । ଶୁକ୍ରବାର ଦିଲ୍ଲୀରେ ପେଟ୍ରୋଲ ଦାମ ୮୫ ଟଙ୍କାରୁ ଅଧିକ ରହିଥିବା ବେଳେ ଡିଜେଲ ଦାମ ୭୫ ଟଙ୍କାରୁ ଅଧିକ ରହିଛି । ମୁମ୍ବାଇରେ…

ଫେବୃୟାରୀ ତୃତୀୟ ସପ୍ତାହରେ ହୋଇପାରେ ଆଇପିଏଲ ମିନି ଅକ୍ସନ

ମୁମ୍ବାଇ: ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସଂସ୍କରଣ ପାଇଁ ଫେବୃୟାରୀ ତୃତୀୟ ସପ୍ତାହରେ ମିନି ଅକ୍ସନ ହୋଇପାରେ । ଇନସାଇଡ ସ୍ପୋର୍ଟ୍ସ ରିପୋର୍ଟ ଅନୁସାରେ ୧୧ଫେବୃୟାରୀରେ ଏହି ନିଲାମ ପ୍ରକ୍ରିୟା ହେବାକୁ ଥିଲା । ଏବେ ଏହା ୧୪ରୁ ୨୧ ମଧ୍ୟରେ ହୋଇପାରେ । ଆଇପିଏଲ ଗଭର୍ଣ୍ଣିଂ କାଉନସିଲ ୨/୩ ଦିନ…

ଫେସ୍‌ବୁକ୍ ତଥ୍ୟ ଚୋରି ପାଇଁ କେମ୍ବ୍ରିଜ୍ ଆନାଲିଟିକା ବିରୋଧରେ ମାମଲା ରୁଜୁ କଲା ସିବିଆଇ

ନୂଆଦିଲ୍ଲୀ: ଶୁକ୍ରବାର ଦିନ ଫେସବୁକରୁ ଭାରତୀୟଙ୍କ ବ୍ୟକ୍ତିଗତ ତଥ୍ୟ ସଂଗ୍ରହ ଅଭିଯୋଗରେ ସେଣ୍ଟ୍ରାଲ ବ୍ୟୁରୋ ଅଫ୍ ଇନଭେଷ୍ଟିଗେସନ୍ (ସିବିଆଇ) ବ୍ରିଟିଶ ରାଜନୈତିକ ପରାମର୍ଶଦାତା ସଂସ୍ଥା କେମ୍ବ୍ରିଜ୍ ଆନାଲିଟିକା (CA) ଏବଂ ଗ୍ଲୋବାଲ ସାଇନ୍ସ ରିସର୍ଚ୍ଚ ଲିମିଟେଡ୍, ବ୍ରିଟେନ ବିରୋଧରେ ଏକ…

ସପ୍ତାହେ ଭିତରେ ଆସିବ ଦ୍ୱିତୀୟ ପର୍ଯ୍ୟାୟ କୋଭାକ୍ସିନ ଟିକା, ଏଣିକି ସିଏଚସିରେ ତିନି ଦିନ ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ସୁରୁଖୁରୁରେ ଚାଲିଛି କୋଭିଡ୍ ଟିକାକରଣ । ସପ୍ତାହେ ଭିତରେ ଦ୍ୱିତୀୟ ପର୍ଯ୍ୟାୟରେ ଓଡ଼ିଶା ଆସିବ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ ଟିକା । କେବଳ ଭୁବନେଶ୍ୱରରେ କୋଭାକ୍ସିନ ଟିକା ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…

ରାଜଧାନୀରେ ସାଇକ୍ଲୋଥନ ଆୟୋଜିତ

ଭୁବନେଶ୍ୱର: ୩୨ତମ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ ଅବସରରେ ଭୁବନେଶ୍ୱରରେ ସାଇକ୍ଲୋଥନ ଆୟୋଜିତ ହୋଇଛି । ଚଳିତବର୍ଷର ଥିମ୍‌ ରହିଛି ପେଡାଲ୍‌ ଫର୍‌ ରୋଡ୍‌ ସେଫଟି । ସଡକ ସୁରକ୍ଷାର ବାର୍ତ୍ତା ନେଇ ଶତାଧିକ ସାଇକ୍ଲିଷ୍ଟ ଏଥିରେ ସାମିଲ ହୋଇଥିଲେ । ସାଇକ୍ଲୋଥନ ଭୁବନେଶ୍ୱର ଓଏସ୍‌ଆରଟିସି…

ପରେଡ୍ ରିହରସାଲ୍ ପାଇଁ ଗାନ୍ଧିମାର୍ଗରେ ଟ୍ରାଫିକ କଟକଣା, ଅମାନିଆ ଗଣିବେ ତଣ୍ଡ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ଆଜିଠୁ ଆରମ୍ଭ ହେଉଛି ପରେଡ୍ ରିହରସାଲ୍ । ଆଜି ଅପରାହ୍ଣ ସାଢ଼େ ୨ଟାରୁ ୫ଟା ମଧ୍ୟରେ ମଧ୍ୟ ବିଭିନ୍ନ ରାସ୍ତାକୁ ବନ୍ଦ କରି ଦିଆଯିବ । ଗାନ୍ଧୀମାର୍ଗକୁ କୌଣସି ଗାଡ଼ି ଆସିବାକୁ ଦିଆଯିବ ନାହିଁ ।  ଜନପଥରେ ଟ୍ରାଫିକ୍‌ ଚଳାଚଳ ସ୍ୱାଭାବିକ…